Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
National
ଆଦାନୀ-ହିଣ୍ଡେନ୍ବର୍ଗ ବିବାଦକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ଆଦାନୀ-ହିଣ୍ଡେନ୍ବର୍ଗ ମାମଲାକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । ୨ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ସେବିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସେବିକୁ ଏକ ଷ୍ଟାଟସ ରିପୋର୍ଟ ଦେବାକୁ ମଧ୍ୟ କୁହାଯାଇଛି। ସେବି ପୂର୍ବରୁ ହିଣ୍ଡେନ୍ବର୍ଗ ରିପୋର୍ଟ ଓ…
ତ୍ରିପୁରା, ନାଗାଲାଣ୍ଡରେ ବିଜେପି ସରକାର
ତିନି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ତ୍ରିପୁରାରେ ବିଜେପି ପୁଣି କ୍ଷମତାକୁ ଫେରିବ । ସେହିପରି ନାଗାଲାଣ୍ଡରେ ବି ବିଜେପି ସରକାର ଗଢିବ । ମାତ୍ର ମେଘାଳୟରେ ଏବେ ବି…
ବିଶ୍ୱ ଦହିବରା ଆଳୁଦମ ଦିବସ
ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ…
ପୁଣି ଥରେ ଚର୍ଚ୍ଚାରେ ରାନୁ ମଣ୍ଡଳ
ନୂଆଦିଲ୍ଲୀ : ପୁଣି ଥରେ ଚର୍ଚ୍ଚାରେ ରାନୁ ମଣ୍ଡଳ । ଏବେ ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଖୁବ୍ ଭାଇରାଲ ହେଉଛି । ସେହି ଭିଡିଓରେ ସେ ଦିବ୍ୟଗଂତ ଗାୟିକା ଲତା ମଙ୍ଗେସକରଙ୍କୁ ଅପମାନିତ କରିଛନ୍ତି । ଏହାକୁ ଦେଖି ଏବେ ରାନୁଙ୍କ ଉପରେ ରାଗ ତମତମ ଲତାଙ୍କ ଫ୍ୟାନ୍ । ରାନୁଙ୍କ ଏପରି ଆଚରଣ…
ପୁଲୱାମାରେ ଜଣେ ଆତଙ୍କବାଦୀକୁ ନିପାତ କରିଛନ୍ତି ଯବାନ
ଶ୍ରୀନଗର: ପ୍ରତିଶୋଧ ନେଲେ ଜମ୍ମୁ ସୁରକ୍ଷା କର୍ମୀ । ପୁଲୱାମାରେ ଜଣେ ଆତଙ୍କବାଦୀକୁ ନିପାତ କରିଛନ୍ତି ଯବାନ । ରବିବାର ଆତଙ୍କବାଦୀ ଜଣେ କାଶ୍ମୀର ପଣ୍ଡିତଙ୍କୁ ମାରି ଦେଇଥିଲେ । ଦିନକ ପରେ ସୁରକ୍ଷା କର୍ମୀ ଜଣେ ଆତଙ୍କବାଦୀକୁ ଏନକାଉଣ୍ଟର କରିଛନ୍ତି । ଆଜି ପୁଲୱାମା ଅବନ୍ତିପୁରା ଅଞ୍ଚଳରେ…
ଗିରଫ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ
ଗିରଫ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ । ଏବେ ଦିଲ୍ଳୀରେ କିପରି ହେବ କାମ? ସରକାରୀ କାର୍ଯ୍ୟ ଠାରୁ ଯେଉଁ ବିଭାଗର ଦାୟିତ୍ୱ ସମ୍ଭାଳିଥିଲେ ତାହା ଏବେ କିପରି କାର୍ଯ୍ୟକାରୀ ହେବ ତାହାକୁ ନେଇ ଏବେ ପ୍ରଶ୍ନ ଉଠୁଛି । ଡେପୁଟି ସିଏମ୍ ମନୀଷ ସିସୋଡିଆ ଗିରଫ ହେବା ପରେ ସବୁଠାରୁ ଚର୍ଚ୍ଚା ହେଉଛି…
ଆଜି ମିଳିବ ପିଏମ୍ କିଷାନର ୧୩ତମ କିସ୍ତି
ପିଏମ୍ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୧୩ତମ କିସ୍ତି ସହାୟତା ରାଶି ଆଜି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୮କୋଟିରୁ ଅଧିକ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୧୬,୮୦୦ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ପ୍ରତ୍ୟେକ କୃଷକଙ୍କୁ ୨୦୦୦…
ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ
ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ନିମନ୍ତେ ସକାଳ ୭ଟାରୁ ଭୋଟ ଗ୍ରହଣ ଜାରି ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଉଭୟ ରାଜ୍ୟର ବିଧାନସଭା ଆସନ ୬୦ ଲେଖାଏଁ ହୋଇଥିବାବେଳେ ୫୯ଟି ଲେଖାଏଁ ଆସନ…
ମନୀଷ ସିଷୋଦିଆ ଗିରଫ ହେବା ପରେ ଆପ ପକ୍ଷରୁ ବିଭିନ୍ନ ସ୍ଥାନରେ ଧାରଣା
ମଦ ଘୋଟାଲା ମାମଲାରେ ଦିଲ୍ଲୀ ଡେପୁଟି ସିଏମ୍ ମନୀଷ ସିଷୋଦିଆ ଗିରଫ ହେବା ପରେ ଆପ ପକ୍ଷରୁ ବିଭିନ୍ନ ସ୍ଥାନରେ ଧାରଣା ଦିଆଯାଇଛି । ଦୀର୍ଘ ୮ ଘଣ୍ଟାର ଜେରା ପରେ ଶେଷରେ ଗିରଫ କରିଥିଲା । ମନୀଷଙ୍କୁ ପଚରାଉଚରା କରିବା ପାଇଁ ସିବିଆଇ ପୂର୍ବରୁ ପ୍ରଶ୍ନ ତିଅାର କରିଥିବା ବେଳେ ପ୍ରଶ୍ନର ଉତ୍ତର…
ବିରୋଧୀମାନେ ଏକଜୁଟ ହେଲେ ‘ବିଜେପି’ ହାରିବ : ନୀତୀଶ କୁମାର
ପୁର୍ଣ୍ଣିଆ: ବିରୋଧୀମାନଙ୍କୁ ଏକଜୁଟ କରି ‘ବିଜେପି’କୁ ଆସନଚ୍ୟୁତ କରିବା ପାଇଁ ଆହ୍ବାନ ଦେଇଛନ୍ତି ନୀତିଶ କୁମାର । ବିଜେପିକୁ ଶାସନରୁ ହଟାଇବା ତାଙ୍କର ଏକମାତ୍ର ଲକ୍ଷ୍ୟ। ଏହାକୁ ସାକାର କରିବା ପାଇଁ ଉଦ୍ୟମ ଜାରି ରଖିବି। ସମଗ୍ର ଦେଶରୁ ‘ବିଜେପି’ ମୂଳପୋଛ ହେବା ଆବଶ୍ୟକ। କଂଗ୍ରେସ ସମତେ…