Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା…
ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଫିଲ୍ମ 'ଫାଇଟର' ୨୦୨୪ ମସିହାରେ ରିଲିଜ୍ ହୋଇଥିଲା। ଏଥିରେ ହ୍ରିତିକ୍ ରୋଶନ ଓ ଦୀପିକା ପାଦୁକୋନ୍ ଲିଡ୍ ରୋଲରେ ନଜର ଆସିଥିଲେ । ଏହା ବକ୍ସ ଅଫିସ୍ରେ ଦମ୍ଦାର ବିଜନେସ କରିଥିଲା । ଏବେ ସିଦ୍ଧାର୍ଥ ଏହାର ସିକ୍ସେଲ ଆଣିବା ପାଇଁ ଯୋଜନା କରିଥିବା…
ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ…
ପଶ୍ଚିମବଙ୍ଗରେ ମତଦାନ ଯେତେ ପାଖେଇ ଆସୁଛି କଟକଣା ସେତେ କଡ଼ା ହେଉଛି। କାରଣ ପଶ୍ଚିମବଙ୍ଗରେ ନିର୍ବାଚନ ସବୁବେଳେ ହିଂସାତ୍ମକ। ତେଣୁ ଏଥର ଯେମିତି ସେଭଳି କୌଣସି ପରିସ୍ଥିତି ସୃଷ୍ଟି ନହୁଏ ସେଥିପାଇଁ ନିର୍ବାଚନ କମିଶନ ପୂରା କଡ଼ା କଟକଣା ଲାଗୁ କରୁଛନ୍ତି। ଏଥିପାଇଁ ସାରା ରାଜ୍ୟରେ ଦୁଇ ଚକିଆ…
ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
ମେଟ୍ରୋରେ ଅତ୍ୟଧିକ ଉଚ୍ଚ ଶବ୍ଦରେ ରିଲ୍ ଦେଖିବା, ଜୋରରେ ପାଟିକରି ଫୋନରେ କଥା ହେବା କିମ୍ବା ବିନା ହେଡଫୋନରେ ଗୀତ ଶୁଣିବା ପଡ଼ିପାରେ ମହଙ୍ଗା। ଏମିତି କଲେ ଯାତ୍ରୀଙ୍କୁ ଦେବାକୁ ପଡ଼ିବ ଜରିମାନା। ଚେନ୍ନାଇ ମେଟ୍ରୋ ରେଲ୍ ଲିମିଟେଡ (CMRL) ଏହାକୁ ନେଇ ମାର୍ଗଦର୍ଶିକା ଜାରି କରିଛି।…
ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା। ରାମନଗର ସହରରୁ ଜମ୍ମୁର ଉଧମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ପାହାଡ଼ ତଳକୁ ଖସିପଡିବାରୁ ୨୧ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ୬୧ ଜଣ ଆହତ ହୋଇଛନ୍ତି । ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ବସଟି ଓଲଟି ପଡ଼ି ପାହାଡ଼ ତଳକୁ ଖସି…
ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପଓ୍ବନ୍ କଲ୍ୟାଣଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି…
ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପ୍ରଚାର କରୁଥିବା ବେଳେ ଝାରଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହଠାତ୍ ରାସ୍ତା କଡ଼ରେ ଥିବା ଏକ ଝାଲମୁଢ଼ି ଦୋକାନରେ ଅଟକି ଯାଇଥିଲେ। ମୋଦୀଙ୍କ ଗାଡ଼ି ରାସ୍ତାରେ ଅଟକିବା ଦେଖି ଲୋକଙ୍କ ଭିଡ଼ ଜମି ଯାଇଥିଲା।
ଦୋକାନକୁ ଯାଇ ମୋଦୀ ଝାଲମୁଢ଼ି…
ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ଫେଲ୍ ମାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶବାସୀଙ୍କୁ ସମ୍ବୋଧନ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ବିଲ୍ ପାରିତ ହୋଇ ନପାରିବା ପାଇଁ ସେ ବିରୋଧୀଙ୍କୁ ଦାୟୀ କରିଛନ୍ତି। ବିରୋଧୀ ଦଳ ନିଜ ସ୍ୱାର୍ଥ ପାଇଁ…
ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
ମହିଳା ସଂରକ୍ଷଣ ସହିତ ଜଡିତ ତିନୋଟି ବିଲ୍ ଉପରେ ସଂସଦରେ ଗୁରୁବାର ରାତି ୧ଟା ପର୍ଯ୍ୟନ୍ତ ଆଲୋଚନା ହୋଇଥିଲା। ଏହାପରେ କେନ୍ଦ୍ର ସରକାର ମହିଳା ସଂରକ୍ଷଣ କାର୍ଯ୍ୟକାରୀ କରିବା ପାଇଁ ଏକ ବିଜ୍ଞପ୍ତି ଜାରି କରିଥିଲେ। ଫଳସ୍ୱରୂପ ସଂସଦ ଏବଂ ରାଜ୍ୟ ବିଧାନସଭାରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣର…
ବିରୋଧୀ ନେତାଙ୍କୁ ମହିଳା ସଂରକ୍ଷଣ ବିଧେୟକ ପାରିତ ନ କରାଇବାର ଭୁଲ୍ ନ କରିବାକୁ ଆହ୍ଵାନ ଦେଲେ ମୋଦୀ
ମହିଳା ସଂରକ୍ଷଣ ବିଧେୟକ ଉପରେ ଗୁରୁବାର ସଂସଦରେ ଜୋରଦାର ବିତର୍କ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହିଳା ସଂରକ୍ଷଣ ବିଧେୟକ ଉପରେ ସମସ୍ତ ବିରୋଧୀ ଦଳକୁ ଏକାଠି ଆସିବାକୁ ଅପିଲ୍ କରିଛନ୍ତି। ଏହି ବିଧେୟକକୁ ରାଜନୀତିର ନିକିତିରେ ନ ତଉଲାଇବାକୁ ପିଏମ ମୋଦୀ ବିରୋଧୀ ଦଳକୁ…
ବିହାରରେ ଆରମ୍ଭ ହେଲା ସମ୍ରାଟ ଯୁଗ , ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୂତନ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ
ବିହାରରେ ଆରମ୍ଭ ହେଲା ସମ୍ରାଟ ଯୁଗ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୂତନ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ । ୭୫ ବର୍ଷ ପରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ ରାଜ୍ୟପାଳ ସୟଦ ଅତା ହସ୍ନୈନ । ସେହିଭଳି ଜେଡିୟୁ କୋଟାରୁ ବିଜୟ କୁମାର ଚୌଧୁରୀ ଓ…