Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
National
ବିଜୟ ସହ ବିଶ୍ୱ ଦିନିକିଆ କ୍ରିକେଟରେ ଏକ ନମ୍ବର ସ୍ଥାନ ଅଧିକାର କରିଛି ଭାରତ
ତୃତୀୟ ଦିନିକିଆରେ ନ୍ୟୁଜିଲାଣ୍ଡକୁ ୯୦ ରନରେ ହରାଇ ଦେଇଛି ଟିମ୍ ଇଣ୍ଡିଆ । ଏହା ୩-୦ରେ କ୍ଲିନ୍ ସୁଇପ୍ କରି ସିରିଜ ବିଜୟ ହାସଲ କରିଛି ଘରୋଇ ଦଳ । ବିଜୟ ସହ ବିଶ୍ୱ ଦିନିକିଆ କ୍ରିକେଟରେ ଏକ ନମ୍ବର ସ୍ଥାନ ଅଧିକାର କରିଛି ଭାରତ । ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳା ଯାଉଥିବା ତୃତୀୟ…
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିତରଣ ସମାରୋହ
ନୂଆଦିଲ୍ଲୀ : ସ୍ଥାନୀୟ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିତରଣ ସମାରୋହ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସମ୍ବୋଧନରେ ଓଡ଼ିଶାର ଦୁଇ ବୀରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କୁ ସ୍ମରଣ କରିଥିଲେ। ଏଭଳି ରାଷ୍ଟ୍ର…
୨୧ଟି ବଡ଼ ଦ୍ବୀପକୁ ୨୧ ଜଣ ବୀର ଯବାନଙ୍କ ନାମରେ ନାମିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ପରାକ୍ରମ ଦିବସ ତଥା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଶାସିତ ଅଞ୍ଚଳ ଆଣ୍ଡାମାନ ଏବଂ ନିକୋବରର ୨୧ଟି ବଡ଼ ଦ୍ବୀପକୁ ୨୧ ଜଣ ବୀର ଯବାନଙ୍କ ନାମରେ ନାମିତ କରିଛନ୍ତି। ପୂର୍ବରୁ ଉକ୍ତ ଦ୍ବୀପ ଗୁଡ଼ିକର କୌଣସି ନାମ…
ହିଜାବ ମାମଲାର ଜରୁରୀ ଶୁଣାଣି ପାଇଁ ରାଜି ହୋଇଛନ୍ତି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ହିଜାବ ମାମଲାର ଜରୁରୀ ଶୁଣାଣି ପାଇଁ ଏହାକୁ ତାଲିକାଭୁକ୍ତ କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ କହିଛନ୍ତି, ଉକ୍ତ ମାମଲାକୁ ସେ ତର୍ଜମା କରିବେ ଏବଂ ମାମଲାକୁ ଏକ ୩ ଜଣିଆ ଖଣ୍ଡପୀଠ ନିକଟରେ ତାଲିକାଭୁକ୍ତ କରିବେ।…
ନେତାଜୀ ସୁଭାଷ ଚନ୍ଦ୍ର ବୋଷ
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ଜନ୍ମଦିନ । ୨୩ ଜାନୁଆରୀ ୧୮୯୭ରେ ଜନ୍ମ ହୋଇଥିଲେ ଏହି ମହାନ ସ୍ବାଧୀନତା ସଂଗ୍ରାମୀ । ନେତାଜୀ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା ।…
