Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ବିଶ୍ୱ ବରିଷ୍ଠ ନାଗରିକ ଦିବସ
ଅଗଷ୍ଟ ୨୧ରେ ପାଳନ କରାଯାଉଛି “ବିଶ୍ୱ ବରିଷ୍ଠ ନାଗରିକ ଦିବସ” । ଅନେକ ପରିବାରରେ ଏହି ଦିନ ପାଳନ କରାଯାଉଛି ଯୁକ୍ତରାଷ୍ଟ୍ର ଆମେରିକାରେ। ଆମ ଦେଶରେ କମ ପାଳନ ହେଉଛି । ଆମେରିକାରେ ୧୯୯୧ରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିଲା ଏହି ଦିବସ । ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କ ଅଧ୍ୟକ୍ଷତାରେ…
ଲଦାଖରେ ଖାଇକୁ ଖସିପଡ଼ିଲା ସେନା ଗାଡ଼ି : ୯ ଯବାନ ସହିଦ
ଲଦାଖ: ଗଭୀର ଖାଇକୁ ସେନାର ଏକ ଗାଡ଼ି ଖସିପଡ଼ିବା ଫଳରେ ଜଣେ ଜେସିଓ ଏବଂ ୮ ଜଣ ଯବାନ ସହିଦ ହୋଇଯାଇଛନ୍ତି। ଲେହଠାରୁ ୧୫୦ କିମି ଦୂର କ୍ୟାରୀ ସହର ଦେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି ବୋଲି ଲେହ ପ୍ରତିରକ୍ଷା ପିଆର୍ଓ ଲେପ୍ଟନାଣ୍ଟ କର୍ନେଲ…
ଘୋଷଣା ହେଲା କଂଗ୍ରେସ କାର୍ଯ୍ୟକାରୀ କମିଟିରେ ୩୯ ଜଣଙ୍କୁ ସାମିଲ
ନୂଆଦିଲ୍ଲୀ: କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି)ର ତାଲିକା ପ୍ରକାଶ ପାଇଛି ଯେଉଁଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି। ସିଡବ୍ଲ୍ୟୁସିରେ ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ, ମନମୋହନ ସିଂ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଏ.କେ ଆଣ୍ଟୋନି, ଅମ୍ବିକା ସୋନି,…
ଲଦାଖ ଗସ୍ତ କଲେ ରାହୁଲ, ଧନ୍ୟବାଦ ଜଣାଇଲେ କେନ୍ଦ୍ର ମନ୍ତ୍ରୀ ରିଜଜୁ
ଶ୍ରୀନଗର: କଂଗ୍ରେସ ନେତା ରାହୁଲ ଗାନ୍ଧି ଏବେ ଲଦାଖ ଏବଂ ଲେହ ଗସ୍ତରେ ଯାଇଥିବା ବେଳେ ଲଦାଖର ଚେହେରା କେତେ ବଦଳିଛି ତାହା କହିଛନ୍ତି କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ । ଜମ୍ମୁକଶ୍ମୀର ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହେବାପରେ ଏହା ରାହୁଲଙ୍କ ପ୍ରଥମ ଲଦାଖ ଗସ୍ତ। ତେବେ କଂଗ୍ରେସ ନେତା…
ଭାରତରେ ୮୫୦ ନିୟୁତ ଇଣ୍ଟରନେଟ ବ୍ୟବହାରକାରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକରେ ଭାରତର ୮୫୦ ନିୟୁତ ଇଣ୍ଟରନେଟ ବ୍ୟବହାରକାରୀ ବିଶ୍ୱର ସବୁଠାରୁ ଶସ୍ତା ଦରରେ ଡାଟା ବ୍ୟବହାର କରୁଛନ୍ତି ବୋଲି କହିଥିଲେ । ଦେଶ ପ୍ରଯୁକ୍ତି ବିଦ୍ୟାରେର ଯଥା ସମ୍ଭବ ବ୍ୟବହାର କରି ପ୍ରଶାସନିକ ସ୍ତର…
