Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
National
କିଚ୍ଚା ସୁଦୀପ କେବଳ ବିଜେପି ପାଇଁ ପ୍ରଚାର କରିବେ
ଲୋକପ୍ରିୟ କନ୍ନଡ ସୁପରଷ୍ଟାର କିଚ୍ଚା ସୁଦୀପ କେବଳ ବିଜେପି ପାଇଁ ପ୍ରଚାର କରିବେ ବୋଲି କହିଛନ୍ତି। ଆଗକୁ କର୍ଣ୍ଣାଟକରେ ବିଧାନସଭା ନିର୍ବାଚନ ହେବ। ଏଥିପାଇଁ ସେ ଷ୍ଟାର ପ୍ରଚାରକ ହେବେ। ଶାସକ ଦଳ ତାଙ୍କୁ ଦରକାର ସମୟରେ ସମର୍ଥନ କରିଥିଲେ। ସେ କହିଛନ୍ତି, “ଦରକାର ସମୟରେ ବିଜେପି ମୋତେ…
ସାମାଜିକ ନ୍ୟାୟ ସପ୍ତାହ ପାଳନ କରିବ ବିଜେପି
ନୂଆଦିଲ୍ଲୀ: ଅନୁସୂଚିତ ଜାତି ଭୋଟରଙ୍କ ନିକଟରେ ପହଞ୍ଚିବାକୁ ବିଜେପି ଏପ୍ରିଲ ୬ରୁ ୧୪ ପର୍ଯ୍ୟନ୍ତ ସାମାଜିକ ନ୍ୟାୟ ସପ୍ତାହ ପାଳନ କରିବ। ବିଜେପିର ଜାତୀୟ ସାଧାରଣ ସମ୍ପାଦକ ଦୁଷ୍ୟନ୍ତ ଗୌତମ କହିଛନ୍ତି ଯେ, ଏପ୍ରିଲ ୬ ହେଉଛି ବିଜେପିର ପ୍ରତିଷ୍ଠା ଦିବସ। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀ…
ସିକ୍କିମର ନାଥୁଲା ଘାଟିରେ ବଡ଼ଧରଣର ହିମସ୍ଖଳନ: ୬ ମୃତ
ଗାଙ୍ଗଟକ୍ : ସିକିମର ନାଥୁଲା ଘାଟିରେ ପ୍ରବଳ ହିମସ୍ଖଳନ ଯୋଗୁଁ ୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ, ୧୧ ଜଣ ଆହତ ହୋଇଛନ୍ତି। ଭୂସ୍ଖଳନ ପରେ ଅନେକ ପର୍ଯ୍ୟଟକ ବରଫରେ ଫସି ରହିଥିବା ଆଶଙ୍କା କରାଯାଉଛି।ହିମସ୍ଖଳନ ସମୟରେ ଏହି ଅଞ୍ଚଳରେ ୩୫୦ରୁ ଅଧିକ ପର୍ଯ୍ୟଟକ ଥିବା ସୂଚନା ମିଳିଛି। ଆହତ ହୋଇଥିବା ୬…
ମହିଳା ସମ୍ମାନ ବଚତ ପତ୍ର
ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଭାରତୀୟ ଡାକ ଦ୍ୱାରା ଆରମ୍ଭ ହୋଇଥିବା “ମହିଳା ସମ୍ମାନ ବଚତ ପତ୍ର” ଏହାର ସର୍ବୋତ୍ତମ ଉଦାହରଣ । ଅର୍ଥ ମନ୍ତ୍ରଣାଳୟ ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର, ୨୦୨୩ ପାଇଁ ଗେଜେଟ ବିଜ୍ଞପ୍ତି ଜାରି କରିଛି ଏବଂ ତୁରନ୍ତ ପ୍ରଭାବ ସହିତ ୧.୫୯ ଲକ୍ଷ…
ଜେଟ୍ ଆକଳନକୁ ଟପିଲା ପ୍ରତ୍ୟକ୍ଷ ଟିକସ ସଂଗ୍ରହ
୨୦୨୨-୨୩ ଆର୍ଥିକ ବର୍ଷରେ ବଜେଟ୍ ଆକଳନ ଠାରୁ ଅଧିକ ଅସ୍ଥାୟୀ (ପ୍ରୋଭିଜନାଲ) ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହୋଇଛି । ଚଳିତ ବର୍ଷ ୧୬.୬୧ ଲକ୍ଷ କୋଟି ଟଙ୍କାର ଶୁଦ୍ଧ (ଟିକସ) ସଂଗ୍ରହ କରାଯାଇଛି ଯାହାକି ପୂର୍ବ ଆର୍ଥିକ ବର୍ଷ ଅର୍ଥାତ୍ ୨୦୨୧-୨୨ ତୁଳନାରେ ୧୭.୬୩% ଅଧିକ । ଗତ ବର୍ଷ ୧୪.୧୨ ଲକ୍ଷ…
