Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ କାହିଁକି?
୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ କାହିଁକି? ଏନେଇ ପ୍ରଶ୍ନ କରିଛି କଂଗ୍ରେସ । କିଛି ଦିନ ହେଲା ଏନେଇ କଂଗ୍ରେସର ନେତା ପ୍ରଶ୍ନ କରୁଥିବା ବେଳେ ସଂସଦର ସ୍ବତନ୍ତ୍ର ଅଧିବେଶନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ । ସ୍ବତନ୍ତ୍ର ଅଧିବେଶନ…
ଜି-୨୦ ସମ୍ମିଳନୀ: ୨୮ ଫୁଟ୍ ନଟରାଜ ମୂର୍ତ୍ତି
ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଜି-୨୦ ସମ୍ମିଳନୀ ପାଇଁ ଏକ ୨୮ ଫୁଟ୍ ଉଚ୍ଚ ନଟରାଜ ମୂର୍ତ୍ତି ସ୍ଥାପନ କରାଯାଇଛି। ନୃତ୍ୟର ଦେବତା ଭଗବାନ ଶିବ ଏବଂ ତାଙ୍କ ସୃଷ୍ଟି ଓ ଧ୍ବଂସଲୀଳାର ମହାଜାଗତିକ ଶକ୍ତିକୁ ଦର୍ଶାଉଥିବା ନଟରାଜ ମୂର୍ତ୍ତିକୁ ଦିଲ୍ଲୀର ଜି-୨୦ ସମାବେଶ ସ୍ଥଳ ‘ଭାରତ…
୬ ରାଜ୍ୟର ୭ ବିଧାନସଭା ଆସନରେ ଚାଲିଛି ଉପନିର୍ବାଚନ
ନୂଆଦିଲ୍ଲୀ: ୬ ରାଜ୍ୟର ୭ ବିଧାନସଭା ଆସନରେ ଉପନିର୍ବାଚନ । ଆସନ୍ତା ୮ ତାରିଖରେ ଭୋଟ ଗଣତି ହେବ । ଝାଡଖଣ୍ଡର ଡୁମରି ଓ ବକ୍ସରନଗର, ତ୍ରିପୁରାର ଧାନପୁର, ପଶ୍ଚିମବଙ୍ଗର ଧୁପଗୁରୀ, ଉତ୍ତରପ୍ରଦେଶର ଘୋଶି, ଉତ୍ତରାଖଣ୍ଡର ବାଗେଶ୍ବର ଓ କେରଳର ପୁଥୁପଲ୍ଲୀ ଆସନ ପାଇଁ ଚାଲିଛି ଭୋଟିଂ । 5ଆସନରେ…
ପ୍ରେସିଡେଣ୍ଟ ଅଫ୍ ଇଣ୍ଡିଆ’ର ସ୍ଥାନରେ ‘ପ୍ରେସିଡେଣ୍ଟ ଅଫ୍ ଭାରତ
ନୂଆଦିଲ୍ଲୀ : ପ୍ରେସିଡେଣ୍ଟ ଅଫ୍ ଇଣ୍ଡିଆ’ର ସ୍ଥାନରେ ‘ପ୍ରେସିଡେଣ୍ଟ ଅଫ୍ ଭାରତକୁ ନେଇ ଆରମ୍ଭ ହୋଇଛି ବିବାଦ ଜି -୨୦ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଭୋଜିରେ ଅତିଥିମାନଙ୍କୁ ପଠାଯାଇଥିବା ପତ୍ରରେ ଏପରି ଲେଖାଯାଇଛି । କଂଗ୍ରେସ ରାଷ୍ଟ୍ରପତି ଭବନରେ ସେପ୍ଟେମ୍ବର ୯ରେ…
ନୂଆଦିଲ୍ଲୀରେ ବସିବ ଇଣ୍ଡିଆ ମେଣ୍ଟର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ: ଖଡ଼ଗେ
ନୂଆଦିଲ୍ଲୀ: ମୋଦିଙ୍କ ବିରୋଧରେ ପୁଣି ଏକାଠି ବସି ରଣନୀତି କରିବେ ବିରୋଧୀ ମେଂଟ । ଆଜି ନୂଆଦିଲ୍ଲୀରେ ବସିବ ଇଣ୍ଡିଆ ମେଣ୍ଟର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ । ନିର୍ବାଚନ ପୂର୍ବରୁ ଘନ ଘନ ଆକ୍ରମଣ କରିବା ପାଇଁ ଏହି ବୈଠକ ଡାକିଛନ୍ତି ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ । ଖଡ଼ଗେଙ୍କ…
