Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
National
ଗିରଫ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ
ଗିରଫ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ । ଏବେ ଦିଲ୍ଳୀରେ କିପରି ହେବ କାମ? ସରକାରୀ କାର୍ଯ୍ୟ ଠାରୁ ଯେଉଁ ବିଭାଗର ଦାୟିତ୍ୱ ସମ୍ଭାଳିଥିଲେ ତାହା ଏବେ କିପରି କାର୍ଯ୍ୟକାରୀ ହେବ ତାହାକୁ ନେଇ ଏବେ ପ୍ରଶ୍ନ ଉଠୁଛି । ଡେପୁଟି ସିଏମ୍ ମନୀଷ ସିସୋଡିଆ ଗିରଫ ହେବା ପରେ ସବୁଠାରୁ ଚର୍ଚ୍ଚା ହେଉଛି…
ଆଜି ମିଳିବ ପିଏମ୍ କିଷାନର ୧୩ତମ କିସ୍ତି
ପିଏମ୍ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୧୩ତମ କିସ୍ତି ସହାୟତା ରାଶି ଆଜି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୮କୋଟିରୁ ଅଧିକ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୧୬,୮୦୦ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ପ୍ରତ୍ୟେକ କୃଷକଙ୍କୁ ୨୦୦୦…
ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ
ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ନିମନ୍ତେ ସକାଳ ୭ଟାରୁ ଭୋଟ ଗ୍ରହଣ ଜାରି ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଉଭୟ ରାଜ୍ୟର ବିଧାନସଭା ଆସନ ୬୦ ଲେଖାଏଁ ହୋଇଥିବାବେଳେ ୫୯ଟି ଲେଖାଏଁ ଆସନ…
ମନୀଷ ସିଷୋଦିଆ ଗିରଫ ହେବା ପରେ ଆପ ପକ୍ଷରୁ ବିଭିନ୍ନ ସ୍ଥାନରେ ଧାରଣା
ମଦ ଘୋଟାଲା ମାମଲାରେ ଦିଲ୍ଲୀ ଡେପୁଟି ସିଏମ୍ ମନୀଷ ସିଷୋଦିଆ ଗିରଫ ହେବା ପରେ ଆପ ପକ୍ଷରୁ ବିଭିନ୍ନ ସ୍ଥାନରେ ଧାରଣା ଦିଆଯାଇଛି । ଦୀର୍ଘ ୮ ଘଣ୍ଟାର ଜେରା ପରେ ଶେଷରେ ଗିରଫ କରିଥିଲା । ମନୀଷଙ୍କୁ ପଚରାଉଚରା କରିବା ପାଇଁ ସିବିଆଇ ପୂର୍ବରୁ ପ୍ରଶ୍ନ ତିଅାର କରିଥିବା ବେଳେ ପ୍ରଶ୍ନର ଉତ୍ତର…
ବିରୋଧୀମାନେ ଏକଜୁଟ ହେଲେ ‘ବିଜେପି’ ହାରିବ : ନୀତୀଶ କୁମାର
ପୁର୍ଣ୍ଣିଆ: ବିରୋଧୀମାନଙ୍କୁ ଏକଜୁଟ କରି ‘ବିଜେପି’କୁ ଆସନଚ୍ୟୁତ କରିବା ପାଇଁ ଆହ୍ବାନ ଦେଇଛନ୍ତି ନୀତିଶ କୁମାର । ବିଜେପିକୁ ଶାସନରୁ ହଟାଇବା ତାଙ୍କର ଏକମାତ୍ର ଲକ୍ଷ୍ୟ। ଏହାକୁ ସାକାର କରିବା ପାଇଁ ଉଦ୍ୟମ ଜାରି ରଖିବି। ସମଗ୍ର ଦେଶରୁ ‘ବିଜେପି’ ମୂଳପୋଛ ହେବା ଆବଶ୍ୟକ। କଂଗ୍ରେସ ସମତେ…
ବ୍ୟାଙ୍କ୍ ସୁରକ୍ଷା କର୍ମୀଙ୍କୁ ଗୁଳି ମାରି ହତ୍ୟା କଲେ ଆତଙ୍କବାଦୀ