୨ ବର୍ଷର ଜେଲ୍ ଦଣ୍ଡାଦେଶ ବିରୋଧରେ ସୁରତ କୋର୍ଟରେ ଚ୍ୟାଲେଞ୍ଜ କରିବେ ରାହୁଲ
ନୂଆଦିଲ୍ଲୀ: ରାହୁଲଙ୍କ ବେଳା ଏବେ ଭଲ ନାହିଁ । ତାଙ୍କ କଥାକୁ ନେଇ ବିରୋଧୀମାନେ ଅପରାଧିକ ମାମଲା ଦାୟର କରୁଥିବାରୁ କୋର୍ଟ ତାଙ୍କ ଉପରେ ବର୍ଷୁଛନ୍ତି । ବିନା ପ୍ରମାଣରେ ରାହୁଲ ଅନ୍ୟକୁ ଚୋର କହିବାରୁ ତାଙ୍କୁ କୋର୍ଟ ଦଣ୍ଡ ଦେଇଛନ୍ତି । ତେବେ ଆଜି ୨ ବର୍ଷର ଜେଲ୍ ଦଣ୍ଡାଦେଶ ବିରୋଧରେ…
ପ୍ରତିରକ୍ଷା ରପ୍ତାନୀ ସର୍ବକାଳୀନ ସର୍ବୋଚ୍ଚ ସ୍ତର ଛୁଇଁଛି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୨୦୨୨-୨୦୨୩ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନୀ ସର୍ବକାଳୀନ ସର୍ବୋଚ୍ଚ ୧୫,୯୨୦ କୋଟି ଟଙ୍କାରେ ପହଞ୍ଚି ଥିବାରୁ ପ୍ରଶଂସା କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କ ଘୋଷଣା ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ…
ମାର୍ଚ୍ଚ ୨୦୨୩ରେ ଓଡିଶାର ଜିଏସ୍ଟି ସଂଗ୍ରହରେ ୧୫. ୧୪% ଅଭିବୃଦ୍ଧି
ମାର୍ଚ୍ଚ ୨୦୨୩ରେ ସଂଗୃହୀତ ମୋଟ ଜିଏସ୍ଟି ରାଜସ୍ୱ ୧,୬୦,୧୨୨ କୋଟି ଟଙ୍କା ରହିଛି, ଯେଉଁଥିରୁ ସିଜିଏସ୍ଟି ୨୯,୫୪୬ କୋଟି ଟଙ୍କା, ଏସ୍ଜିଏସ୍ଟି ୩୭,୩୧୪ କୋଟି ଟଙ୍କା, ଆଇଜିଏସ୍ଟି ହେଉଛି ୮୨,୯୦୭ କୋଟି ଟଙ୍କା (ମାଲ୍ ଆମଦାନୀ ଉପରେ ସଂଗୃହୀତ ୪୨,୫୦୩ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ…
ବିରଳ ରୋଗରେ ପୀଡ଼ିତ ଲୋକମାନଙ୍କ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
ବିରଳ ରୋଗରେ ପୀଡ଼ିତ ଲୋକମାନଙ୍କ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏଣିକି ସବୁ ବିରଳ ରୋଗ ପାଇଁ ବ୍ୟକ୍ତିଗତ ଚିକିତ୍ସା ଉଦ୍ଦେଶ୍ୟରେ ଆମଦାନି କରାଯାଉଥିବା ଔଷଧ ଓ ଖାଦ୍ୟ ସାମଗ୍ରୀ ଉପରେ ମୂଳ ସୀମା ଶୁଳ୍କକୁ ସମ୍ପୂର୍ଣ୍ଣ ଭାବେ ଛାଡ଼ କରାଯିବ। ଏ…
ଡାଲି ଷ୍ଟକ୍ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାରଙ୍କ ତତ୍ପରତା
ଦେଶରେ ଡାଲି ଷ୍ଟକ୍ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଉପଭୋକ୍ତା ବ୍ୟାପାର ବିଭାଗ ସଚିବ ଶ୍ରୀ ରୋହିତ କୁମାର ସିଂ ନିୟମିତ ଭାବେ ସ୍ୱଚ୍ଛ ପ୍ରକ୍ରିୟାରେ ଡାଲି ଷ୍ଟକ୍ର ଉପଲବ୍ଧତା ସମ୍ପର୍କରେ ସୂଚନା ଦେବା ଲାଗି ସବୁ ପ୍ରମୁଖ ଡାଲି ଆମଦାନିକାରୀମାନଙ୍କୁ…