Browsing Category

National

ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର ବିଜେପି‌କୁ ଫେରିଲେ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ  ବିଜେପି ନେତୃତ୍ୱାଧୀନ ଏନ୍‌ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ…

ଏବେ ବି କମିନି ଦିଲ୍ଲୀରେ ବନ୍ୟା ସ୍ଥିତି

ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେ ବି ସଙ୍ଗୀନ । ଯମୁନା ନଦୀର ଜଳସ୍ତର କମିଚାଲିଛି, ହେଲେ ଏବେ ବି କମିନି ଦୁର୍ଦ୍ଦଶା । ଦେଶର ରାଜଧାନୀ ଦିଲ୍ଲୀର ତଳି ଅଞ୍ଚଳ ଏବେ ବି ଜଳବନ୍ଦୀ । ଏନଡିଆରଏଫ ସହ ପୋଲିସ ପ୍ରଶାସନ ଦିଲ୍ଲୀ ସ୍ଥିତି ସ୍ବାଭାବିକ କରିବାକୁ ଆପ୍ରାଣ ଉଦ୍ୟମ ଜାରି…

ଚନ୍ଦ୍ରଯାନ-୩ ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ତେବେ ଉତକ୍ଷେପଣ ପରେ ଏହାର ଦୃଶ୍ୟକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି । https://twitter.com/sudhirchaudhary/status/1680120739163426817?s=20…

କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକ ଶେଷରେ ଅଧ୍ୟାଦେଶ…

କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ…

ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଅଣ୍ଡିରା ଚିତା ସୁରଜର ମୃତ୍ୟୁ

ଭୋପାଳ :  ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ । ଅଣ୍ଡିରା ଚିତା ସୁରଜର ମୃତ୍ୟୁ ହୋଇଛି । କିଛି ଦିନ ଧରି ଗୁରୁତର ଭାବେ ଅସୁସ୍ଥ ଥିଲା ଚିତା । ପାଞ୍ଚ ମାସ ମଧ୍ୟରେ ୮ଟି ଚିତାର ମୃତ୍ୟୁ ହେଲାଣି । ଦୁଇ ଦିନ ତଳେ ଚିତା ତେଜସର ମୃତ୍ୟୁ ହୋଇଥିଲା ।ତେଜସକୁ ଆହତ…

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ କୋଇଲାକୁ ଗ୍ୟାସରେ ପରିଣତ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି । ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ନିୟୁତ ଟନ୍ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ମନ୍ତ୍ରଣାଳୟ…

ଫ୍ରାନ୍ସ ନେସନାଲ ଆସେମ୍ବ୍ଲି ସଭାପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଫ୍ରାନ୍ସ ନେସନାଲ ଆସେମ୍ବ୍ଲିର ସଭାପତି ତଥା ଆସେମ୍ବଲିର ବରିଷ୍ଠ ନେତା  ଶ୍ରୀମତୀ ୟାଲ ବ୍ରାଉନ୍‌-ପିଭେଟ୍‌ଙ୍କୁ ତାଙ୍କ ଆବାସିକ କାର୍ଯ୍ୟାଳୟ ପ୍ୟାରିସର ହୋଟେଲ ଲାସେରେ ମଧ୍ୟାହ୍ନ ଭୋଜନ ଅବସରରେ ସାକ୍ଷାତ କରିଥିଲେ ।  ଉଭୟ ନେତା ଗଣତନ୍ତ୍ର, ସ୍ୱାଧୀନତା,…

୧୬ ମିନିଟ ପରେ କକ୍ଷପଥରେ ଅବସ୍ଥାପିତ ହେଲା ଚନ୍ଦ୍ରଯାନ-୩ ,

ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ ହେବା ପରେ ଏବେ ପୃଥିବୀର କକ୍ଷପଥରେ ସଫଳତାର ସହ ଅବସ୍ଥାପିତ ହୋଇଛି ।  ଦିନ ୨ଟା ୩୫ରେ ଦ୍ବିତୀୟ ଲଞ୍ଚପ୍ୟାଡରୁ GSLV-3 ହେଭି ଲିଫ୍ଟ ଲଞ୍ଚ ଭେହିକିଲରେ ଚନ୍ଦ୍ରଯାନର ସଫଳ ଲଞ୍ଚିଂ…

ସୁପ୍ରିମକୋର୍ଟର ୨ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ: ଆଜି ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ବିଚାରପତି ଉଜ୍ଜ୍ବଳ ଭୂୟାଁ ଏବଂ ବିଚାରପତି ଏସ୍‌. ଭେଙ୍କଟନାରାୟଣ ଭଟ୍ଟୀଙ୍କୁ ସୁପ୍ରିମ୍‌ କୋର୍ଟର ନୂଆ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି।ସୁପ୍ରିମ୍‌ କୋର୍ଟର ଅଡିଟରିୟମ୍‌ରେ ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ…