Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
National
ବିଦେଶ ମନ୍ତ୍ରୀ ଆଜି ମନୋନୟନପତ୍ର ଦାଖଲ କରିବେ ଜୟଶଙ୍କର
ଗାନ୍ଧୀନଗର: ବିଦେଶ ମନ୍ତ୍ରୀ ଏସ୍ ଜୟଶଙ୍କର ଗୁଜରାଟରୁ ରାଜ୍ୟସଭା ପାଇଁ ଆଜି ମନୋନୟନପତ୍ର ଦାଖଲ କରିବେ। ଗୁଜରାଟରେ ପହଁଚିଛନ୍ତି ଜୟଶଙ୍କର । ଗୁଜରାଟରେ ମୋଟ ୩ଟି ରାଜ୍ୟସଭା ଆସନ ଖାଲି ହେବାକୁ ଥିବା ବେଳେ ଅନ୍ୟ ଦୁଇ ପ୍ରାର୍ଥୀଙ୍କ ସଂପର୍କରେ ବିଜେପି ସଂସଦୀୟ ବୋର୍ଡ ଶୀଘ୍ର ନିଷ୍ପତ୍ତି…
ପଞ୍ଚାୟତ ନିର୍ବାଚନ ବେଳେ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା, ୧୮ ମୃତ
କୋଲକାତା : ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ମଧ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଶେଷ ହୋଇଛି। ହିଂସା ଯୋଗୁଁ ରାଜ୍ୟରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ମୁର୍ଶିଦାବାଦ, କୁଚବିହାର, ମାଲଦା, ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଦିନାଜପୁର ଏବଂ ନଦିଆରେ ବ୍ୟାପକ ହିଂସା ହୋଇଛି। ହିଂସା…
ଗୋଟିଏ ଜିଲ୍ଲା ଗୋଟିଏ ଉତ୍ପାଦ ପୁରସ୍କାର ଘୋଷଣା
ନୂଆଦିଲ୍ଲୀ: ସନ୍ତୁଳିତ ଆଞ୍ଚଳିକ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲକ୍ଷ୍ୟକୁ ଆଗକୁ ବଢ଼ାଇବା ପାଇଁ ଡିପାର୍ଟମେଣ୍ଟ ଫର୍ ପ୍ରମୋସନ୍ ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ ଇଣ୍ଟରନାଲ୍ ଟ୍ରେଡ୍ (ଡିପିଆଇଆଇଟି) ଜୁନ୍ 15 ରେ ଏକ ଜିଲ୍ଲା ଏକ ଉତ୍ପାଦ (ଓଡିଓପି) ରାଷ୍ଟ୍ରୀୟ ପୁରସ୍କାର…
ଏସି ଟ୍ରେନ୍ ଭଡ଼ାରେ ରିହାତି ଯୋଜନା ଘୋଷଣା କଲା ରେଳ ମନ୍ତ୍ରଣାଳୟ
ଟ୍ରେନରେ ବସିବା ପାଇଁ ରହିଥିବା ସୁବିଧାର ସର୍ବୋତ୍ତମ ଉପଯୋଗକୁ ଦୃଷ୍ଟିରେ ରଖି, ସବୁ ଏସି ସିଟ୍ ଥିବା ଟ୍ରେନରେ ରିହାତି ଭଡ଼ା ଯୋଜନା କାର୍ଯ୍ୟକାରୀ କରିବା ଲାଗି ଜୋନ୍ ସ୍ତରୀୟ ରେଳବାଇକୁ କ୍ଷମତା ଦେବା ନିମନ୍ତେ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି । ଭିଷ୍ଟାଡୋମ୍ କୋଚ୍ ସମେତ ଏସି…
ପଶ୍ଚିମବଙ୍ଗ ଭୋଟ: ୫ କୋଟି ୬୭ ଲକ୍ଷରୁ ଅଧିକ ଭୋଟର ଦେବେ ଭୋଟ
କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ତେବେ ଏଥର ନିର୍ବାଚନରେ ହିଂସାକୁନେଇ ରାଜନୀତି ଚାଲିଛି । ନିର୍ବାଚନ ଦିନ 7ଜଣଙ୍କ ଜୀବନ ଯାଇଛି । କେନ୍ଦ୍ରୀୟ ସୁରକ୍ଷାବଳ ନିୟୋଜିତ ହୋଇଥିଲେ ମଧ୍ୟ ହିଂସା କମିନାହିଁ । ସେପଟେ ଆଜି ଭୋଟ ଦେଉଛନ୍ତି ୫ କୋଟି ୬୭ ଲକ୍ଷରୁ…
