Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଆଜି ବସିବ ଜିଏସଟି ପରିଷଦର ୫୦ତମ ବୈଠକ
ନୂଆଦିଲ୍ଲୀ: ଆଜି ଜିଏସଟି ପରିଷଦର ୫୦ତମ ବୈଠକ କେନ୍ଦ୍ର ଅଥିମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସାମିଲ ହେବେ । ବୈଠକରେ ବିଭିନ୍ନ ଟ୍ୟାକ୍ସ ନେଇ ଆଲୋଚନା ହେବ । ଏପରିକି ଅନଲାଇନ ଗେମ ବିଷୟରେ ମଧ୍ୟ ଆଲୋଚନା ହେବ…
ଉତ୍ତର ଭାରତରେ ବର୍ଷାର ତାଣ୍ଡବ
ହିମାଚଳପ୍ରଦେଶରେ ବର୍ଷା ଚରୁଛି ତାଣ୍ଡବ । ରାସ୍ତାରେ ବନ୍ୟା । ଚାରିଆଡେ ଖାଲି ପାଣି ଆଉ ପାଣି । ଧନଜୀବନ ପାଣିରେ ଭାସିଯାଉଛି । ରାସ୍ତା ପାଣିରେ ବୁଡି ରହିଛି । ଅନେକ୍ ଗାଁ ବିଛିନ୍ନାଞ୍ଚଳରେ ପରିଣତ ହେଲାଣି । ପରିସ୍ଥିତି ଏପରି ହୋଇଯାଇଛି ଯେ, ୧୦ବର୍ଷ ତଳର କଥାକୁ ପୁଣି ମନେପକାଇଦେଉଛି ।…
ପଶ୍ଚିମବଙ୍ଗରେ ନିର୍ବାଚନ ହିଂସା: ବଢ଼ୁଛି ମୃତ୍ୟୁ ସଂଖ୍ୟା
କୋଲକାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନରେ ଏଥର ବ୍ୟାପକ ହିଂସାକାଣ୍ଡ ଘଟିଛି । ନିର୍ବାଚନ ଶେଷ ହେବା ପରେ ବି ନିର୍ବାଚନୀ ହିଂସା ବନ୍ଦ ହୋଇନାହିଁ। ନିର୍ବାଚନୀ ହିଂସାରେ ମୃତ୍ୟୁସଂଖ୍ୟା ୨୦ରେ ପହଞ୍ଚିଛି। କିଛି ହତ୍ୟାକାଣ୍ଡ ପାଇଁ ତୃଣମୂଳ କଂଗ୍ରେସ ବିରୋଧୀ କଂଗ୍ରେସକୁ ଦାୟୀ…
ବିଦେଶ ମନ୍ତ୍ରୀ ଆଜି ମନୋନୟନପତ୍ର ଦାଖଲ କରିବେ ଜୟଶଙ୍କର
ଗାନ୍ଧୀନଗର: ବିଦେଶ ମନ୍ତ୍ରୀ ଏସ୍ ଜୟଶଙ୍କର ଗୁଜରାଟରୁ ରାଜ୍ୟସଭା ପାଇଁ ଆଜି ମନୋନୟନପତ୍ର ଦାଖଲ କରିବେ। ଗୁଜରାଟରେ ପହଁଚିଛନ୍ତି ଜୟଶଙ୍କର । ଗୁଜରାଟରେ ମୋଟ ୩ଟି ରାଜ୍ୟସଭା ଆସନ ଖାଲି ହେବାକୁ ଥିବା ବେଳେ ଅନ୍ୟ ଦୁଇ ପ୍ରାର୍ଥୀଙ୍କ ସଂପର୍କରେ ବିଜେପି ସଂସଦୀୟ ବୋର୍ଡ ଶୀଘ୍ର ନିଷ୍ପତ୍ତି…
ପଞ୍ଚାୟତ ନିର୍ବାଚନ ବେଳେ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା, ୧୮ ମୃତ
କୋଲକାତା : ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ମଧ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଶେଷ ହୋଇଛି। ହିଂସା ଯୋଗୁଁ ରାଜ୍ୟରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ମୁର୍ଶିଦାବାଦ, କୁଚବିହାର, ମାଲଦା, ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଦିନାଜପୁର ଏବଂ ନଦିଆରେ ବ୍ୟାପକ ହିଂସା ହୋଇଛି। ହିଂସା…