କଶ୍ମୀରର ପୁଲ୍ୱାମା ଜିଲ୍ଲା ଅନ୍ତର୍ଗତ ଅଚନ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ଜଣେ କାଶ୍ମୀର ପଣ୍ଡିତ ( ବ୍ୟାଙ୍କ୍ ସୁରକ୍ଷାକର୍ମୀ) ଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ଅଞ୍ଚଳର ବାସିନ୍ଦା ସଞ୍ଜୟ ପଣ୍ଡିତ ନାମକ ଜଣେ ବ୍ୟକ୍ତିଙ୍କୁ ଆତଙ୍କବାଦୀମାନେ ଗୁଳି ମାରି ଥିଲେ। ଆହତ ଅବସ୍ଥାରେ…
ଅପରାଧୀଙ୍କୁ ମାଟିରେ ମିଶାଇ ଦେବୁ : ଯୋଗୀ
ବହୁଜନ ସମାଜବାଦୀ ପାର୍ଟିର ବିଧାୟକ ରାଜୁ ପଲଙ୍କ ହତ୍ୟା ଘଟଣାର ମୁଖ୍ୟ ସାକ୍ଷୀ ଉମେଶ ପଲଙ୍କୁ ପ୍ରୟାଗରାଜରେ ଦୃର୍ବୃତ୍ତମାନେ ହତ୍ୟା କରିଛନ୍ତି । ଏହି ଘଟଣାକୁ ନେଇ ଉତ୍ତରପ୍ରଦେଶ ବିଧାନସଭାରେ ହଟ୍ଟଗୋଳ ହୋଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟିକୁ ମାଫିଆଙ୍କ…
କରୋନା ବିରୋଧରେ ଟିକାକରଣ ଅଭିଯାନକୁ ବ୍ୟାପକ କରି ଭାରତ ୩୪ ଲକ୍ଷରୁ ଅଧିକ ଜୀବନ ବଞ୍ଚାଇଛି
ଭାରତରେ କୋଭିଡ଼ ଟିକା ବଞ୍ଚାଇଛି ୩୪ ଲକ୍ଷ ଜୀବନ । କରୋନା ବିରୋଧରେ ଟିକାକରଣ ଅଭିଯାନକୁ ବ୍ୟାପକ କରି ଭାରତ ୩୪ ଲକ୍ଷରୁ ଅଧିକ ଜୀବନ ବଞ୍ଚାଇଛି । ଏଥିସହ ଭାରତ ୧୮ ଦଶମିକ ୩ ବିଲିୟନ ଡଲାରର କ୍ଷତିକୁ ରୋକିପାରିଛି ବୋଲି ଷ୍ଟାନଫୋର୍ଡ଼ ବିଶ୍ୱବିଦ୍ୟାଳୟ ଓ ଇନଷ୍ଟିଚ୍ୟୁଟ୍ ଫର କମ୍ପିଟେଟିଭନେସ୍…
ମହିଳା ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍ ଆଜି ଖେଳାଯିବ
ଦକ୍ଷିଣ ଆଫ୍ରିକାରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍ ଆଜି ଖେଳାଯିବ । କେପ୍ ଟାଉନରେ ହେବାକୁ ଥିବା ଏହି ମ୍ୟାଚରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଉଭୟ ଦଳ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିପାରେ ।ଯେଉଁଠି ଭାରତ ଏପର୍ଯ୍ୟନ୍ତ ବିଶ୍ୱକପରେ…
ଥାନା ଓ ତଦନ୍ତକାରୀ ସଂସ୍ଥା କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଲଗାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଥାନା ଓ ତଦନ୍ତକାରୀ ସଂସ୍ଥାଗୁଡ଼ିକର କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏହାକୁ ମାସକ ଭିତରେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବିଆର ଗଭାଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…