Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଚନ୍ଦ୍ରଶେଖର ଆଜାଦ ରାବଣଙ୍କୁ ଗୁଳିମାଡ଼
ସରହନପୁର: ଚନ୍ଦ୍ରଶେଖର ଆଜାଦ ରାବଣଙ୍କୁ ଗୁଳିମାଡ଼ । ଅଳ୍ପକେ ବର୍ତ୍ତିଗଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ରାବଣ । ଉତ୍ତରପ୍ରଦେଶ ସରହନପୁରରେ ଗୁଳି ମାଡ଼ ହେବା ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦ୍ରଶେଖରଙ୍କ ପେଟରେ ସାମାନ୍ୟ ଆଘାତ କରି ସିଟରେ ବାଜିଥିଲା ଗୁଳି । …
ଆଜି ମଣିପୁର ଯିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ
ଇମ୍ଫାଲ: ମଣିପୁରରେ ହିଂସା କମୁନଥିବା ବେଳେ ରାଜନୀତି କିନ୍ତୁ ଜୋରଧରିଛି । ଆଜି ମଣିପୁର ଗସ୍ତରେ ଯିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମଣିପୁରରେ ଗତ ଦୁଇ ମାସ ଧରି ଲାଗି ରହିଥିବା ହିଂସାକୁ ବନ୍ଦ କରିବା ପାଇଁ ଅପିଲ କରିବେ ରାହୁଲ ଗାନ୍ଧୀ ବୋଲି ଜଣାପଡିଛି । ମଣିପୁର ହିଂସା ଦମନ…
ଜୁଲାଇ ୧୨ରୁ ୧୯ ମଧ୍ୟରେ ଲଞ୍ଚ କରାଯିବ ଚନ୍ଦ୍ରଯାନ-୩
ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ ପକ୍ଷରୁ ଆସିଛି ଏକ ବଡ଼ ଖବର । ଚନ୍ଦ୍ରଯାନ-୩ କେବେ ଲଞ୍ଚ ହେବ ସେ ନେଇ ଇସ୍ରୋ ମୁଖ୍ୟ ଏସ. ସୋମନାଥ ସୂଚନା ଦେଇଛନ୍ତି । ଜୁଲାଇ ମାସ ୧୨ରୁ ୨୫ ତାରିଖ ମଧ୍ୟରେ ଚନ୍ଦ୍ରଯାନ-୩ ଲଞ୍ଚ ହେବ ବୋଲି ପୂର୍ବରୁ ଅନୁମାନ କରାଯାଉଥିଲା । ମାତ୍ର ଏବେ ଜୁଲାଇ…
ଜାତୀୟ ବଫର୍ରୁ ହରଡ଼ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର
ଉପଭୋକ୍ତାଙ୍କ ସୁବିଧା ପାଇଁ ଜାତୀୟ ବଫର୍ ଷ୍ଟକ୍ରୁ ହରଡ଼ ଡାଲି ଯୋଗାଇ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଆମଦାନୀ କରାଯାଇଥିବା ହରଡ଼ ଡାଲି ଭାରତୀୟ ବଜାରରେ ନିର୍ଦ୍ଧାରିତ ଓ ଲକ୍ଷ୍ୟ ଆଧାରିତ ଢଙ୍ଗରେ ନପହଞ୍ଚିବା ପର୍ଯ୍ୟନ୍ତ ସରକାର ଡାଲି ଯୋଗାଇଦେବେ। ଅନଲାଇନ ନିଲାମୀ ଜରିଆରେ…
ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତ କରିବେ । ପୂର୍ବାହ୍ନ ସାଢେ ୧୦ଟାରେ ବେଳେ ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ । ଏହି ପାଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ…
ବିଆର୍ଏସ୍ ନେତା ଏବଂ କାର୍ଯ୍ୟକର୍ତ୍ତା କଂଗ୍ରେସରେ ଯୋଗ ଦେଲେ
ନୂଆଦିଲ୍ଲୀ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ବାଧୀନ ଦଳ ବିଆର୍ଏସ୍ ର ୧୨ରୁ ଅଧିକ ପୂର୍ବତନ ମନ୍ତ୍ରୀ, ବିଧାୟକ ଏବଂ କାର୍ଯ୍ୟକର୍ତ୍ତା ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପୂର୍ବତନ ସଭାପତି ରାହୁଲ ଗାନ୍ଧିଙ୍କ…
ଆପ୍ ଓ କଂଗ୍ରେସ ମଧ୍ୟରେ ଦିନକୁ ଦିନ ତୀବ୍ର ହେଉଛି ବିବାଦ
୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି।ଦୁଇ ଦଳ ପରସ୍ପରକୁ ଆକ୍ଷେପ କରୁଥିବା ବେଳେ ଏବେ କଂଗ୍ରେସର…
ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତା ଘୋଷଣା
ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ…
ଆସାମରେ ବନ୍ୟା ସ୍ଥିତି ଗମ୍ଭୀର : ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ
ଗୌହ୍ୱାଟୀ: ଆସାମରେ ବନ୍ୟା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ୯ ଜିଲ୍ଲାରେ ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ବନ୍ୟାକୁ ନେଇ ସରକାର ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ତୀବ୍ର କରି କରିଦେଇଛନ୍ତି । ନ୍ୟାସନାଲ ଡିଜାଷ୍ଟର ରିଲିଫ ଫୋର୍ସ ମୁତୟନ କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହ…
ଡ୍ରଗ୍ସ ଚାଲାଣ କରୁଥିବା ୧୩ ପାକିସ୍ତାନ ନାଗରିକଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ
ଡ୍ରଗ୍ସ ଚାଲାଣ କରୁଥିବା ୧୩ ପାକିସ୍ତାନ ନାଗରିକଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି NIA( ଜାତୀୟ ସୁରକ୍ଷା ଏଜେନ୍ସି ) । ସେମାନଙ୍କ ମଧ୍ୟରୁ ୧୦ ଜଣ ଏବେ ଭାରତ ଜେଲ୍ରେ ବନ୍ଦୀ ଥିବା ବେଳେ ୩ ଜଣ ଫେରାର ଅଛନ୍ତି।ଗତବର୍ଷ ଡିସେମ୍ବର ମାସରେ ପାକିସ୍ତାନର ଏକ ମାଛଧରା ବୋଟରେ ୧୩ ଜଣ…