Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ ପାଳିତ
ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ । ଦେଶ ତଥା ରାଜ୍ୟର ବିଭିନ୍ନସ୍ଥାନରେ ବଡ଼ ଧୂମଧାମରେ ପାଳନ କରାଯାଉଛି ଆମ୍ବେଦକରଙ୍କ ଜନ୍ମ ଦିବସ ।
ଏହାରି ମଧ୍ୟରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଡ଼କ୍ଟର ବି.ଆର୍.ଆମ୍ବେଦକରଙ୍କ ଜନ୍ମବାର୍ଷିକୀର…
ପାଓ୍ବାର ପ୍ଲାଣ୍ଟର ବଏଲର ଫାଟିବାରୁ ବଡ଼ ଦୁର୍ଘଟଣା,ଦୁର୍ଘଟଣାରେ ପ୍ରାୟ ୩୦ରୁ ୪୦ ଶ୍ରମିକ ଗୁରୁତର
ପାଓ୍ବାର ପ୍ଲାଣ୍ଟର ବଏଲର ଫାଟିବାରୁ ବଡ଼ ଦୁର୍ଘଟଣା। ଏଥିରେ ପ୍ଲାଣ୍ଟ୍ର ଏକାଧିକ ଶ୍ରମିକ ଆହତ ହୋଇଛନ୍ତି। ଘଟଣା ଘଟିଛି ଛତିଶଗଡ଼ ଶକ୍ତି ଜିଲ୍ଲାର ସିଂଘିତରାଈ ସ୍ଥିତ ବେଦାନ୍ତ ପାଓ୍ବର ପ୍ଲାଣ୍ଟରେ। ମଙ୍ଗଳବାର ଦ୍ବିପ୍ରହର ପ୍ରାୟ ୨ଟା ବେଳେ ଏଠାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପ୍ରାଥମିକ…
ଦୁଇ ଦଶନ୍ଧୀ ଧରି କ୍ଷମତା ଭୋଗ କରିବା ପରେ ମୁଖ୍ୟମନ୍ତ୍ରୀ ଆସନ ଛାଡିଛନ୍ତି ନୀତୀଶ
ସରିଲା ନୀତୀଶ ଯୁଗ। ଦୀର୍ଘ ୨୦ ବର୍ଷ ପରେ ନୀତୀଶଙ୍କୁ ଛାଡିବାକୁ ପଡିଲା ମୁଖ୍ୟମନ୍ତ୍ରୀ ଆସନର ମୋହ। ଯେଉଁ ଆସନ ମୋହ ପାଇଁ ରାଜନୀତିରେ ସେ ପଲଟୁରାମ ନାଁରେ ବଦନାମ ହୋଇଛନ୍ତି, ଶେଷରେ ଦୁଇ ଦଶନ୍ଧୀ ଧରି କ୍ଷମତା ଭୋଗ କରିବା ପରେ ଆସନ ଛାଡିଛନ୍ତି ନୀତୀଶ। ଏବେ ସେ ଖାଲି ପରାମର୍ଶଦାତାର ଭୂମିକା…
ଯମୁନା ନଦୀରେ ଡଙ୍ଗା ବୁଡି ଯୋଗୁଁ ୧୧ ମୃତ ,୫ ନିଖୋଜ
ମଥୁରା ବୃନ୍ଦାବନର କେଶି ଖାଟରେ ଯମୁନା ନଦୀରେ ଡଙ୍ଗା ବୁଡିବା ଯୋଗୁଁ ଏଯାଏଁ ୧୧ ଜଣଙ୍କ ଜୀବନ ଚାଲିଯାଇଛି । ପଞ୍ଜାବ ଲୁଧିଆନାରୁ ଆସିଥିବା ଶ୍ରଦ୍ଧାଳୁ ଯମୁନାରେ ପରିକ୍ରମା କରୁଥିବା ବେଳେ ଡଙ୍ଗାଟି ବୁଡ଼ିଯାଇଥିଲା । ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା । ଘଟଣାରେ ଏଯାଏଁ…
୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ‘କ୍ୱିନ୍ ଅଫ୍ ମେଲୋଡିଜ୍’ ଏବଂ ପ୍ରସିଦ୍ଧ ଗାୟିକା ଆଶା ଭୋସଲେ
'କ୍ୱିନ୍ ଅଫ୍ ମେଲୋଡିଜ୍' ଏବଂ ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ନାହାନ୍ତି। ସେ ୯୨ ବର୍ଷ ବୟସରେ ଦୁନିଆକୁ ବିଦାୟ ଦେଇଛନ୍ତି। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହୃଦ୍ରୋଗରେ ଆକ୍ରାନ୍ତ ହୋଇ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି…