ବିରୋଧୀ ଏକାଠି ହେଲେ ବିଜେପି ପାଇଁ ଜିତିବା ଅସମ୍ଭବ ହେବ
କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି ଯେ ବିରୋଧୀ ଏକଜୁଟ ହେଲେ ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ପାଇଁ ଜିତିବା ଅସମ୍ଭବ ହୋଇପଡ଼ିବ। ଆଗାମୀ ସାଧାରଣ ନିର୍ବାଚନରେ ଆଇଏନଡିଆଇଏ ବ୍ଲକ୍ ବିଜେପିକୁ ପରାସ୍ତ କରିବ ବୋଲି ସେ ନିଶ୍ଚିତ । ଶ୍ରୀ ଗାନ୍ଧି ମେଣ୍ଟର ନେତାମାନଙ୍କୁ ଧନ୍ୟବାଦ…
ସୂର୍ଯ୍ୟ ଅଭିଯାନରେ ‘ଆଦିତ୍ୟ ଏଲ୍ ୧’
ବେଙ୍ଗାଲୁରୁ: ସୂର୍ଯ୍ୟ ଅଭିଯାନରେ ‘ଆଦିତ୍ୟ ଏଲ୍ ୧’ । ଆଗେଇ ଚାଲିଚି ‘ଆଦିତ୍ୟ ଏଲ୍ ୧’ । ପୂର୍ବାହ୍ନ ୧୧.୫୦ରେ ଆନ୍ଧ୍ରପ୍ରଦେଶ ଅନ୍ତର୍ଗତ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ୍ ଲଞ୍ଚ୍ ପ୍ୟାଡ୍ରୁ ‘ପିଏସ୍ଏଲ୍ଭି–ସି୫୭’ ରକେଟ୍ ଯୋଗେ ଭାରତର ପ୍ରଥମ ସୌର ଅଭିଯାନ ‘ଆଦିତ୍ୟ ଏଲ୍୧’…
ଚଳିତ ମାସରୁ ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍
ଓଡ଼ିଶାରେ ଗଡ଼ିବାକୁ ଯାଉଛି ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ଆସନ୍ତା ୩୦ ତାରିଖ ସୁଦ୍ଧା ପୁରୀ- ରାଉରକେଲା ମଧ୍ୟରେ ଏହି ଅତ୍ୟାଧୁନିକ ଦ୍ରୁତଗାମୀ ଟ୍ରେନ୍ ଚାଲିବ। ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରେ ପୁରୀ- ରାଉରକେଲା ମଧ୍ୟରେ ପରୀକ୍ଷାମୂଳକ ରନିଂ କରାଯିବ ବୋଲି ଜଣାପଡ଼ିଛି। ଆଜି…
ଇଣ୍ଡିଆ ମହାମେଣ୍ଟର ଦ୍ବିତୀୟ ଦିନ ବୈଠକରେ ବଡ ନିଷ୍ପତ୍ତି
ନୂଆ ଦିଲ୍ଲୀ: ଇଣ୍ଡିଆ ମହାମେଣ୍ଟର ଦ୍ବିତୀୟ ଦିନ ବୈଠକରେ ବଡ ନିଷ୍ପତ୍ତି । ତିନୋଟି ରିଜୋଲୁସନ ପାସ ହୋଇଛି । ୧୩ ସଦସ୍ୟ ବିଶିଷ୍ଟ ସମନ୍ବୟ କମିଟି ଗଠିତ ହୋଇଛି । ଇଣ୍ଡିଆ ମହାମେଣ୍ଟର ସମନ୍ବୟ ସମିତି ସେପ୍ଟେମ୍ବର ୩୦ ସୁଦ୍ଧା ସିଟ୍ ବଣ୍ଟନ ନେଇ ନିର୍ଣ୍ଣୟ ନେବେ । ଏହି ପ୍ୟାନେଲରେ…
ନୌସେନାରେ ସାମିଲ ହେଲା ଯୁଦ୍ଧଜାହଜ ମହେନ୍ଦ୍ରଗିରି
ଆଜି ନୌସେନାରେ ସାମିଲ ହୋଇଛି ଯୁଦ୍ଧଜାହଜ ମହେନ୍ଦ୍ରଗିରି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଇଥିବା ସର୍ବଶେଷ ଯୁଦ୍ଧ ଜାହଜ ମହେନ୍ଦ୍ରଗିରି ଭାରତୀୟ ନୌସେନାରେ ସାମିଲ ହେବା ପରେ ଭାରତର ଶକ୍ତି ବୃଦ୍ଧି ପାଇଛି । ଉପରାଷ୍ଟ୍ରପତି ଜଗଦ୍ଦୀପ ଧନକଡ଼ଙ୍କ ସହ ପତ୍ନୀ ସୁଦେଶ ଧନଖଡ଼ ଏହାକୁ…