Browsing Category

National

‘ଅପରେସନ ସିନ୍ଦୂର’କୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଐତିହାସିକ ଉଦାହରଣ – ରାଷ୍ଟ୍ର୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ୭୯ତମ ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ‘ଅପରେସନ ସିନ୍ଦୂର’କୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଐତିହାସିକ ଉଦାହରଣ ଭାବେ ଅଭିହିତ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ‘ଅପରେସନ୍‌ ସିନ୍ଦୂର’ ଦେଖାଇଛି ଯେ ରାଷ୍ଟ୍ରୀୟ…

ଆଜି ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ,ଲାଲ କିଲ୍ଲାରେ ପତକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଦିଲ୍ଲୀ ଲାଲକିଲାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ…

‘ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ

କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ‘‘ହର ଘର ତ୍ରିରଙ୍ଗା" ଅଭିଯାନ ଅଧୀନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି ଯେ …

ଆଧାର ନାଗରିକତାର ପ୍ରମାଣପତ୍ର ବୋଲି ସ୍ବୀକାର କରାଯାଇପାରିବ ନାହିଁ – ସୁପ୍ରିମକୋର୍ଟ

ବିହାରରେ ହୋଇଥିବା ଭୋଟର ତାଲିକାର ବିଶେଷ ସଘନ ସଂଶୋଧନ (ଏସଆଇଆର)କୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟ ଏସଆଇଆରକୁ ନେଇ ନିର୍ବାଚନ କମିସନଙ୍କ ଆଭିମୁଖ୍ୟକୁ ଠିକ ବୋଲି କହିଛନ୍ତି । ଏହା ସହିତ ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଆଧାର ଭାରତର ନାଗରିକତାର ଏକ…

ସେପ୍ଟେମ୍ବର ୧ ରୁ ଦିଲ୍ଲୀରୁ ୱାଶିଂଟନ ବିମାନ ସେବ ବନ୍ଦ

ଦିଲ୍ଲୀରୁ ୱାଶିଂଟନକୁ ବିମାନ ଚଳାଚଳ ବନ୍ଦ କରିବ ଏୟାର ଇଣ୍ଡିଆ। ସେପ୍ଟେମ୍ବର ୧, ୨୦୨୫ରୁ ଦିଲ୍ଲୀରୁ ୱାଶିଂଟନ ଡିସିକୁ ଏୟାର ଇଣ୍ଡିଆ ବିମାନ ସେବା ବନ୍ଦ କରିବ ବୋଲି ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପଛରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାରଣ ଦର୍ଶାଯାଉଛି। କୁହାଯାଉଛି ଯେ,…

ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀଙ୍କ ପଦଯାତ୍ରା

ଭୋଟ ଚୋରି ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି ।  ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ନିର୍ବାଚନ କମିଶନ କାର୍ଯ୍ୟାଳୟ ବାହାରେ ଦିଲ୍ଲୀ ପୋଲିସ ସହିତ ଅର୍ଦ୍ଧସାମରିକ ବାହିନୀର କର୍ମଚାରୀମାନଙ୍କୁ ମୂତୟନ…

ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ …

ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ସାନି ସତ୍ୟପାଠ ଦାଖଲ

ବିହାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ସାନି ସତ୍ୟପାଠ ଦାଖଲ କରିଛନ୍ତି । ବ୍ୟକ୍ତିବିଶେଷଙ୍କୁ ନଜଣାଇ ଭୋଟର ତାଲିକାରୁ ତାଙ୍କ ନାମ ବାଦ୍ ପକାଯିବ ନାହିଁ ବୋଲି କହିଛନ୍ତି ଇସିଆଇ। ଇସିଆଇ କହିଛନ୍ତି ତାଲିକାରୁ ବାଦ୍ ପଡିବା…

ଗୁଜରାଟ-ରାଜସ୍ଥାନ ସୀମାରେ ଭୂମିକମ୍ପ ଅନୁଭୂତ

 ଶନିବାର ରାତି ୯.୦୩ ସମୟରେ ଗୁଜରାଟ-ରାଜସ୍ଥାନ ସୀମାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୬ ମାପ କରାଯାଇଥିଲା, ଯାହାର କେନ୍ଦ୍ରସ୍ଥଳ ପାଲାନପୁରରୁ ୩୧ କିଲୋମିଟର ଉତ୍ତର-ପୂର୍ବରେ ଥିଲା । ଗୁଜୁରାଟର ବନାସକାଣ୍ଠା ଜିଲ୍ଲାର ଅଧିକାଂଶ ତହସିଲରେ ଭୂମିକମ୍ପ…

ରକ୍ଷା ବନ୍ଧନରେ କୁନି ଶିଶୁର ଅନୁରୋଧକୁ ରକ୍ଷା କଲେ ପ୍ରଧାନମନ୍ତ୍ର

ଶନିବାର ସାରା ଦେଶରେ ରକ୍ଷା ବନ୍ଧନ ପର୍ବକୁ ଖୁବ ଉତ୍ସାହର ସହିତ ପାଳନ କରାଯାଉଛି। ଏହି ଅବସରରେ ଦିଲ୍ଲୀର ୭ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଦିଲ୍ଲୀର ବିଭିନ୍ନ ସ୍କୁଲର…