Browsing Category

National

ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା, ଦଳାଚକଟା ଯୋଗୁଁ ୩୧ ଜଣଙ୍କର ମୃତ୍ୟୁ

ତାମିଲନାଡ଼ୁରୁ ଆସିଲା ବଡ ଖବର | ଅଭିନେତା ତଥା ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା । ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୧ ଜଣଙ୍କ ମୃତ୍ୟୁ  ମୃତ୍ୟୁ | ଶତାଧିକ ଲୋକ ଆହତ ସୂଚନା | ସୂତ୍ରରୁ ମିଳିଥିବା ସୂଚନା ମୁତାବକ ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ…

ଆଉ ଯୁଦ୍ଧରେ ଭାଗ ନେବନି ମିଗ୍ ଯୁଦ୍ଧ ବିମାନ, ତେଜସ କରିବ ଯୁଦ୍ଧ

ଆଉ ଯୁଦ୍ଧରେ ଭାଗନେବନାହିଁ ଲଢ଼ୁଆ ଯୁଦ୍ଧ ବିମାନ ମିଗ-21 । ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ MiG-21  ଆନୁଷ୍ଠାନିକ ଭାବରେ ଅବସର ନେଉଛି । ଅନେକ ଯୁଦ୍ଧରେ ଏହା ଶତ୍ରୁଙ୍କୁ ମାତ ଦେଇ ଅନେକ କ୍ଷତି କରିଛି ।  ଏହା ଭାରତର ବାୟୁ ପ୍ରତିରକ୍ଷା କ୍ଷେତ୍ରରେ “ସର୍ବାଧିକ ଶକ୍ତିଶାଳୀ” ଲଢ଼ୁଆ ବିମାନ…

ଲଦାଖକୁ ରାଜ୍ୟ ମାନ୍ୟତା ଦାବି

କେନ୍ଦ୍ରଶାସିତ ଅଞ୍ଚଳ ଲଦାଖକୁ ରାଜ୍ୟ ମାନ୍ୟତା ପ୍ରଦାନ ଦାବିରେ ବୁଧବାର ଲେହ୍‌ଠାରେ ବନ୍ଦ ପାଳନ ସମୟରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ଲେହ୍‌ ଆପେକ୍ସ ବଡି (ଏଲ୍‌ଏବି) ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ ବେଳେ ପୋଲିସ ଗୁଳିରେ ୪ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ରୁ…

ପାଣିରେ ବୁଡ଼ ରହିଛି କୋଲକାତା, ପାଣି ଘେରରେ ପୂଜା ପେଣ୍ଡାଲ

ଯୁଆଡେ ଦେଖିଲେ ଖାଲି ପାଣି ଆଉ ପାଣି… ସହରର ମୁଖ୍ୟ ରାସ୍ତା କୁହନ୍ତୁ କି ଗଳିକନ୍ଦି ଅବା ଦୋକାନ ବଜାର । ସବୁଠି ପାଣି ପାଣି । ବର୍ଷା ଏମିତି ହେଲା ଘରେ ଅଣ୍ଟେ ଲେଖାଏଁ ପାଣି ପଶିଗଲା । ରାତିରେ ହଠାତ୍ ବର୍ଷାପାଣି ଘର ମୁହାଁ ହେବା ପରେ ଏବେ କୋଲକାତାର ସ୍ଥିତି ପୂରା ସଙ୍ଗୀନ୍ । କେଉଁଠି କିଏ…

ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏକ ପ୍ରମୁଖ ମୁସଲିମ ରାଷ୍ଟ୍ର ମରକ୍କୋରୁ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ ଅପରେସନ ସିନ୍ଦୂର ସମୟରେ ଭାରତ ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି। ପ୍ରତିରକ୍ଷା…

ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ –…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଉଦ୍‌ବୋଧନରେ GST ସଂସ୍କାର ନେଇ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୨୨ ତାରିଖରୁ ଦେଶର ସବୁ ବର୍ଗର ଲୋକେ GST ସଂସ୍କାର ଦ୍ବାରା ଉପକୃତ ହେବେ। ଏହା…

ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ

ମଣିପୁରର ରାଜଧାନୀ ଇମ୍ଫାଲ ଉପକଣ୍ଠରେ ଥିବା ବିଷ୍ଣପୁରଠାରେ ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ ହୋଇଛି । ଉଗ୍ରବାଦୀଙ୍କ ଏହି ଆକ୍ରମଣରେ ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଏକ ଟାଟା ୪୦୭ ମିନିବସରେ ଆସାମ ରାଇଫଲ୍ସର ୩୩ଜଣ ଯବାନ ଯାଉଥିବାବେଳେ…

ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦ୍ୟ ଭୋଟ୍‌ ଚୋରି ଅଭିଯୋଗ ଉପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେପି। ରାହୁଲଙ୍କୁ କଡ଼ା ଜବାବ ଦେଇ ବିଜେପି କହିଛି ଯେ ରାହୁଲ ଗାନ୍ଧୀ ଭାରତରେ ନେପାଳ ଏବଂ ବାଂଲାଦେଶ ଭଳି ସ୍ଥିତି ସୃଷ୍ଟି କରିବାକୁ ଚାହୁଛନ୍ତି। ବିଜେପି ସାଂସଦ ଅନୁରାଗ ଠାକୁର ଗୁରୁବାର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ  ।  ସାରା ରାଜ୍ୟରେ ଦିନ ୨ ଟା ୧୬ ସୁଦ୍ଧା ମେରୀ ଲାଇଫ୍ ପୋର୍ଟାଲରେ ଅପଲୋଡ୍ ହୋଇଥିବା ଚାରା ସଂଖ୍ୟା ୧ କୋଟି ୪ ହଜାର ୪୦୯ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ…

୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମୋଦିଙ୍କ ଜନ୍ମଦିନରେ ବ୍ୟାପକ କାର୍ଯ୍ୟକ୍ରମ । ଆଜି ଗୋଟିଏ ଦିନରେ ରେକର୍ଡ ୭୫ ଲକ୍ଷ ଗଛ ଲଗାଇବେ ରାଜ୍ୟ ସରକାର । ଆବାସ ଦିବସରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଆଭାସୀରେ ସାମିଲ ହେବେ ନରେନ୍ଦ୍ର ମୋଦୀ । କାଲି ସୁଭଦ୍ରା ଜନ୍ମତିଥି ବି ପାଳନ ହେବ । ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…