Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ଆସନ୍ତା ମାସରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ
ଦିଲ୍ଲୀ:୨୦୨୪ ଲୋକସଭା ନିର୍ବାଚନକୁ ଆଉ ମାତ୍ର ବର୍ଷେରୁ କମ ସମୟ ବାକି । ଏପରି ସମୟରେ ବିରୋଧୀ ଦଳମାନେ ଏକଜୁଟ୍ ହେଇ ବିଜେପିକୁ ହରାଇବାକୁ ଚେଷ୍ଟା କରୁଥିବାବେଳେ, ବିରୋଧୀ ଏକତା କଥା ଏବେ ସବୁଠି ଚର୍ଚ୍ଚା ସୃଷ୍ଟି କରିଛି । ତେବେ ଏହାରି ଭିତରୁ କିନ୍ତୁ, ବିଜେପି ନିଜର ପୁରୁଣା ସହଯୋଗୀ ଦଳକୁ…
ଆସନ୍ତା ମାସରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ
କେନ୍ଦ୍ର ବିଜ୍ଞାନ ଏବଂ ପ୍ରଯୁକ୍ତି ରାଷ୍ଟ୍ର…
ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀଙ୍କ ମଧ୍ୟରେ ଅସନ୍ତୋଷ
ମୁମ୍ବାଇ: ମହାରାଷ୍ଟ୍ରରେ ଏନଡିଏ ସହ ମିଶି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀଙ୍କ ମଧ୍ୟରେ ଅସନ୍ତୋଷ । ଆଗକୁ ସେମାନଙ୍କ ବିରୋଧରେ କୌଣସି ରାଜନୈତିକ ଷଡ଼ଯନ୍ତ୍ର ହୋଇପାରେ ଆଶଙ୍କା କଲେଣି । ବିଜେପି ସଂଖ୍ୟା ଗଣିତରେ ଏବେ ବହୁ ଆଗରେ ରହୁଥିବା ବେଳେ…
ଲଞ୍ଚ ପାଇଁ ପ୍ରସ୍ତୁତ ‘ଚନ୍ଦ୍ରାୟଣ -୩’
ଚନ୍ଦ୍ରାୟଣ -୩ ର ଶୁଭାରମ୍ଭ ପାଇଁ ଆନୁମାନିକ ତାରିଖ ୧୨ ରୁ ୧୯ ଜୁଲାଇ ମଧ୍ୟରେ ସ୍ଥିର କରାଯାଇଛି। ଯଦି ସବୁକିଛି ଠିକ ହୁଏ ଏବଂ ଯୋଜନା ଅନୁଯାୟୀ ଚାଲେ, ତେବେ ଏହା ଜୁଲାଇ ୧୩ ରେ ଲଞ୍ଚ ହେବ । ଚନ୍ଦ୍ରାୟନ ୨ ପରେ ଏହା ଭାରତର ତୃତୀୟ ଚନ୍ଦ୍ର ମିଶନ ଅଟେ।…
୫ ହଜାର କୋଟି ଟଙ୍କାର ବ୍ୟୟବରାଦ ସହିତ ‘‘ଅଗ୍ନିଶମ ସେବାର ଆଧୁନିକୀକରଣ ପାଇଁ ଯୋଜନା’’
ମୋଟ୍ ୫ହଜାର କୋଟି ଟଙ୍କାର ବ୍ୟୟବରାଦ ସହିତ ‘‘ରାଜ୍ୟମାନଙ୍କରେ ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ଲାଗି’’ ଯୋଜନା ଆରମ୍ଭ କରିଛି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ । ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ)ର ପ୍ରସ୍ତୁତି ଓ କ୍ଷମତା ନିର୍ମାଣ ପାଣ୍ଠି ଅଧୀନରେ…