ପରସ୍ପରକୁ ‘ନମସ୍ତେ’ କରିବା ସହ ଦୀର୍ଘ ସମୟ ଧରି କଥାବାର୍ତ୍ତା ହେଲେ ମୋଦୀ ଏବଂ ରାହୁଲ ଗାନ୍ଧୀ
ଭାରତୀୟ ରାଜନୀତିରେ ଆଜି ସକାଳେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମହାନ ସମାଜ ସଂସ୍କାରକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀ ଅବସରରେ ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…
ବିଜେପି କ୍ଷମତାକୁ ଆସିଲେ ମହିଳା ପାଇବେ ମାସିକ ୩୦୦୦ ଟଙ୍କାର ଆର୍ଥିକ ସହାୟତା
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ବିଜେପିର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି। ଶାହ କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଯଦି ବିଜେପି କ୍ଷମତାକୁ ଆସେ ତାହାହେଲେ ମହିଳାଙ୍କୁ ମାସିକ ୩୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବ। ଏହାସହିତ ୬ ମାସ ଭିତରେ ସମାନ…
ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କଲେ ବିହାରର ନୀତିଶ କୁମାର
ବିହାରର ନୀତିଶ କୁମାର ଏବେ ଦିଲ୍ଲୀର ହେଲେ। ବିହାର ମୁଖ୍ୟମନ୍ତ୍ରୀ ଏବଂ ଜନତା ଦଳ (ସଂଯୁକ୍ତ) ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିଶ କୁମାର ଶୁକ୍ରବାର ରାଜ୍ୟସଭାରେ ଏକ ନୂତନ ଇନିଂସ ଆରମ୍ଭ କରୁଛନ୍ତି। ଆଜି ଅପରାହ୍ନ ୧୨:୧୨ ସମୟରେ ସେ ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି…
ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କୁ ମିଳିବ ୩,୦୦୦ ଟଙ୍କା – ବିଜେପି
ମହିଳାଙ୍କୁ ପ୍ରତି ମାସର ୧ ରୁ ୫ ତାରିଖ ମଧ୍ୟରେ ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ସିଧାସଳଖ ସ୍ଥାନାନ୍ତର କରାଯିବ।
ସମସ୍ତ ସରକାରୀ କର୍ମଚାରୀ ଏବଂ ବେତନଭୋଗୀ ବ୍ୟକ୍ତିବିଶେଷଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ସୁନିଶ୍ଚିତ କରାଯିବ। ୪୫ ଦିନ ମଧ୍ୟରେ…
ସଂସଦରେ ମହିଳା ସଂରକ୍ଷଣ ଆଇନକୁ ସମର୍ଥନ କରିବାକୁ ସବୁ ସାଂସଦଙ୍କୁ ଆହ୍ବାନ ଦେଲେ ମୋଦୀ
ସଂସଦରେ ମହିଳା ସଂରକ୍ଷଣ ଆଇନକୁ ସମର୍ଥନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁ ସାଂସଦଙ୍କୁ ଆହ୍ବାନ କରିଛନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମହିଳା ସଂରକ୍ଷଣ ଆଇନରେ ପ୍ରସ୍ତାବିତ ସଂଶୋଧନ କେବଳ ଏକ ଆଇନଗତ କାର୍ଯ୍ୟ ନୁହେଁ ବରଂ ଭାରତର କୋଟି କୋଟି ମହିଳାଙ୍କ…