ଚନ୍ଦ୍ରଠାରୁ ମାତ୍ର ୨୫ କିଲୋମିଟର୍ ଦୂରରେ ‘ଲ୍ୟାଣ୍ଡର୍ ବିକ୍ରମ’
ଚନ୍ଦ୍ରର ନିକଟତର ହେଉଛି ‘ଲ୍ୟାଣ୍ଡର୍ ବିକ୍ରମ୍’ । ଚନ୍ଦ୍ରଠାରୁ ୨୫x୧୩୪ କିଲୋମିଟର୍ ଦୂର କକ୍ଷ ପଥରେ ରହି ଚନ୍ଦ୍ର ପରିକ୍ରମଣ କରୁଛି ଲ୍ୟାଣ୍ଡର । ଦ୍ବିତୀୟ ତଥା ଚୂଡ଼ାନ୍ତ ବେଗ ହ୍ରାସ ପ୍ରକ୍ରିୟା ସଫଳତାର ସହିତ ‘ଲ୍ୟାଣ୍ଡର୍ ମଡ୍ୟୁଲ୍’ କକ୍ଷପଥ ପରିସୀମା ୨୫x୧୩୪ କିଲୋମିଟର୍କୁ…
ଛତିଶଗଡ଼ରେ ୩୦୦ ୟୁନିଟ୍ ବିଜୁଳି ମାଗଣା ଦେବୁ
ଛତିଶଗଡ଼ରେ ମାସକୁ ୩୦୦ ୟୁନିଟ ବିଜୁଳି ମାଗଣା ଦିଆଯିବ ବୋଲି କହିଛନ୍ତି ଆପ୍ ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ । ଗ୍ରାମାଞ୍ଚଳରେ ୨୪ ଘଣ୍ଟା ବିଜୁଳି ରହିବ ଓ ପୁରୁଣା ବକେୟା ବିଲ୍ ଛାଡ଼ କରାଯିବ ବୋଲି କହିଛନ୍ତି । ନିର୍ବାଚନ ପୂର୍ବରୁ ଏପରି ଲୋଭନୀୟ ଅଫର ଦେଇଛନ୍ତି କେଜରିଓ୍ବାଲ । ଛତିଶଗଡ଼…
ଦୈନିକ ଜାଗରଣ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା ଘଟଣାରେ ବନ୍ଧା ହେଲେ ୪ ଅଭିଯୁକ୍ତ
ବିହାରର ଅରରିୟାରେ ଗତକାଲି ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଘଟଣାରେ ପୁଲିସ୍ ୪ ଜଣଙ୍କୁ ଗିରଫ କରିଛି । ପୂର୍ବରୁ ତାଙ୍କ ଭାଇକୁ ମଧ୍ୟ ଗୁଳି କରି ଅପରାଧିମାନେ ହତ୍ୟା କରିଥିଲେ । ସେ ଏଥିରେ ସାକ୍ଷୀ ଥିଲେ । ତେଣୁ ଅପରାଧୀମାନେ ତାଙ୍କୁ ହତ୍ୟା…
ଜି-୨୦ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି।
https://www.youtube.com/watch?v=CpW5VDtwzGE
ପ୍ରଧାନମନ୍ତ୍ରୀ କହିଛନ୍ତି ଗାନ୍ଧୀଜୀ ସ୍ୱାସ୍ଥ୍ୟକୁ ଏପରି ଏକ…
ବିହାରରେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା
ପାଟନା: ପୁଣି ବିହାରରେ ଜଂଗଲରାଜ ଆରମ୍ଭ ହୋଇଛି । ଅପରାଧିମାନେ ପୁଣି ସାମ୍ବାଦିକଙ୍କୁ ଆକ୍ରମଣ କରି ହତ୍ୟା କରିଛନ୍ତି । ବିହାର ଅରରିଆରେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା । ଏକ ଖବରକାଗଜ ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଛନ୍ତି । ବିମଳ ନିଜ ଘରେ…