ଶରଦ ପାଓ୍ବାରଙ୍କୁ ହଟାଇ ଏନସିପି ଗାଦିରେ ବସିଲେ ପୁତୁରା ଅଜିତ ପାଓ୍ବାର
ମୁମ୍ବାଇ: ମହାରାଷ୍ଟ୍ର ଏନସିପିରେ ନିଜକୁ ଦଳର ଅଧ୍ୟକ୍ଷ ଘୋଷଣା କଲେ ଅଜିତ ପାଓ୍ବାର । କାର୍ଯ୍ୟକାରୀଣି ବୈଠକରେ ସେ କହିଛନ୍ତି ଶରଦ ପାଓ୍ବାରଙ୍କ ବୟସ ହେଲାଣି, ରାଜନୀତି ନକରି ଆଶିର୍ବାଦ ଦିଅନ୍ତୁ ବୋଲି ଅଜିତ ପାଓ୍ବାର କହିଛନ୍ତି । ଆଜି ହୋଇଥିବା ବୈଠକରେ ୧୫ ଜଣ ବିଧାୟକ ଶରଦଙ୍କ ସହ ଥିବା…
ୟୁନିଫର୍ମ ସିଭିଲ କୋଡ୍ର କାର୍ଯ୍ୟକାରିତାରେ ବିଳମ୍ବ ହେଲେ ଆମ ମୂଲ୍ୟବୋଧ କ୍ଷତିଗ୍ରସ୍ତ ହେବ: ଉପରାଷ୍ଟ୍ରପତି
ଆସାମର ଗୁଆହାଟୀ ଆଇଆଇଟିର ୨୫ତମ ସମାବର୍ତ୍ତନ ଉତ୍ସବରେ ଉଦ୍ବୋଧନ ଦେଇ ଉପରାଷ୍ଟ୍ରପତି ଶ୍ରୀ ଧନଖଡ଼ କହିଛନ୍ତି ଯେ ଦେଶ ଶାସନରେ ରାଷ୍ଟ୍ରଶାସନ ସଂକ୍ରାନ୍ତ ନିର୍ଦ୍ଦେଶାବଳୀ ( ଡିପିଏସ୍ପି)ର ମୌଳିକ ଭୂମିକା ରହିଛି । ତଦନୁସାରେ ଆଇନ/ନିୟମ ପ୍ରଣୟନ କରିବା ରାଷ୍ଟ୍ରର କର୍ତ୍ତବ୍ୟ । ଏହି…
ଦିଲ୍ଲୀରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ର ଶୁଭାରମ୍ଭ
ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ…
ବଦଳିଲେ ପଂଜାବ,ତେଲେଙ୍ଗାନା, ଆନ୍ଧ୍ର ଓ ଝାଡ଼ଖଣ୍ଡ ରାଜ୍ୟ ବିଜେପି ସଭାପତି
ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ନିଜର ରଣନୀତି ଆରମ୍ଭ କରିଛି । ପଞ୍ଜାବରେ ସୁନୀଲ ଜାଖର, ତେଲେଙ୍ଗାନାରେ ଜି. କିଶନ ରେଡ୍ଡୀ, ଆନ୍ଧ୍ରରେ ଡି ପୁରନ୍ଦେଶ୍ୱରୀ ଓ ଝାଡ଼ଖଣ୍ଡର ବାବୁଲାଲ ମାରାଣ୍ଡିଙ୍କୁ ରାଜ୍ୟ ବିଜେପି ସଭାପତି ଦାୟିତ୍ବ ଦିଆଯାଇଛି । ବିଜେପି ଏବେଠାରୁ…
ଅନଲାଇନ୍ରେ ଆର୍ଥିକ କାରବାର ବିବରଣୀ ଦାଖଲ କରିପାରିବେ ରାଜନୈତିକ ଦଳ
ଏଣିକି ରାଜନୈତିକ ଦଳଗୁଡ଼ିକ ଅନଲାଇନ୍ରେ ନିଜର ଆର୍ଥିକ କାରବାର ବିବରଣୀ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିକଟରେ ଦାଖଲ କରିପାରିବେ । ରାଜନୈତିକ ଦଳମାନଙ୍କ ଦ୍ୱାରା ତିନି ପ୍ରକାରର ରିପୋର୍ଟ - ଯୋଗଦାନ ରିପୋର୍ଟ, ଅଡିଟ୍ ହୋଇଥିବା ବାର୍ଷିକ ଏକାଉଣ୍ଟ ବିବରଣୀ ଏବଂ ନିର୍ବାଚନ ଖର୍ଚ୍ଚର ବିବରଣୀ…