Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
National
ଜାତୀୟ ବଫର୍ରୁ ହରଡ଼ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର
ଉପଭୋକ୍ତାଙ୍କ ସୁବିଧା ପାଇଁ ଜାତୀୟ ବଫର୍ ଷ୍ଟକ୍ରୁ ହରଡ଼ ଡାଲି ଯୋଗାଇ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଆମଦାନୀ କରାଯାଇଥିବା ହରଡ଼ ଡାଲି ଭାରତୀୟ ବଜାରରେ ନିର୍ଦ୍ଧାରିତ ଓ ଲକ୍ଷ୍ୟ ଆଧାରିତ ଢଙ୍ଗରେ ନପହଞ୍ଚିବା ପର୍ଯ୍ୟନ୍ତ ସରକାର ଡାଲି ଯୋଗାଇଦେବେ। ଅନଲାଇନ ନିଲାମୀ ଜରିଆରେ…
ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତ କରିବେ । ପୂର୍ବାହ୍ନ ସାଢେ ୧୦ଟାରେ ବେଳେ ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ । ଏହି ପାଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ…
ବିଆର୍ଏସ୍ ନେତା ଏବଂ କାର୍ଯ୍ୟକର୍ତ୍ତା କଂଗ୍ରେସରେ ଯୋଗ ଦେଲେ
ନୂଆଦିଲ୍ଲୀ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ବାଧୀନ ଦଳ ବିଆର୍ଏସ୍ ର ୧୨ରୁ ଅଧିକ ପୂର୍ବତନ ମନ୍ତ୍ରୀ, ବିଧାୟକ ଏବଂ କାର୍ଯ୍ୟକର୍ତ୍ତା ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପୂର୍ବତନ ସଭାପତି ରାହୁଲ ଗାନ୍ଧିଙ୍କ…
ଆପ୍ ଓ କଂଗ୍ରେସ ମଧ୍ୟରେ ଦିନକୁ ଦିନ ତୀବ୍ର ହେଉଛି ବିବାଦ
୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି।ଦୁଇ ଦଳ ପରସ୍ପରକୁ ଆକ୍ଷେପ କରୁଥିବା ବେଳେ ଏବେ କଂଗ୍ରେସର…
ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତା ଘୋଷଣା
ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ…
ଆସାମରେ ବନ୍ୟା ସ୍ଥିତି ଗମ୍ଭୀର : ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ
ଗୌହ୍ୱାଟୀ: ଆସାମରେ ବନ୍ୟା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ୯ ଜିଲ୍ଲାରେ ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ବନ୍ୟାକୁ ନେଇ ସରକାର ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ତୀବ୍ର କରି କରିଦେଇଛନ୍ତି । ନ୍ୟାସନାଲ ଡିଜାଷ୍ଟର ରିଲିଫ ଫୋର୍ସ ମୁତୟନ କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହ…
ଡ୍ରଗ୍ସ ଚାଲାଣ କରୁଥିବା ୧୩ ପାକିସ୍ତାନ ନାଗରିକଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ
ଡ୍ରଗ୍ସ ଚାଲାଣ କରୁଥିବା ୧୩ ପାକିସ୍ତାନ ନାଗରିକଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି NIA( ଜାତୀୟ ସୁରକ୍ଷା ଏଜେନ୍ସି ) । ସେମାନଙ୍କ ମଧ୍ୟରୁ ୧୦ ଜଣ ଏବେ ଭାରତ ଜେଲ୍ରେ ବନ୍ଦୀ ଥିବା ବେଳେ ୩ ଜଣ ଫେରାର ଅଛନ୍ତି।ଗତବର୍ଷ ଡିସେମ୍ବର ମାସରେ ପାକିସ୍ତାନର ଏକ ମାଛଧରା ବୋଟରେ ୧୩ ଜଣ…
ପାଟନାରେ ବିରୋଧୀ ଦଳର ମହାବୈଠକ: ବିଜେପିକୁ ହରାଇବାକୁ ରଣନୀତି
ପାଟନା: ପାଟନାରେ ବିରୋଧୀ ଦଳର ମହାବୈଠକ । ବୈଠକରେ ବିଜେପି ଉପରେ ବର୍ଷିଛନ୍ତି ବିରୋଧୀ ନେତା । ବିଜେପିକୁ ଆଗାମୀ ନିର୍ବାଚନରେ ହରାଇବା ପାଇଁ ସମସ୍ତ କଳ ବଳ କୈାଶଳକୁ ଜୋର ଦେବାକୁ ନେତାମାନେ ନିଷ୍ପତ୍ତି ନେଇଛନ୍ତି । କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଦେଶକୁ ବଞ୍ଚାଇବା…
ଆସାମରେ ବନ୍ୟା ଯୋଗୁ ଅଧିକାଂଶ ଜିଲ୍ଲା ଜଳମଗ୍ନ
ଦିସପୁର: ଆସାମରେ ବନ୍ୟା ସ୍ଥିତି ସଂଗୀନ । ଚାରିଆଡ଼େ ଜଳପ୍ରଳୟର ଚିତ୍ର । ବନ୍ୟା ଯୋଗୁ ଅଧିକାଂଶ ଜିଲ୍ଲା ଜଳମଗ୍ନ ହୋଇଥିବା ବେଳେ ପ୍ରାୟ ୫ ଲକ୍ଷ ଲୋକ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ବନ୍ୟା ଯୋଗୁ ୨୨ ଜିଲ୍ଲା ଅତ୍ୟଧିକ ପ୍ରଭାବିତ ହୋଇଛି । ସପ୍ତାହେ ଧରି ବନ୍ୟାସ୍ଥିତି ଲାଗି ରହିଥିବା…
ଆଜି ପାଟନାରେ ବିଗୋଟିଏ ମଞ୍ଚରେ ଏକାଠି ହେବେ ବିଜେପି ବିରୋଧୀ ଦଳ
ପାଟନା: ଆଜି ପାଟନାରେ ଗୋଟିଏ ମଞ୍ଚରେ ଏକାଠି ହେବେ ବିଜେପି ବିରୋଧୀ ଦଳ । ବିଜେପି ସରକାର ଅମଳରେ ଦେଶରେ ବେରୋଜଗାରୀ, ଦରବୃଦ୍ଧି, ସାମ୍ପ୍ରଦାୟିକ ବିଦ୍ବେଷ ଭାବ ବଢ଼ିଛି । ବୈଠକରେ ୨୦୨୪ ଲୋକସଭା ନିର୍ବାଚନରେ ବିରୋଧୀଙ୍କ ମୁଦ୍ଦା ଓ ବିଜେପି ବିରୋଧରେ ଏଜେଣ୍ଡା ପ୍ରସ୍ତୁତ କରାଯିବ…