Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
National
୨୦୨୪ରେ କଂଗ୍ରେସ ନେତୃତ୍ବରେ ସରକାର: ଖଡ଼ଗେ
କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଆସନ୍ତା ନିର୍ବାଚନରେ କଂଗ୍ରେସ ଦେଶରେ ସରକାର ଗଠନ କରିବ ବୋଲି କହିଛନ୍ତି । ବୁଧବାର ଦିନ ନାଗାଲାଣ୍ଡରେ ନିର୍ବାଚନ ପ୍ରଚାର କରି ବିଜେପି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ବର୍ଷିଛନ୍ତି। ଖଡ଼ଗେ କହିଛନ୍ତି, କଂଗ୍ରେସ ବିରୋଧୀ…
ଦିଲ୍ଲୀ ମେୟର୍ ନିର୍ବାଚନ ପାଇଁ ଆଜି ଚାଲିଛି ଭୋଟ୍ ଗ୍ରହଣ
ନୂଆଦିଲ୍ଲୀ: କିଏ ହେବ ଦିଲ୍ଲୀର ମେୟର । ‘ମୁନିସ୍ପାଲ୍ କର୍ପୋରେସନ୍ ଅଫ୍ ଦିଲ୍ଲୀ’ର ମେୟର୍ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ଗତ ଦୁଇମାସ ଧରି ରାଜନୈତିକ ଛକାପଂଝା ପରେ ମେୟର୍ ଭୋଟ୍ ଦାନ ପ୍ରକ୍ରିୟାରେ ମନୋନୀତ ସଦସ୍ୟମାନେ ଅଂଶ ଗ୍ରହଣ କରିପାରିବେ ନାହିଁ ବୋଲି ଶୁକ୍ରବାର…
ଶିଶୁଙ୍କ ପାଇଁ “ଯାଦୁଇ ପିଟାରା”ର ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ
ଶିଶୁଙ୍କୁ ଖେଳ, ଗୀତ ଓ କାହାଣୀ ଜରିଆରେ ପାଠ ପଢିବା ପାଇଁ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ପ୍ରାରମ୍ଭିକ ପର୍ଯ୍ୟାୟରେ ଶିଖିବା ଓ ଶିଖାଇବାର ଉପକରଣ “ଦୁଇ ପିଟାରା”ର ଉନ୍ମୋଚନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହି ଅବସରରେ ଶ୍ରୀ…
ଫେବ୍ରୁଆରି ୨୬ରେ ହାଜର ପାଇଁ ମନୀଷ ସିସୋଦିଆଙ୍କୁ ନୋଟିସ୍ ପଠାଇଲା ସିବିଆଇ
ଦିଲ୍ଲୀର ଅବକାରୀ ନୀତିରେ ହୋଇଥିବା ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ନୋଟିସ୍ ପଠାଇଛି । ପଚରା ଉଚୁରା ପାଇଁ ଫେବ୍ରୁଆରି ୨୬ରେ ହାଜର ହେବାକୁ କୁହାଯାଇଛି ।
ତଦନ୍ତକାରୀ ସଂସ୍ଥା ମନୀଷ ସିସୋଦିଆଙ୍କୁ ଫେବ୍ରୁଆରି ୧୯ରେ…
ଭାରତରେ ଆଜି ପହଞ୍ଚିବେ ଆଉ ୧୨ ଚିତା
ଭାରତରେ ଆଜି ପହଞ୍ଚିବେ ଆଉ ୧୨ ଚିତା । ଦକ୍ଷିଣ ଆଫ୍ରିକାରୁ ମଧ୍ୟପ୍ରଦେଶର ଭୋପାଳର କୁନୋ ନ୍ୟାସନାଲ ପାର୍କରେ ପହଞ୍ଚିବେ ଏହି ୧୨ ଚିତା । ଗୁରୁବାର ଦିନ ୧୨ ଚିତା ସହ ଭାରତୀୟ ବାୟୁସେନାର ବିମାନ ଦକ୍ଷିଣ ଆଫ୍ରିକାରୁ ବାହାରି ସାରିଛି । ପାଖାପାଖି ୮ହଜାର କିଲୋମିଟର ଯାତ୍ରା କରି ୫ଟି ଅଣ୍ଡିରା…
ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା
ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ମିଳିଛି ଶିବସେନା ଦଳର ନାମ ଓ ଚିହ୍ନ । ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଧନୁ-ତୀର ଚିହ୍ନ ପ୍ରଦାନ କରିଛନ୍ତି ନିର୍ବାଚନ କମିଶନ । ନିର୍ବାଚନ କମିଶନଙ୍କ ଏହି ନିଷ୍ପତ୍ତି ପରେ ଠାକରେ ପରିବାର ହାତରୁ ଶିବସେନା…
ବ୍ରହ୍ମାକୁମାରୀମାନଙ୍କ ଦ୍ୱାରା ‘ଜଳ-ଜନ ଅଭିଯାନ’ର ଶୁଭାରମ୍ଭ
ଭୁବନେଶ୍ବର : ‘ଜଳ-ଜନ ଅଭିଯାନ’ ଏମିତି ସମୟରେ ଆରମ୍ଭ କରାଯାଉଛି, ଯେଉଁ ସମୟରେ ସମଗ୍ର ବିଶ୍ୱରେ ଜଳର ଅଭାବ ଭବିଷ୍ୟତର ସଙ୍କଟ ଭାବରେ ଦେଖାଯାଉଛି । ଏକବିଂଶ ଶତାବ୍ଦୀର ପୃଥିବୀରେ ସୀମିତ ଉତ୍ସଗୁଡ଼ିକର ଗମ୍ଭୀରତାକୁ ଅନୁଭବ କରୁଛି । ଆମର ବିଶାଳ ଜନସଂଖ୍ୟା କାରଣରୁ ଭାରତ ପାଇଁ ମଧ୍ୟ ଜଳ ସୁରକ୍ଷା…
ବର୍ଡର-ଗାଭାସ୍କର ଟ୍ରଫି ଶୃଙ୍ଖଳାର ଆଜି ଦ୍ୱିତୀୟ ଟେଷ୍ଟ
ବର୍ଡର-ଗାଭାସ୍କର ଟ୍ରଫି ଶୃଙ୍ଖଳାର ଆଜି ଦ୍ୱିତୀୟ ଟେଷ୍ଟ । ଦିଲ୍ଲୀର ଫିରୋଜ ଶାହ କୋଟଲାରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ନାଗପୁରରେ ଏକତରଫା ବିଜୟ ପରେ ଦିଲ୍ଲୀରେ ମ୍ୟାଚ ଜିତିବାକୁ ଲକ୍ଷ୍ୟ ରଖିଛି ରୋହିତ ବାହିନୀ । ତେବେ ଆହତ ସମସ୍ୟା ଏବଂ ଭାରତୀୟ ସ୍ପିନରଙ୍କୁ ଖେଳିବାର…
ୟୁଟ୍ୟୁବର ନୁଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ
ୟୁଟ୍ୟୁବର ନୂଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ । ୯ ବର୍ଷ ଧରି ଏହି ପଦରେ ରହିବା ପରେ ଗତକାଲି ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିିଛି । ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ ।…
ଆଇପିସି, ସିଆରପିସି, ଫରେନସିକ ଓ ଏଭିଡେନ୍ସ ଆଇନର ସଂଶୋଧନ କରିବେ ସରକାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଗୁରୁବାର ଦିନ ଦିଲ୍ଲୀ ପୋଲିସ ସ୍ଥାପନା ଦିବସରେ ଯୋଗ ଦେଇ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି କି ଭାରତୀୟ ଦଣ୍ଡ ସଂହିତା ଆଇନ ଓ ଅପରାଧିକ ପ୍ରକ୍ରିୟା ସଂହିତା ଆଇନ ସହ ଏଭିଡେନ୍ସ ଆକ୍ଟର କିଛି ଆଇନ ସଂଶୋଧନ କରାଯିବ ।ସେ କହିଥିଲେ କି, ସ୍ୱାଧୀନତା…