Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ରାହୁଲ ଗାନ୍ଧୀ ଦୁଇଦିନିଆ ମଣିପୁର ଗସ୍ତରେ
ମଣିପୁର:କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଦିନିଆ ମଣିପୁର ଗସ୍ତରେ ଯାଇ ଇମ୍ଫାଲରେ ପହଂଚିଛନ୍ତି । ସେ ଗୁରୁବାର ସକାଳେ ଦିଲ୍ଲୀରୁ ବିମାନ ଯୋଗେ ମଣିପୁର ଗସ୍ତ କରିଥିଲେ । ୨୯ ଓ ୩୦ ତାରିଖ ଦୁଇଦିନ ଧରି ସେ ମଣିପୁରରେ ରହିଛି । ସେଠାରେ ସେ ଆଶ୍ରୟ ସ୍ଥଳରେ ଥିବା ହିଂସା ପୀଡିତଙ୍କ ସମସ୍ୟା…
ତ୍ରିପୁରା ରଥ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ତ୍ରିପୁରା: ତ୍ରିପୁରାର ଉନାକୋଟୀ ଜିଲ୍ଲାରେ ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡା ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା ପରେ ରଥରେ ନିଆଁ ଲାଗି ୨ ଶିଶୁ ସମେତ ୬ ଜଣଙ୍କର ଯନ୍ତ୍ରଣାଦାୟକ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୧୫ ଜଣ ଆହତ ହୋଇଛନ୍ତି।…
ଚନ୍ଦ୍ରଶେଖର ଆଜାଦ ରାବଣଙ୍କୁ ଗୁଳିମାଡ଼
ସରହନପୁର: ଚନ୍ଦ୍ରଶେଖର ଆଜାଦ ରାବଣଙ୍କୁ ଗୁଳିମାଡ଼ । ଅଳ୍ପକେ ବର୍ତ୍ତିଗଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ରାବଣ । ଉତ୍ତରପ୍ରଦେଶ ସରହନପୁରରେ ଗୁଳି ମାଡ଼ ହେବା ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦ୍ରଶେଖରଙ୍କ ପେଟରେ ସାମାନ୍ୟ ଆଘାତ କରି ସିଟରେ ବାଜିଥିଲା ଗୁଳି । …
ଆଜି ମଣିପୁର ଯିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ
ଇମ୍ଫାଲ: ମଣିପୁରରେ ହିଂସା କମୁନଥିବା ବେଳେ ରାଜନୀତି କିନ୍ତୁ ଜୋରଧରିଛି । ଆଜି ମଣିପୁର ଗସ୍ତରେ ଯିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମଣିପୁରରେ ଗତ ଦୁଇ ମାସ ଧରି ଲାଗି ରହିଥିବା ହିଂସାକୁ ବନ୍ଦ କରିବା ପାଇଁ ଅପିଲ କରିବେ ରାହୁଲ ଗାନ୍ଧୀ ବୋଲି ଜଣାପଡିଛି । ମଣିପୁର ହିଂସା ଦମନ…
ଜୁଲାଇ ୧୨ରୁ ୧୯ ମଧ୍ୟରେ ଲଞ୍ଚ କରାଯିବ ଚନ୍ଦ୍ରଯାନ-୩
ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ ପକ୍ଷରୁ ଆସିଛି ଏକ ବଡ଼ ଖବର । ଚନ୍ଦ୍ରଯାନ-୩ କେବେ ଲଞ୍ଚ ହେବ ସେ ନେଇ ଇସ୍ରୋ ମୁଖ୍ୟ ଏସ. ସୋମନାଥ ସୂଚନା ଦେଇଛନ୍ତି । ଜୁଲାଇ ମାସ ୧୨ରୁ ୨୫ ତାରିଖ ମଧ୍ୟରେ ଚନ୍ଦ୍ରଯାନ-୩ ଲଞ୍ଚ ହେବ ବୋଲି ପୂର୍ବରୁ ଅନୁମାନ କରାଯାଉଥିଲା । ମାତ୍ର ଏବେ ଜୁଲାଇ…
ଜାତୀୟ ବଫର୍ରୁ ହରଡ଼ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର
ଉପଭୋକ୍ତାଙ୍କ ସୁବିଧା ପାଇଁ ଜାତୀୟ ବଫର୍ ଷ୍ଟକ୍ରୁ ହରଡ଼ ଡାଲି ଯୋଗାଇ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଆମଦାନୀ କରାଯାଇଥିବା ହରଡ଼ ଡାଲି ଭାରତୀୟ ବଜାରରେ ନିର୍ଦ୍ଧାରିତ ଓ ଲକ୍ଷ୍ୟ ଆଧାରିତ ଢଙ୍ଗରେ ନପହଞ୍ଚିବା ପର୍ଯ୍ୟନ୍ତ ସରକାର ଡାଲି ଯୋଗାଇଦେବେ। ଅନଲାଇନ ନିଲାମୀ ଜରିଆରେ…
ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତ କରିବେ । ପୂର୍ବାହ୍ନ ସାଢେ ୧୦ଟାରେ ବେଳେ ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ । ଏହି ପାଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ…
ବିଆର୍ଏସ୍ ନେତା ଏବଂ କାର୍ଯ୍ୟକର୍ତ୍ତା କଂଗ୍ରେସରେ ଯୋଗ ଦେଲେ
ନୂଆଦିଲ୍ଲୀ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ବାଧୀନ ଦଳ ବିଆର୍ଏସ୍ ର ୧୨ରୁ ଅଧିକ ପୂର୍ବତନ ମନ୍ତ୍ରୀ, ବିଧାୟକ ଏବଂ କାର୍ଯ୍ୟକର୍ତ୍ତା ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପୂର୍ବତନ ସଭାପତି ରାହୁଲ ଗାନ୍ଧିଙ୍କ…
ଆପ୍ ଓ କଂଗ୍ରେସ ମଧ୍ୟରେ ଦିନକୁ ଦିନ ତୀବ୍ର ହେଉଛି ବିବାଦ
୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି।ଦୁଇ ଦଳ ପରସ୍ପରକୁ ଆକ୍ଷେପ କରୁଥିବା ବେଳେ ଏବେ କଂଗ୍ରେସର…
ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତା ଘୋଷଣା
ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ…