Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
National
ପ୍ରକାଶ ପାଇଲା ଜେଇଇ ମେନ ସେସେନ-୧ ପରୀକ୍ଷା ଫଳ
ନୂଆଦିଲ୍ଲୀ : ପ୍ରକାଶ ପାଇଲା ଜେଇଇ ମେନ ସେସେନ-୧ ପରୀକ୍ଷା ଫଳ । ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍ନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। NTA JEEର ଅଫିସିଆଲ ଓ୍ବେବସାଇଟ …
ପୂର୍ବତଟ ରେଳପଥ 310 ଦିନରେ 200 ନିୟୁତ ଟନ ରୁ ଅଧିକ ପଣ୍ୟ ବୋଝେଇ କରିପାରିଛି
ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷର (2022-23 ଆର୍ଥିକ ବର୍ଷରେ) ମାତ୍ର 310 ଦିନରେ ତଥା ଆର୍ଥିକ ବର୍ଷ ସମାପ୍ତ ହେବାର 55 ଦିନ ପୂର୍ବରୁ ଏହାର ପରିସୀମା ମଧ୍ୟରୁ 200.43 ନିୟୁତ ଟନ୍ ପଣ୍ୟ ବୋଝେଇ କରି ଏକ ନୂତନ ରେକର୍ଡ ସୃଷ୍ଟି କରିଛି | ଏହି ଆକଳନ ହାସଲ କରିବାକୁ 2021-22 ଆର୍ଥିକ…
ତୁମକୁରୁରେ ହାଲ୍ ହେଲିକାପ୍ଟର କାରଖାନାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତୁମକୁରୁରେ ହାଲ ହେଲିକାପ୍ଟର କାରଖାନାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ସେ ତୁମକୁରୁ ଇଣ୍ଡଷ୍ଟ୍ରିଆଲ୍ ଟାଉନସିପ୍ ଏବଂ ତୁମକୁରୁର ତିପତୁର ଏବଂ ଚିକ୍କନାୟାକାନାହଲ୍ଲୀ ଠାରେ ଦୁଇଟି ଜଳ ଜୀବନ ମିଶନ୍ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ…
୫ଜଣ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଲେ ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼
ସୁପ୍ରିମ୍ କୋର୍ଟ ପାଇଁ ନବ ନିଯୁକ୍ତ ୫ଜଣ ବିଚାରପତି ଶପଥ ନେଇଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ କରାଇଛନ୍ତି। ଜଷ୍ଟିସ୍ ପଙ୍କଜ ମିଥଲ୍, ଜଷ୍ଟିସ୍ ସଞ୍ଜୟ କରୋଲ୍, ଜଷ୍ଟିସ୍ ପି. ଭି. ସଞ୍ଜୟ କୁମାର, ଜଷ୍ଟିସ୍ ଅସାନୁଦ୍ଦୀନ ଅମନୁଲ୍ଲା ଏବଂ…
ରେଳ ବଜେଟରେ ଓଡ଼ିଶାକୁ ଅନୁଦାନ ନେଇ ରେଳ ମନ୍ତ୍ରୀଙ୍କ ସୂଚନା
ରେଳ ବଜେଟରେ ଓଡିଶାକୁ ମିଳିଲା ୧୦ହଜାର ୧୨ କୋଟି ଟଙ୍କା । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କହିଛନ୍ତି, ଚଳିତ ବର୍ଷଠାରୁ ରେଳ ପଥ ନିର୍ମାଣକୁ ବୃଦ୍ଧି କରାଯିବ । ଏହି ବର୍ଷ ୨୮୦ କିଲୋମିଟର ରେଳ ପଥ ନିର୍ମାଣ ହେବ । ଯାହା ରାଜ୍ୟ ସରକାର ମାଗିଥିଲେ, ତାହାଠୁ…
