Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
କୋଚିଙ୍ଗ୍ ସେଣ୍ଟର୍ରେ ଅଗ୍ନିକାଣ୍ଡ, ଝରକା ବାଟେ ବାହାରକୁ ଡେଇଁଲେ ଛାତ୍ରଛାତ୍ରୀ
ନୂଆଦିଲ୍ଲୀ: ମୁଖାର୍ଜୀ ନଗର ଅଞ୍ଚଳରେ ଥିବା ଗୋଟାଏ କୋଚିଙ୍ଗ୍ ସେଣ୍ଟର୍ରେ ଅଗ୍ନିକାଣ୍ଡ ଘଟିବାରୁ ଛାତ୍ରଛାତ୍ରୀମାନେ ଝରକା ଦେଇ ବାହାରକୁ ଆସିଥିଲେ । ଏହି ଭିଡିଓ ସୋସିଆଲ ମିିଡିଆରେ ଭାଇରାଲ ହେବାରେ ଲାଗିଛି । ନିଆଁ ଲାଗିବାର ପ୍ରକୃତ କାରଣ ଜଣା ନ ପଡ଼ିଲେ ବି ଗୋଟାଏ ଇଲେକ୍ଟ୍ରିକ୍…
ବିପର୍ଯ୍ୟୟର ଲାଣ୍ଡଫଲ୍
ଅହମ୍ମଦାବାଦ : ଅତି ଭୀଷଣ ସାମୁଦ୍ରିକ ବାତ୍ୟା ବିପର୍ଯ୍ୟୟର ଲାଣ୍ଡଫଲ (ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା) ଆରମ୍ଭ ହୋଇଯାଇଛି ।
https://twitter.com/ani_digital/status/1669337443768885248?s=20
ଏହି ଲାଣ୍ଡଫଲ ପ୍ରକ୍ରିୟା ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିବ ।ଏହି ବାତ୍ୟାର ବାହ୍ୟ…
ମଣିପୁରରେ ହିଂସା ; ଗୁଳିମାଡ଼ରେ ପୁଣି ୧୧ ଜଣଙ୍କ ମୃତ୍ୟୁ ଇମ୍ଫାଲ
ଇମ୍ଫାଲ : ମଣିପୁରରେ ହିଂସା ଥମୁନି । ବ୍ୟାପକ ସୁରକ୍ଷା ସତ୍ତ୍ବେ ହିଂସା ଘଟାଉଛନ୍ତି ଉଗ୍ରପନ୍ଥୀ । ଗତରାତିରେ ଉଗ୍ରପନ୍ଥୀଙ୍କ ଗୁଳିମାଡ଼ରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଆହତ ହୋଇଛନ୍ତି। ଶତାଧିକ ସଶସ୍ତ୍ର ଉଗ୍ରପନ୍ଥୀ ଇମ୍ଫାଲ ପୂର୍ବ ଜିଲ୍ଲା ଏବଂ କାଙ୍ଗପୋକି ଜିଲ୍ଲା ସୀମା…
ଜଖାଉ ପୋର୍ଟରେ ଲ୍ୟାଣ୍ଡଫଲ କରିବ ବିପର୍ଯ୍ୟୟ
ଜଖାଉ ପୋର୍ଟରେ ଲ୍ୟାଣ୍ଡଫଲ କରିବ ବିପର୍ଯ୍ୟୟ
ଗାନ୍ଧିନଗର: ଅତି ଭୀଷଣ ରୂପ ନେଇ ଉପକୂଳ ଆଡ଼କୁ ମୁହାଁଉଛି ’ବିପର୍ଯ୍ୟୟ’ । ବିପର୍ଯ୍ୟୟ ପାଇଁ ଏବେ ସମୁଦ୍ର ଭିତରେ ପବନର ବେଗର ଘଣ୍ଟା ପ୍ରତି ୧୪୫ରୁ ୧୫୫ କିମି ରହିଛି । ବାତ୍ୟା ପ୍ରଭାବରେ ପଶ୍ଚିମ ଭାରତର ୮ଟି ରାଜ୍ୟ ପ୍ରଭାବିତ ହେବାକୁ ଥିବା…
ତାମିଲନାଡୁ ଶକ୍ତି ଓ ଅବକାରୀ ମନ୍ତ୍ରୀ ଗିରଫ ପରେ କାନ୍ଦିଲେ
ନୂଆଦିଲ୍ଲୀ : କାନ୍ଦିଲେ ଶକ୍ତି ମନ୍ତ୍ରୀ । ତାମିଲନାଡୁ ଶକ୍ତି ମନ୍ତ୍ରୀ ଇଡି ଗିରଫ କରିବା ପରେ ସେ କାନ୍ଦିଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି । ମନି ଲଣ୍ଡରିଂ ମାମଲାରେ ତାମିଲନାଡୁ ଶକ୍ତି ଓ ଅବକାରୀ ମନ୍ତ୍ରୀ ଭି. ସେନଥିଲ୍ ବାଲାଜୀ ଗିରଫ ହୋଇଛନ୍ତି । କ୍ୟାସ୍ ଫର ଜବ୍ ସ୍କାମ…
ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍ଫଲ୍’ କରିପାରେ ବାତ୍ୟା ‘ବିପର୍ଯ୍ୟୟ’
ନୂଆଦିଲ୍ଲୀ: ଆରବ ସାଗର ଉପରେ କେନ୍ଦ୍ରୀଭୂତ ହୋଇ ଉତ୍ତରଆଡ଼କୁ ଗତିଶୀଳ ହେଉଥିବା ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟା ବେଳେ ଗୁଜରାଟ ଉପୂକଳ ଅନ୍ତର୍ଗତ ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍ଫଲ୍’ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ତେଣୁ, ସତର୍କତାମୂଳକ ପଦକ୍ଷେପ…
ମନି ଲଣ୍ଡରିଂ ମାମଲାରେ ତାମିଲନାଡ଼ୁର ଶକ୍ତି ମନ୍ତ୍ରୀ ଗିରଫ
ନୂଆଦିଲ୍ଲୀ:ମନି ଲଣ୍ଡରିଂ ମାମଲାରେ ତାମିଲନାଡ଼ୁର ଶକ୍ତି ମନ୍ତ୍ରୀ ଭି. ସେନଥିଲ୍ ବାଲାଜୀଙ୍କୁ ବାନ୍ଧିଲା ଇଡି। କ୍ୟାସ୍ ଫର ଜବ୍ ସ୍କାମରେ ଭି. ସେନଥିଲ୍ଙ୍କୁ ଇଡି ଗତକାଲି ବାନ୍ଧିବା ପରେ ଦେଖିବାକୁ ମିଳିଛି ହାଇ ଡ୍ରାମା। ହଠାତ୍ ଛାତି ଯନ୍ତ୍ରଣା ଅଭିଯୋଗ କରିବା ସହ ମନ୍ତ୍ରୀ ଗାଡ଼ିରେ…
ମଣିପୁରରେ ପୁଣି ଥରେ ହିଂସାକାଣ୍ଡ ସୃଷ୍ଟି
ନୂଆଦିଲ୍ଲୀ: ମଣିପୁରରେ ପୁଣି ଥରେ ହଂସାକାଣ୍ଡ ଦେଖିବାକୁ ମିଳିଛି । ହିଂସାକାଣ୍ଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ଶରୀରରେ ଗୁଳିର ଚିହ୍ନ ରହିଥିବା ଦେଖିବାକୁ ମିଳିଛି । କିଛି ଆହତଙ୍କୁ ଚିକିତ୍ସା ପାଇଁ ଇମ୍ଫାଲ ସ୍ଥାନାନ୍ତର କରାଯାଇଛି । ରାଜ୍ୟର ଖମେନଲୋକ ଅଞ୍ଚଳରେ ହୋଇଥିବା ଗୁଳିମାଡ଼ରେ ୯…
ପ୍ରକାଶ ପାଇଲା ନିଟ୍ ୟୁଜି-୨୦୨୩ ପରୀକ୍ଷା ଫଳ
ଭୁବନେଶ୍ୱର: ପ୍ରକାଶ ପାଇଲା ନିଟ୍ ୟୁଜି-୨୦୨୩ ପରୀକ୍ଷା ଫଳ । ଚଳିତ ଥର ନିଟରେ ଦୁଇଜଣ ଛାତ୍ର ଟପ୍ କରିଛନ୍ତି । ତାମିଲନାଡୁର ପ୍ରଭଞ୍ଜନ ଜେ ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ହାସଲ କରି ସର୍ବଭାରତୀୟ ସ୍ତରରେ ରାଙ୍କ-୧ ହାସଲ କରିଛନ୍ତି । ଉଭୟ ୯୯.୯୯ ପ୍ରତିଶତ…
ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ
ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ବିପର୍ଯ୍ୟୟ’ । ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ । ଗୁରୁବାର ସଂଧ୍ୟାରେ ଗୁଜରାଟର କଚ୍ଚ ଓ ପାକିସ୍ଥାନର କରାଚି ଉପକୂଳରେ ମାଡ଼ ହେବା ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେଲା ଏହା ୧୨ କିଲୋମିଟର ବେଗରେ ଗତି କରୁଛି…