ସର୍ବ ଭାରତୀୟ ପୋଲିସ୍ ଡିଜି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ସ୍ଥିତ ଜାତୀୟ କୃଷି ବିଜ୍ଞାନ ସୌଧ, ପୁଷା, ଠାରେ ଅନୁଷ୍ଠିତ ସର୍ବ ଭାରତୀୟ ପୋଲିସ୍ ଡାଇରେକ୍ଟର ଜେନେରାଲ / ଇନ୍ସପେକ୍ଟର ଜେନେରାଲ୍ ସମ୍ମିଳନୀରେ ଯୋଗଦେବେ ।
ତିନି ଦିନିଆ ସମ୍ମିଳନୀ ହାଇବ୍ରିଡ୍ ଫର୍ମାଟରେ ଅନୁଷ୍ଠିତ ହେବ । ରାଜ୍ୟ /…
ୟୁପିରେ ଏକେ-୨୦୩ ରାଇଫଲ ଉତ୍ପାଦନ ହେବ
ଲକ୍ଷ୍ନୌ: ଭାରତର ପ୍ରତିରକ୍ଷା କ୍ଷେତ୍ରରେ ଏକେ ୪୭ ବଦଳରେ ଏକେ-୨୦୩ ରାଇଫଲ ପ୍ରସ୍ତୁତ କରି ଏହି ରାଇଫଲକୁ ବ୍ୟବହାର କରିବାକୁ ଯାଉଛି । ଦୀର୍ଘ ଦିନ ଧରି ଏନେଇ ଆଲୋଚନା ପର୍ଯ୍ୟାଲୋଚନା କରିବା ପରେ ପ୍ରତିରକ୍ଷାବାହିନୀ ଏଥିପାଇଁ ସମ୍ମତି ପ୍ରଦାନ କରିଛି । ଏହି ରାଇଫଲ ୩୦୦ ମିଟର ଦୂରରେ…
ଆଜି ଭାରତୀୟ ସେନାର ୭୫ତମ ପ୍ରତିଷ୍ଠା ଦିବସ
ନୂଆଦିଲ୍ଲୀ: ଆଜି ଭାରତୀୟ ସେନାର ୭୫ତମ ପ୍ରତିଷ୍ଠା ଦିବସ । ପ୍ଲାଣ୍ଟିନମ ଜୁବଲି ପାଳୁଛି ଇଣ୍ଡିଆନ୍ ଆର୍ମୀ । ଦେଶର ସୁରକ୍ଷା ଲାଗି ସଂଗ୍ରାମ କରିଥିବା ଯବାନଙ୍କ ତ୍ୟାଗ ଓ ଅବଦାନକୁ ସ୍ମରଣ କରି ପ୍ରତିବର୍ଷ ପାଳନ ହେଉଛି ଭାରତୀୟ ସେନା ଦିବସ ।୧୮୯୫ ମସିହା ଏପ୍ରିଲ ୧ ତାରିଖରେ…
ମହଙ୍ଗା ପଡିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଦ ଛୁଇଁବା ଉଦ୍ୟମ
ମହଙ୍ଗା ପଡିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଦ ଛୁଇଁବା ଉଦ୍ୟମ । ମହିଳା ଇଂଜିନିୟରଙ୍କୁ ସସ୍ପେଣ୍ଡ କରିଛନ୍ତି ରାଜସ୍ଥାନ ସରକାର । ସ୍କାଉଟ୍ ଗାଇଡ୍ ଜମ୍ବୁରୀ ଉଦଘାଟନ ଉତ୍ସବରେ ଯୋଗ ଦେବାକୁ ଜାନୁଆରୀ ୪ ତାରିଖରେ ରାଜସ୍ଥାନ ଗସ୍ତରେ ଯାଇଥିଲେ ରାଷ୍ଟ୍ରପତି । ଏହି ଅବସରରେ…
ଭାରତୀୟ ପୁରୁଷ ହକି ଦଳ ଆଜି ତା’ର ଦ୍ୱିତୀୟ ମୁକାବିଲାରେ ଇଂଲଣ୍ଡକୁ ଭେଟିବ
ସ୍ପେନ ବିରୋଧରେ ଜବରଦସ୍ତ ବିଜୟ ସହ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିଥିବା ଭାରତୀୟ ପୁରୁଷ ହକି ଦଳ ଆଜି ତା’ର ଦ୍ୱିତୀୟ ମୁକାବିଲାରେ ଇଂଲଣ୍ଡକୁ ଭେଟିବ । ଶୁକ୍ରବାର ପ୍ରଥମ ମ୍ୟାଚରେ ଭାରତ ଦମଦାର ପ୍ରଦର୍ଶନ କରି ସ୍ପେନକୁ ୨-୦ ଗୋଲରେ ହରାଇଥିଲା । କିନ୍ତୁ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଟିମକୁ କଡ଼ା…