ଗୋଟିଏ ଜିଲ୍ଲା ଗୋଟିଏ ଉତ୍ପାଦ ପୁରସ୍କାର ଘୋଷଣା
ନୂଆଦିଲ୍ଲୀ: ସନ୍ତୁଳିତ ଆଞ୍ଚଳିକ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲକ୍ଷ୍ୟକୁ ଆଗକୁ ବଢ଼ାଇବା ପାଇଁ ଡିପାର୍ଟମେଣ୍ଟ ଫର୍ ପ୍ରମୋସନ୍ ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ ଇଣ୍ଟରନାଲ୍ ଟ୍ରେଡ୍ (ଡିପିଆଇଆଇଟି) ଜୁନ୍ 15 ରେ ଏକ ଜିଲ୍ଲା ଏକ ଉତ୍ପାଦ (ଓଡିଓପି) ରାଷ୍ଟ୍ରୀୟ ପୁରସ୍କାର…
ଏସି ଟ୍ରେନ୍ ଭଡ଼ାରେ ରିହାତି ଯୋଜନା ଘୋଷଣା କଲା ରେଳ ମନ୍ତ୍ରଣାଳୟ
ଟ୍ରେନରେ ବସିବା ପାଇଁ ରହିଥିବା ସୁବିଧାର ସର୍ବୋତ୍ତମ ଉପଯୋଗକୁ ଦୃଷ୍ଟିରେ ରଖି, ସବୁ ଏସି ସିଟ୍ ଥିବା ଟ୍ରେନରେ ରିହାତି ଭଡ଼ା ଯୋଜନା କାର୍ଯ୍ୟକାରୀ କରିବା ଲାଗି ଜୋନ୍ ସ୍ତରୀୟ ରେଳବାଇକୁ କ୍ଷମତା ଦେବା ନିମନ୍ତେ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି । ଭିଷ୍ଟାଡୋମ୍ କୋଚ୍ ସମେତ ଏସି…
ପଶ୍ଚିମବଙ୍ଗ ଭୋଟ: ୫ କୋଟି ୬୭ ଲକ୍ଷରୁ ଅଧିକ ଭୋଟର ଦେବେ ଭୋଟ
କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ତେବେ ଏଥର ନିର୍ବାଚନରେ ହିଂସାକୁନେଇ ରାଜନୀତି ଚାଲିଛି । ନିର୍ବାଚନ ଦିନ 7ଜଣଙ୍କ ଜୀବନ ଯାଇଛି । କେନ୍ଦ୍ରୀୟ ସୁରକ୍ଷାବଳ ନିୟୋଜିତ ହୋଇଥିଲେ ମଧ୍ୟ ହିଂସା କମିନାହିଁ । ସେପଟେ ଆଜି ଭୋଟ ଦେଉଛନ୍ତି ୫ କୋଟି ୬୭ ଲକ୍ଷରୁ…
ମନୀଷ ସିସୋଦିଆଙ୍କ ବ୍ୟାଙ୍କ ଆକାଉଣ୍ଟ ସିଜ
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କାର ସମ୍ପତ୍ତି ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଦିଆକୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜାମିନ ଦେବାକୁ ମନା କରିଦେଇଥିଲେ…
ଗୀତା ପ୍ରେସ୍ କେବଳ ପ୍ରିଣ୍ଟିଂ ପ୍ରେସ୍ ନୁହେଁ ବରଂ ଜୀବନ୍ତ ବିଶ୍ୱାସ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଗୋରଖପୁରରେ ଐତିହାସିକ ଗୀତା ପ୍ରେସର ଶତବାର୍ଷିକୀ ପାଳନର ଉଦ୍ଯାପନୀ ସମାରୋହକୁ ସମ୍ବୋଧିତ କରି ଚିତ୍ରମାୟା ଶିବ ପୁରାଣ ଗ୍ରନ୍ଥକୁ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗୀତା ପ୍ରେସରେ ଲୀଳା ଚିତ୍ର ମନ୍ଦିର ପରିଦର୍ଶନ କରି ଭଗବାନ…