ମନୀଷ ସିସୋଦିଆଙ୍କ ବ୍ୟାଙ୍କ ଆକାଉଣ୍ଟ ସିଜ
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କାର ସମ୍ପତ୍ତି ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଦିଆକୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜାମିନ ଦେବାକୁ ମନା କରିଦେଇଥିଲେ…
ଗୀତା ପ୍ରେସ୍ କେବଳ ପ୍ରିଣ୍ଟିଂ ପ୍ରେସ୍ ନୁହେଁ ବରଂ ଜୀବନ୍ତ ବିଶ୍ୱାସ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଗୋରଖପୁରରେ ଐତିହାସିକ ଗୀତା ପ୍ରେସର ଶତବାର୍ଷିକୀ ପାଳନର ଉଦ୍ଯାପନୀ ସମାରୋହକୁ ସମ୍ବୋଧିତ କରି ଚିତ୍ରମାୟା ଶିବ ପୁରାଣ ଗ୍ରନ୍ଥକୁ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗୀତା ପ୍ରେସରେ ଲୀଳା ଚିତ୍ର ମନ୍ଦିର ପରିଦର୍ଶନ କରି ଭଗବାନ…
ଏମ୍ସିଏଲ୍ ୨୦୨୨-୨୩ ରେ ୧୯୩ ମିଲିୟନ୍ ଟନ୍ କୋଇଲା ଉତ୍ପାଦନ କରିଛି
ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (ଏମ୍ସିଏଲ୍) ୨୦୨୬ ସୁଦ୍ଧା ଏହାର ୧୭,୦୦୦ କର୍ମଜୀବୀଙ୍କୁ ସୁରକ୍ଷା ଏବଂ ପରିଚାଳନା ତାଲିମ ପ୍ରଦାନ କରିବା ପାଇଁ ଭର୍ଚୁଆଲ୍ ରିଅଲିଟି ଅର୍ଥାତ୍ (ଭିଆର୍) ଆଧାରିତ ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମ ପ୍ରବର୍ତ୍ତନ କରିଛି । କମ୍ପାନୀ କୋଇଲା ଖଣି ମାଲିକଙ୍କ…
ଗୋରଖପୁର ରେଳ ଷ୍ଟେସନରୁ ପ୍ରଧାନମନ୍ତ୍ରୀ ଦୁଇଟି ବନ୍ଦେ ଭାରତ ଟ୍ରେନକୁ ଶୁଭାରମ୍ଭ କଲେ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଗୋରଖପୁର ରେଳ ଷ୍ଟେସନରୁ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଦୁଇଟି ବନ୍ଦେ ଭାରତ ଟ୍ରେନ୍ ହେଉଛି ଗୋରଖପୁର - ଲକ୍ଷ୍ନୌ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଯୋଧପୁର - ଅହମ୍ମଦାବାଦ (ସାବରମତୀ)…
ଫଲକନୁମା ଏକ୍ସପ୍ରେସରେ ନିଆଁ
ଫଲକନୁମା ଏକ୍ସପ୍ରେସରେ ନିଆଁ । ତେଲେଙ୍ଗନା ବୋମିପାଲି -ପାଗିଡିପାଲି ମଧ୍ୟରେ ଫାଲକାନାମା ଯାଉଥିବା ବେଳେ ୩ଟି ବଗିରେ ନିଆଁ ଲାଗିଥିଲା । ହାଓଡ଼ାରୁ ସିକିନ୍ଦରାବାଦ ଯାଉଥିଲା ଟ୍ରେନ । ଅଗ୍ନିକାଣ୍ଡରେ କୌଣସି ଯାତ୍ରୀ ଆହତ କି ମୃତ ହୋଇନାହାନ୍ତି । ନିଆଁ ଲାଗିଥିବା ବଗିଗୁଡ଼ିକୁ…