ସର୍ଭେ ରିପୋର୍ଟରେ ମୋଦୀଙ୍କ ଲୋକପ୍ରିୟତା ବିଶ୍ୱରେ ସର୍ବାଧିକ
ନରେନ୍ଦ୍ର ମୋଦୀ ପୁଣି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା । ଆମେରିକୀୟ କମ୍ପାନୀ ମର୍ଣ୍ଣିଂ କନ୍ସଲ୍ଟ ସର୍ଭେ ରିପୋର୍ଟରେ ମୋଦୀଙ୍କ ଲୋକପ୍ରିୟତା ରେଟିଂ ୭୮ ପ୍ରତିଶତ ରହିଛି । ଯାହାକି ବିଶ୍ୱନେତାଙ୍କ କ୍ଷେତ୍ରରେ ସର୍ବାଧିକ । ଲୋକପ୍ରିୟତା ରେଟିଂରେ ମୋଦୀ, ବାଇଡେନ୍, ଋଷି ସୁନକ ଓ ଫ୍ରାନ୍ସ…
ରାଷ୍ଟ୍ରପତିଙ୍କ ଉଦବେଗ: ଜାମିନ ମିଳିବାରେ ବିଳମ୍ଭ
ଜାମିନ୍ ସତ୍ୱେ ମୁକୁଳିପାରୁନଥିବା କଏଦୀଙ୍କ ପାଇଁ ଅନେକ ସମୟରେ ଅପ୍ରିତିକର ସ୍ଥିତି ସୃଷ୍ଟି ହେଉଛି । ଏନେଇ ସୁପ୍ରମିକୋର୍ଟଙ୍କ ୭ ସୁତ୍ରୀ ନିର୍ଦ୍ଦେଶ । ନିର୍ଦ୍ଦେଶନାମାରେ କୁହାଯାଇଛି ଯେ କୋର୍ଟ ଯେତେବେଳେ ଜଣେ ବିଚାରାଧୀନ କଏଦୀ କିମ୍ବା ଦୋଷୀଙ୍କୁ ଜାମିନ୍ ପ୍ରଦାନ କରିବେ ସେହି ଦିନ…
ହିଣ୍ଡେନବର୍ଗ ରିପୋର୍ଟ ଅଦାନି ଗ୍ରୁପକୁ ତଳିତଳାନ୍ତ କରିସାରିଲାଣି
ଆମେରିକୀୟ ସର୍ଟ ସେଲର ହିଣ୍ଡେନବର୍ଗ ରିପୋର୍ଟ ଅଦାନି ଗ୍ରୁପକୁ ତଳିତଳାନ୍ତ କରିସାରିଲାଣି । ଆଦାନି ଗ୍ରୁପ୍ କମ୍ପାନୀ ଗୁଡ଼ିକର ସେୟାର ମୂଲ୍ୟରେ ୪୩ ପ୍ରତିଶତ ହ୍ରାସ ଘଟିଥିବାରୁ ନିବେଶକମାନେ ହଜାର ହଜାର କୋଟି ଟଙ୍କା ହରାଇଲେଣି । ଏଥି ସହିତ କମ୍ପାନୀ ଗୁଡ଼ିକର ମିଳିତ ବଜାର ମୂଲ୍ୟ ୧୦ ହଜାର…
୨୦ହଜାର କୋଟିର ଏଫପିଓ ରଦ୍ଦ କଲା ଆଦାନୀ ଏଣ୍ଟରପ୍ରାଇଜେର୍ସ ଲିମିଟେଡ୍
ନୂଆଦିଲ୍ଲୀ : ଆଦାନୀ ଗ୍ରୁପର ବଡ଼ ନିଷ୍ପତ୍ତି । ୨୦ହଜାର କୋଟିର ଏଫପିଓ ରଦ୍ଦ କଲା ଆଦାନୀ ଏଣ୍ଟରପ୍ରାଇଜେର୍ସ ଲିମିଟେଡ୍ । ଟଙ୍କା ଫେରିପାଇବେ ନିବେଶକ । ସେୟାର ମାର୍କେଟ ତଳ ଉପର ହେଉଥିବାରୁ କମ୍ପାନୀ ବୋର୍ଡ ଏଫପିଓ ରଦ୍ଦ ପାଇଁ ନିଷ୍ପତ୍ତି ନେଇଛି । ଏନେଇ ସୂଚନା ଦେଇଛନ୍ତି କମ୍ପାନୀ…
ମୋଦିଙ୍କୁ ଆମନ୍ତ୍ରଣ କଲେ ବାଇଡେନ
ମୋଦିଙ୍କୁ ଆମନ୍ତ୍ରଣ କଲେ ବାଇଡେନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ଜୁନ୍ ମାସରେ ଆମେରିକା ଗସ୍ତରେ ଆସିବା ଲାଗି ରାଷ୍ଟ୍ରପତି ଜୋ ବାଇଡେନ୍ ନିମନ୍ତ୍ର କରିଛନ୍ତି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କରିଥିବା କଥା ଜାତୀୟ ଗଣମାଧ୍ୟମରେ ପ୍ରକାଶ…