Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ବିରୋଧୀ ମେଣ୍ଟକୁ କଲେ ଟାର୍ଗେଟ୍
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ବେଙ୍ଗାଲୁରୁରେ ବିରୋଧୀ ଦଳମାନଙ୍କ ବୈଠକ ପରେ ସଂଧ୍ୟାରେ ଦିଲ୍ଲୀରେ ଏନଡିଏର ବୈଠକ ହୋଇଥିଲା । ଏନଡିଏ ବୈଠକରେ ୩୮ଟି ଦଳ ଯୋଗ ଦେଇଥିଲେ । ମୋଦୀ ପହଞ୍ଚିବା ପରେ ଏନଡିଏର ବୈଠକ ଆରମ୍ଭ ହୋଇଥିଲା । ବୈଠକରେ ବିରୋଧୀ ମେଣ୍ଟକୁ ନେଇ କଟାକ୍ଷ କରିଥିଲେ…
ସାହାରା ଜମାକାରୀଙ୍କୁ ମିଳିବ ଜମା ଟଙ୍କା
ନୂଆଦିଲ୍ଲୀ : ସାହାରା ଇଣ୍ଡିଆରେ ଟଙ୍କା ଜମା କରି ସମସ୍ୟାରେ ପଡ଼ିଥିବା ନିବେଶକ ଫେରିପାଇବେ ଟଙ୍କା । ଜମାକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ କେନ୍ଦ୍ର ସରକାର ଏକ ରିଫଣ୍ଡ ପୋର୍ଟାଲ ଆରମ୍ଭ କରିଛନ୍ତି । ଏହାର ନାଁ ରହିଛି ସିଆରସିଏସ୍-ସାହାରା ରିଫଣ୍ଡ ପୋର୍ଟାଲ । ଏହାର ଶୁଭାରମ୍ଭ କେନ୍ଦ୍ର ଗୃହ ଓ…
ବିରୋଧୀ ମେଣ୍ଟ ଦଳ ନାମ ବଦଳି ହେଲା ‘ଇଣ୍ଡିଆ’
ଆଜି ବେଙ୍ଗାଲୁରୁରେ ଅନୁଷ୍ଠିତ ହୋଇଥିବା ମେଗା ବିରୋଧୀ ବୈଠକରେ ଦଳର ନୂତନ ନାମ ସ୍ଥିର ହୋଇଛି। ୨୦ରୁ ଅଧିକ ଦଳ ଯୋଗ ଦେଇଥିବା ଏହି ବୈଠକରେ ୟୁପିଏର ନୂଆ ନାମ ‘ଇଣ୍ଡିଆ’ ହୋଇଛି। ନୂଆ ନାମକରଣ ସଂପର୍କରେ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ କହିଥିଲେ ଯେ ‘ଦଳ କେବଳ ଏହି ଗୋଟାଏ…
ବନ୍ୟା ପରିସ୍ଥିତି ପ୍ରଭାବରେ ଉତ୍ତର ଭାରତରେ ବ୍ୟାପକ କ୍ଷୟକ୍ଷତି
ନୂଆଦିଲ୍ଲୀ: ଲଗାଣ ବର୍ଷା ଫଳରେ ହିମାଳଚପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଦେଶର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତି ପରିମାଣ ୧୦-୧୫ ହଜାର କୋଟି ଟଙ୍କା ହେବ ବୋଲି ଏସ୍ବିଆଇ ପକ୍ଷରୁ ପ୍ରସ୍ତୁତ ଇକୋରାପ୍ ରିପୋର୍ଟରେ…
ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ
ନୂଆଦିଲ୍ଲୀ: ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍ ଓ’ବ୍ରାଏନ୍ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଜୟଶଙ୍କର ଦ୍ୱିତୀୟ ଥର ପାଇଁ ରାଜ୍ୟ ସଭାକୁ ନିର୍ବାଚିତ ହେବେ। ତାଙ୍କ ବ୍ୟତୀତ ଗୁଜରାଟରୁ ଭାଜପାର…
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ
ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଓମେନ ଚାଣ୍ଡିଙ୍କ ପରଲୋକ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।ଦୁଇଥର କେରଳର…
ତାମିଲନାଡୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରେ ଇଡି ରେଡ୍
ଚେନ୍ନାଇ: ତାମିଲନାଡୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରେ ଇଡି ରେଡ୍ । ମନି ଲଣ୍ଡରିଂ ମାମଲାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କେ ପୋନମୁଡିଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୋନମୁଡିଙ୍କ ପୁଅ ସାଂସଦ ଗୌତମ ସିଗାମନିଙ୍କ ଘରେ ବି ଚଢ଼ାଉ ଜାରି ଚାଲିଛି ।ଚେନ୍ନାଇ ଓ ଭିଲ୍ଲୁପୁରମର…
ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍ରେ ଅଗ୍ନିକାଣ୍ଡ
ଭୋପାଳ: ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍ରେ ସକାଳେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍ଟି ରାନୀ କମଲାପତି ଷ୍ଟେସନ୍ରୁ ଦିଲ୍ଳୀର ନିଜାମୁଦ୍ଦିନ ଆଡ଼େ ଯାଉଥିବା ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ତେବେ ଘଟଣା ଜଣାପଡିବା ପରେ ସମସ୍ତ ଯାତ୍ରୀଙ୍କୁ ଟ୍ରେନରୁ ବାହାର…
ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର ବିଜେପିକୁ ଫେରିଲେ
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ ବିଜେପି ନେତୃତ୍ୱାଧୀନ ଏନ୍ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ…
ଏବେ ବି କମିନି ଦିଲ୍ଲୀରେ ବନ୍ୟା ସ୍ଥିତି
ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେ ବି ସଙ୍ଗୀନ । ଯମୁନା ନଦୀର ଜଳସ୍ତର କମିଚାଲିଛି, ହେଲେ ଏବେ ବି କମିନି ଦୁର୍ଦ୍ଦଶା । ଦେଶର ରାଜଧାନୀ ଦିଲ୍ଲୀର ତଳି ଅଞ୍ଚଳ ଏବେ ବି ଜଳବନ୍ଦୀ । ଏନଡିଆରଏଫ ସହ ପୋଲିସ ପ୍ରଶାସନ ଦିଲ୍ଲୀ ସ୍ଥିତି ସ୍ବାଭାବିକ କରିବାକୁ ଆପ୍ରାଣ ଉଦ୍ୟମ ଜାରି…