Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
National
ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି ଜେଡିୟୁ
ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଆଜି ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି। ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ଜେଡିୟୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଥିଲା। ପ୍ରଥମ ପର୍ଯ୍ୟାୟ…
୫୭ ଆସନ ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା
ପ୍ରଥମ ପର୍ଯ୍ୟାୟରେ ଦଳ ୫୭ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଏହି ଲିଷ୍ଟରେ କୌଣସି ମୁସଲିମ ଚେହେରାଙ୍କ ନାମ ନାହିଁ । ଏନଡିଏ ଗଠବନ୍ଧନରେ ଜେଡିୟୁକୁ ୧୦୧ଟି ସିଟ୍ ମିଳିଛି । ତେଣୁ ଦଳ ଆଗାମୀ ଦିନରେ ଅବଶିଷ୍ଟ ଆସନରେର ପ୍ରାର୍ଥୀ ଘୋଷଣା କରିବ । ପ୍ରାର୍ଥୀଙ୍କ ନାମ ଉପରେ ଅନ୍ତିମ…
ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍
ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍ ଭାରତର ଡିଜିଟାଲ୍ ଅର୍ଥବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଗାମୀ ଭାରତ ଏଆଇ ସମ୍ମିଳନୀରେ ଅଂଶଗ୍ରହଣ କରିବା ପୂର୍ବରୁ ଗୁଗୁଲ୍ ଦ୍ୱାରା ଆୟୋଜିତ ଏକ…
ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ
ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ କରାଯାଇଛି । ପୀଡ଼ିତାଙ୍କ ବାପା ଏହି ମାମଲାରେ ପୁରୁଷ ବନ୍ଧୁର ହାତ ଥିବା ଅଭିଯୋଗ କରିଥିଲେ । ତାଙ୍କ କହିବା କଥା ରାତିରେ ତାଙ୍କ ଝିଅଙ୍କୁ କ୍ୟାମ୍ପସ ବାହାରକୁ ନେବାକୁ ତାଙ୍କ ପୁରୁଷ ବନ୍ଧୁ ବାଧ୍ୟ…
ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡିତାଙ୍କ ପୁରୁଷ ବନ୍ଧୁଙ୍କୁ ବାନ୍ଧିଲା ପୋଲିସ
ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ବଢିଲା ଗିରଫ ସଂଖ୍ଯା । ଆଉ ଜଣଙ୍କୁ ଗିରଫ କଲା ପୋଲିସ । ପୀଡିତାଙ୍କ ପୁରୁଷ ବନ୍ଧୁଙ୍କୁ ବାନ୍ଧିଲା ପୋଲିସ । ଏଥିସହ ଗଣଦୁଷ୍କର୍ମ ମାମଲାରେ ଗିରଫ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଗଣଦୁଷ୍କର୍ମ ମାମଲା ସହ ଜଡିତ ଥିବାରୁ…
EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
ଆପଣ ଯଦି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO)ର ସଦସ୍ୟ, ତେବେ ଆପଣଙ୍କ ପାଇଁ ଭଲ ଖବର । କାରଣ ସରକାର ସିଧାସଳଖ ୩୦ କୋଟିରୁ ଅଧିକ ସଦସ୍ୟଙ୍କୁ ଲାଭ ପହଞ୍ଚାଇବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଥିଲା କର୍ମଚାରୀଙ୍କ ଯୋଗ୍ୟ ବାଲାନ୍ସର ୧୦୦%…
କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
ପାର୍ବଣ ଋତୁକୁ ଆଖି ଆଗରେ ରଖି, କେନ୍ଦ୍ର ସରକାର ତାଙ୍କ କର୍ମଚାରୀମାନଙ୍କୁ ଦୀପାବଳି ବୋନସ ଦେଇଛନ୍ତି। ଏହା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଘରେ ଦୀପାବଳିର ଆନନ୍ଦକୁ ଆହୁରି ବୃଦ୍ଧି କରିଛି। ଭାରତ ସରକାର କର୍ମଚାରୀମାନଙ୍କ ପାଇଁ ବୋନସ ଏବଂ ମହଙ୍ଗା ଭତ୍ତା (DA) ବୃଦ୍ଧି ଘୋଷଣା କରିଛନ୍ତି।…
ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
ବିହାର ପରେ ନିର୍ବାଚନ ଆୟୋଗ (ଇସି) ବର୍ତ୍ତମାନ ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରିବେ। ନିର୍ବାଚନ ଆୟୋଗର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ବିହାର ପରେ ୨୦୨୬ରେ ବିଧାନସଭା ନିର୍ବାଚନ ହେବାକୁ ଥିବା ରାଜ୍ୟରୁ ଦେଶରେ ଏସ୍ଆଇଆର ଆରମ୍ଭ…
ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
ପଶ୍ଚିମବଙ୍ଗର ଦୁର୍ଗାପୁରରେ ଗତ ୧୦ ଅକ୍ଟୋବର (ଶୁକ୍ରବାର) ରାତିରେ ଜଣେ ଓଡ଼ିଆ ମେଡିକାଲ୍ ଛାତ୍ରୀଙ୍କ ସହ ଜଘନ୍ୟ ଗଣଦୁଷ୍କର୍ମ ଘଟିଛି। ଏହି ପୀଡ଼ିତାଙ୍କ ଘର ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର । ସେ ଦ୍ୱିତୀୟ ବର୍ଷର ଛାତ୍ରୀ। ସେ ଦୁର୍ଗାପୁରର ଏକ ଘରୋଇ ମେଡିକାଲ୍ କଲେଜରେ ପଢ଼ୁଥିଲେ । …
“ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣା ରାଜନୈତିକ ବିତର୍କ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ବିଜେପି) ମହିଳା ସୁରକ୍ଷାକୁ ନେଇ ମମତା ବାନାର୍ଜୀ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛି। ବିଜେପି ନେତାମାନେ କହିଛନ୍ତି ଯେ…