Trending
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
Browsing Category
National
ବେରୋଜଗାରୀଙ୍କୁ ନେଇ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ବିରୋଧୀ
ଦେଶରେ ବଢୁଥିବା ବେରୋଜଗାରୀଙ୍କୁ ନେଇ ବିରୋଧୀଦଳମାନେ ବାରମ୍ବାର ସରକାରଙ୍କୁ ଟାର୍ଗେଟ କରୁଛନ୍ତି । ପ୍ରତି ନିର୍ବାଚନ ପୂର୍ବରୁ ସମସ୍ତ ରାଜନୈତିକଦଳମାନେ ବେରୋଜଗାର ଓ ନିଯୁକ୍ତିକୁ ବଡ ପ୍ରସଙ୍ଗ କରିଥାନ୍ତି । ଏହି କ୍ରମରେ ସଂସଦର ମୌସୁମୀ ଅଧିବେଶନ ବେଳେ ଗୃହମନ୍ତ୍ରଣାଳୟ ଅଧିନରେ ଥିବା…
ପ୍ରଡକ୍ସନ ଡିଜାଇନର ନୀତିନ ଦେଶାଇଙ୍କ ଆତ୍ମହତ୍ୟା
ମୁମ୍ବାଇ: ଜଣାଶୁଣା ପ୍ରଡକ୍ସନ ଡିଜାଇନର ନୀତିନ ଦେଶାଇ ଆତ୍ମହତ୍ୟା କରିଛନ୍ତି । ପ୍ରାରମ୍ଭିକ ତଦନ୍ତରୁ ସେ ଡିପ୍ରେସନରେ ପୀଡିତ ଥିବା ଜଣାପଡିଛି । ତେବେ ତାଙ୍କ ଆତ୍ମହତ୍ୟାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ନୀତିନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି ବଲିଉଡ । ୫୮ ବର୍ଷ ବୟସରେ…
ଜୁଲାଇ 2023ରେ 1,65,105 କୋଟି ଟଙ୍କାର ଜିଏସଟି ଆଦାୟ
2023 ଜୁଲାଇ ମାସରେ 1,65,105 କୋଟି ଟଙ୍କାର ସକଳ ବସ୍ତୁ ଓ ସେବା କର (ଜିଏସଟି) ରାଜସ୍ୱ ଆଦାୟ କରାଯାଇଛି । ଏଥିମଧ୍ୟରେ ସିଜିଏସଟି ପରିମାଣ 29,773 କୋଟି ଟଙ୍କା, ଏସଜିଏସଟି ପରିମାଣ 37,623 କୋଟି ଟଙ୍କା, ଆଇଜିଏସଟି ପରିମାଣ 85,930 କୋଟି ଟଙ୍କା (ବସ୍ତୁ ଆମଦାନୀରୁ ସଂଗୃହିତ 41,239 କୋଟି…
ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା
ବହୁ ପ୍ରତିକ୍ଷା ପରେ ଆନ୍ତର୍ଜାତିକ ମ୍ୟାଚ୍ ଖେଳିବା ପାଇଁ ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା। ଖାଲି ଖେଳିବେନି, ଭାରତୀୟ ଦଳର ନେତୃତ୍ୱ ମଧ୍ୟ ନେବାକୁ ତାଙ୍କ ନାଁ ଆଗକୁ ଆସିଛି। ଅଗଷ୍ଟରେ ଆୟରଲାଣ୍ଡ ବିରୋଧରେ ଭାରତ ଖେଳିବାକୁ ଥିବା ଟି-୨୦ ସିରିଜ୍ରେ ସେ ପଡ଼ିଆକୁ ଓହ୍ଲାଇବେ। ଏହି ଭାରତୀୟ…
ପ୍ରଧାନମନ୍ତ୍ରୀଙ୍କୁ ମିଳିବ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର
ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପୁଣେ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ଦାଗଦୁଶେଠ ମନ୍ଦିରରେ ଦର୍ଶନ ଏବଂ ପୂଜାର୍ଚ୍ଚନା କରିବେ । ପୂର୍ବାହ୍ନ ୧୧: ୪୫ ରେ ପ୍ରଧାନମନ୍ତ୍ରୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ପ୍ରଦାନ କରାଯିବ…
ସଂସଦରେ ସିନେମାଟୋଗ୍ରାଫ୍ ବିଲ୍, ୨୦୨୩ ପାରିତ
ସିନେମାଟୋଗ୍ରାଫ୍ (ସଂଶୋଧନ) ବିଲ୍, ୨୦୨୩ ଲୋକସଭାରୁ ମଞ୍ଜୁରୀ ପାଇବା ପରେ ସଂସଦରେ ପାରିତ ହୋଇଛି । ୨୦ ଜୁଲାଇ ୨୦୨୩ ରେ ରାଜ୍ୟସଭାରେ ଏହି ବିଲ୍ ଆଗତ କରାଯାଇଥିଲା ଏବଂ ୨୭ ଜୁଲାଇ, ୨୦୨୩ ରେ ଆଲୋଚନା ପରେ ପାରିତ ହୋଇଥିଲା । ୧୯୫୨ ମସିହାରେ ତିଆରି ହୋଇଥିବା ଏହି ଐତିହାସିକ ବିଲ୍ ୪୦ବର୍ଷ…
ଜୟପୁର-ମୁମ୍ବାଇ ପାସେଞ୍ଜର ଟ୍ରେନ ଭିତରେ ଗୁଳିମାଡ଼, ୪ଜଣଙ୍କର ମୃତ୍ୟୁ
ଜୟପୁର: ଜୟପୁର –ମୁମ୍ବାଇ ପାସେଞ୍ଜର ଟ୍ରେନରେ ଆଜି ଭୋର ସମୟରେ ଗୁଳିମାଡ ଫଳରେ ଜଣେ ଏଏସଆଇଙ୍କ ସହ ୩ ଯାତ୍ରୀଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ଅଘଟଣ ଟ୍ରେନର ୫ ନମ୍ବର ବଗିରେ ହୋଇଥିବା ଜଣାପଡିଛି ।…
ବଢ଼ିଲା ହରଡ଼ ଡ଼ାଲି ଦର
ବଜାର ଦର ଉପରେ ଲଗାମ ନାହିଁ । ପରିବା ଦର କମିଲା ବେଳେ ଡାଲି ଡର ବଢ଼ି ବଢ଼ି ଚାଲିଛି । ଟମାଟୋ ଦର ଏବେ ବି କିଲୋଗ୍ରାମ ପିଛା ୧୦୦ ଟଙ୍କା ଉପରେ ରହିଛି | ପରିବା ଦରକୁ ନେଇ ଏବେ ବି ଖାଉଟି ଚିନ୍ତାରେ ଥିବାବେଳେ ଘରେ ନିତ୍ୟ ବ୍ୟବହାର୍ଯ୍ୟ ହରଡ ଡାଲିର ଦର ମଧ୍ୟ ବଢିଛି | ବାସ୍ତବରେ ବଜାରରେ ଏବେ…
ଶ୍ରୀହରିକୋଟାରୁ PSLV-C56 ରକେଟର ସଫଳ ଉତକ୍ଷେପଣ
ଶ୍ରୀହରିକୋଟା: ପୁଣି ଇତିହାସ ରଚିଲା ଇସ୍ରୋ । ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋର ଆଉ ଏକ ସଫଳତା । ସିଙ୍ଗାପୁରର ୭ଟି ସାଟେଲାଇଟ୍ ଉତକ୍ଷେପଣ କରିଛି ଇସ୍ରୋ। PSLV-C56 ରକେଟରେ ୭ଟି ସାଟେଲାଇଟ୍ ସଫଳ ଭାବେ ଉତକ୍ଷେପଣ କରିଛି । ଶ୍ରୀହରିକୋଟାରୁ ହେଲା ଉତକ୍ଷେପଣ । ଭାରତର କମର୍ସିଆଲ…
ପରବର୍ତ୍ତୀ ଆଇପିଏଲ ବିଦେଶରେ ଆୟୋଜନ ହେବାର ସମ୍ଭାବନା
ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୪ ସଂସ୍କରଣକୁ ନେଇ ଆସିଛି ଏକ ବଡ଼ ଖବର । ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ଆଇପିଏଲ ସିଜିନକୁ ଶୀଘ୍ର କରାଇବା ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା କରୁଛି । ପରବର୍ତ୍ତୀ ଆଇପିଏଲ ଭାରତରେ ନୁହେଁ, ବରଂ…