Trending
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
Browsing Category
National
ଭାରତ ଯୋଡ ଯାତ୍ରା ବେଳେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ନେଇ ନୋଟିସ ଜାରି କରିଛି ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ : ରାହୁଲଙ୍କ ପ୍ରଶ୍ନରେ କେନ୍ଦ୍ର ସରକାର ଭୟଭୀତ । ଆଦାନୀ ସହ ବିଜେପି ସମ୍ପର୍କ ନେଇ ସରକାରଙ୍କୁ ରାହୁଲ ଘେରିଥିବା ବେଳେ ସରକାର ପୋଲିସ ପଛରେ ଲୁଚିବାକୁ ଚେଷ୍ଟା କରୁଛନ୍ତି ବୋଲି କଂଗ୍ରେସ କହିଛି । ରାହୁଲଙ୍କୁ ଦିଲ୍ଲୀ ପୋଲିସର ସମନକୁ ନେଇ ବିଜେପିକୁ ଟାର୍ଗେଟ କରିଛି କଂଗ୍ରେସ…
ରାହୁଲ ଗାନ୍ଧୀ କ୍ଷମା ପ୍ରାର୍ଥନା କରିବା ଦରକାର
ରାହୁଲ ଗାନ୍ଧୀ ଲଣ୍ଡନ ମାଟିରେ ଦେଶ ବିରୋଧରେ ଯାହା କହିଛନ୍ତି ସେଥିପାଇଁ ତାଙ୍କୁ କ୍ଷମା ପ୍ରାର୍ଥନା କରିବା ଦରକାର । ବିଦେଶ ମାଟିରେ ଗଣତନ୍ତ୍ର, ଦେଶର ନ୍ୟାୟ ବ୍ୟବସ୍ଥାକୁ ଅସମ୍ମାନୀତ କରିବା ସହ ଦେଶର ଅସମ୍ମାନ କରିଛନ୍ତି ।ତେଣୁ ଦେଶର ଅପମାନ କରୁଥିବା ଏଭଳି ବ୍ୟକ୍ତିଙ୍କ ବିରୋଧରେ ଆମେ…
ଦେଶରେ ଏଚ୍୩ଏନ୍୨ ସଂକ୍ରମଣ ବଢ଼ିଚାଲିଛି
ଏଚ୍୩ଏନ୍୨ ସଂକ୍ରମଣ ଭୟ ବଢ଼ାଉଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗତ ସପ୍ତାହରେ ଏଚ୍୩ଏନ୍୨ ଯୋଗୁଁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲେ। ତେବେ ସରକାର ଏଚ୍୩ଏନ୍୨ ମୃତ୍ୟୁ ସଂକ୍ରାନ୍ତରେ ସଦ୍ୟ ତଥ୍ୟ ଦେଇନଥିଲେ ସୁଦ୍ଧା ଦେଶରେ ଏଥିଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି…
‘ଜାତୀୟ ପୁରୁଷ କମିସନ’ ଗଠନ ଦାବିରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ
‘ଜାତୀୟ ପୁରୁଷ କମିସନ’ ଗଠନ ଦାବିରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରିଛନ୍ତି ଆଇନଜୀବୀ ମହେଶ କୁମାର ତିୱାରୀ । ୨୦୨୧ ଏନ୍ସିଆରବି ତଥ୍ୟ ଦର୍ଶାଇ ତିୱାରୀ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ, ଏହି ବର୍ଷ ଦେଶରେ ୧, ୬୪,୦୩୩ ଆତ୍ମହତ୍ୟା ହୋଇଥିଲା। ଏଥିମଧ୍ୟରୁ ୮୧,୦୬୩ ଜଣ ବିବାହିତ ପୁରୁଷ…
ବର୍ଷିଆନ୍ ଅଭିନେତା ସମୀର ଖାଖର୍ ଆଉ ନାହାନ୍ତି
ପୁଣି ବଲିଉଡରୁ ଆସିଲା ଦୁଃଖଦ ଖବର। ବର୍ଷିଆନ୍ ଅଭିନେତା ସମୀର ଖାଖର୍ ଆଉ ନାହାନ୍ତି। ୭୧ ବର୍ଷ ବୟସରେ ତାଙ୍କର ଆଜି ଦେହାନ୍ତ ହୋଇଛି। ଏନେଇ ସମୀରଙ୍କ ଭାଇ ଗଣେଶ ସୂଚନା ଦେଇଛନ୍ତି।୮୦ ଦଶକର ଦୂରଦର୍ଶନର ସିରିଏଲ୍ ‘ନୁକ୍କଡ୍’ରେ ଖୋପ୍ଡୀ ଭୂମିକାରେ ଅଭିନୟ କରି ଅଭିନେତା ସମୀର ଖାଖର୍ ବେଶ୍…
ଡ୍ରାଇଭର ମହାସଂଘ ଧାରଣା : ପରୀକ୍ଷାର୍ଥୀ ଚିନ୍ତାରେ
ବିଭିନ୍ନ ଦାବି ପୂରଣ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତା କାଲି ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ମାର୍ଚ୍ଚ ୧୫ଠାରୁ ଆରମ୍ଭ ହେବାକୁ ଥିବା ଏହି ଆନ୍ଦୋଳନ ପାଇଁ ମହାସଂଘ ଚେତାବନୀ ଦେଇଛି। ଯାହା କୁ ନେଇ ଚାରିଆଡେ ଚର୍ଚା । ଆସନ୍ତାକାଲି ଦଶମ ପରୀକ୍ଷା ଥିବାରୁ ଛାତ୍ରଛାତ୍ରୀମାନେ…
ଭାରତୀୟ ରେଳ ଏହାର ମିଶନ୍ ଶତ ପ୍ରତିଶତ ବିଦ୍ୟୁତିକରଣ ଦିଗରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି
ଭାରତୀୟ ରେଳ ବିଶ୍ୱର ସର୍ବବୃହତ ସବୁଜ ରେଳପଥ ହେବା ପାଇଁ ଏକ ମିଶନ ମୋଡରେ କାର୍ଯ୍ୟ କରୁଛି ଏବଂ 2030 ପୂର୍ବରୁ ଏକ “ନେଟ୍ ଜିରୋ କାର୍ବନ ନିର୍ଗମନକାରୀ” ହେବାକୁ ଯାଉଛି। ନିକଟରେ ଉତ୍ତରପ୍ରଦେଶରେ ବିଦ୍ୟୁତିକରଣ ସମାପ୍ତ ହେବା ପରେ ଭାରତୀୟ ରେଳ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଭାରତୀୟ ରେଳ…
ସିଙ୍ଗାପୁର- ଭାରତ ହକାଥନ୍ 2023 ଉଭୟ ଦେଶର ସହଭାଗିତାକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀ ଠାରେ ସିଙ୍ଗାପୁରର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କ ସହ ସିଙ୍ଗାପୁର - ଭାରତ ହକାଥନ୍ 2023 ଲୋକାର୍ପଣ କରିଛନ୍ତିI
ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି…
‘ଆର୍ଆର୍ଆର୍’ର ନାଟୁ ନାଟୁ ଗୀତ ବେଷ୍ଟ୍ ଅରିଜିନାଲ୍ ସଙ୍ଗ୍ ବର୍ଗରେ ‘ଓସ୍କାର୍’ ବିଜୟୀ
ନୂଆଦିଲ୍ଲୀ: ଭାରତୀୟ ଚଳଚ୍ଚିତ୍ର ‘ଆର୍ଆର୍ଆର୍’ର ‘ନାଟୁ ନାଟୁ’ ଗୀତ ୯୫ତମ ‘ଏକାଡେମି ଆୱାର୍ଡସ୍’ରେ ‘ବେଷ୍ଟ୍ ଅରିଜିନାଲ୍ ସଙ୍ଗ୍’ ବର୍ଗରେ ‘ଓସ୍କାର୍’ ବିଜୟୀ ହୋଇଛି। ଏଥିସହ ଏହି ବର୍ଗରେ ଓସ୍କାର ଲାଭ କରିବାରେ ପ୍ରଥମ ଭାରତୀୟ ଫିଚର ଫିଲ୍ମ ଭାବେ ‘ଆର୍ଆର୍ଆର୍’ ଇତିହାସ ସୃଷ୍ଟି…
‘ଆଇପିଏସ୍’ ଅଫିସର୍ ଜ୍ୟୋତି ଯାଦବଙ୍କୁ ବିବାହ କରିବେ ‘ଆପ୍’ ବିଧାୟକ ହର୍ଜୋତ୍ ସିଂହ ବୈଂସ୍
ଚଣ୍ଡୀଗଡ଼: ଚଳିତ ମାସ ଶେଷ ଭାଗରେ ‘ଆପ୍’ ବିଧାୟକ ହର୍ଜୋତ୍ ସିଂହ ବୈଂସ୍ ‘ଆଇପିଏସ୍’ ଅଫିସର୍ ଜ୍ୟୋତି ଯାଦବଙ୍କୁ ବିବାହ କରିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି।ଅଳ୍ପ ଦିନ ତଳେ ଦୁହଁଙ୍କର ନିର୍ବନ୍ଧ ସମ୍ପନ୍ନ ହୋଇଛି ବୋଲି ସେମାନେ କହିଛନ୍ତି। ରୂପନଗର ଜିଲ୍ଲା ଅନ୍ତର୍ଗତ…