Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ହିଂସାପ୍ରବଣ ଅଞ୍ଚଳ ବୁଲିଲେ ଅମିତ ଶାହ
ଇମ୍ଫାଲ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବେ ହିଂସା ପ୍ରବଣ ମଣିପୁରରେ ସୁରକ୍ଷା ସ୍ଥିତି ସମୀକ୍ଷା କରୁଛନ୍ତି। ୪ ଦିନିଆ ମଣିପୁର ଗସ୍ତରେ ଥିବା ଶାହ ହିଂସାଗ୍ରସ୍ତ ଅଂଚଳ ଚୁରାଚାନ୍ଦପୁର ଜିଲ୍ଲା ବୁଲିଛନ୍ତି। ଏଠାରେ ଆଦିବାସୀ ମହିଳାମାନେ ଜାତୀୟ ପତାକା ଧରି ଶାହଙ୍କୁ ସ୍ବାଗତ କରିଥିଲେ।…
୪୦୦ ତଳେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ…
କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତର ଦ୍ୱିତୀୟ ଦିନ
ଏକବିଂଶ ଶତାବ୍ଦୀ ଭାରତର ଶତାବ୍ଦୀ ହେବାକୁ ଯାଉଛି । ଏକବିଂଶ ଶତାବ୍ଦୀକୁ ପ୍ରେରଣା ଦେବା ପାଇଁ ଏହାକୁ ଏକ ନୂଆ ମଡେଲ ଭାବେ ସୃଷ୍ଟି କରିବା ପାଇଁ ନାନିଆଙ୍ଗ ଟେକ୍ନୋଲୋଜି ୟୁନିଭରସିଟି ଏବଂ ଭାରତୀୟ ବିଶ୍ୱବିଦ୍ୟାଳୟ ପରି ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଗୁଡ଼ିକ ସହଯୋଗ କରିବାର ଆବଶ୍ୟକ ରହିଛି…
ହେଲିପୋର୍ଟ ଲାଇସେନ୍ସ ମଞ୍ଜୁର ପାଇଁ ପ୍ରକ୍ରିୟାକୁ ସରଳ କଲା ଡିଜିସିଏ
ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ହେଲିପୋର୍ଟ ଲାଇସେନ୍ସ ଅନୁଦାନ ପାଇଁ ପ୍ରକ୍ରିୟାକୁ ସରଳ କରିଛି। ବର୍ତ୍ତମାନ ପାଞ୍ଚଟି ବାହ୍ୟ ସଂସ୍ଥାକୁ ଏନଓସି / କ୍ଲିୟରାନ୍ସ ପାଇଁ ଆବେଦନଗୁଡିକ ଆବେଦନକାରୀଙ୍କ ଇଜିସିଏ ପ୍ରୋଫାଇଲରେ ଗୋଟିଏ ଟ୍ୟାବ୍ ମାଧ୍ୟମରେ ରୁଟ୍ ହୋଇପାରିବ | …
ମଣିପୁରରେ ପହଞ୍ଚି ସୁରକ୍ଷା ପରିସ୍ଥିତିର ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ଇମ୍ଫାଲ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର ମଣିପୁରରେ ପହଞ୍ଚି ରାଜ୍ୟରେ ଉପୁଜିଥିବା ହିଂସାକୁ ନେଇ ସୁରକ୍ଷା ପରିସ୍ଥିତିର ସମୀକ୍ଷା କରିଛନ୍ତି। ସେ ସେଠାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ଏବଂ ରାଜ୍ୟର ଅନ୍ୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଏକ ବୈଠକରେ ଅଧ୍ୟକ୍ଷତା କରି…
ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ତୁ ତୁ ମେ’ମେ’ରେ ଲାଗିଛି ବିରାମ
ରାଜସ୍ଥାନର ଦୁଇ ତୁଙ୍ଗ ନେତା ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଦୀର୍ଘ ଦିନ ହେଲା ଚାଲିଥିବା ତୁ ତୁ ମେ’ମେ’ରେ ଲାଗିଛି ବିରାମ ଆସନ୍ତା ବିଧାନସଭା ନିର୍ବାଚନ ନିମନ୍ତେ ସେମାନେ କଂଗ୍ରେସ ପାଇଁ ମିଳିତ ଭାବେ କାମ କରିବେ ବୋଲି ସମ୍ମତି ପ୍ରକାଶ କରିଛନ୍ତି। ଫଳରେ ରାଜ୍ୟରେ ପାର୍ଟି…
ମଣିପୁରରେ ହିଂସା: ପୁଲିସ ସମେତ ୫ ଜଣଙ୍କ ମୃତ୍ୟୁ
ଇମ୍ଫାଲ: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ୪ ଦିନିଆ ମଣିପୁର ଗସ୍ତରେ ଅଛନ୍ତି। ତେବେ ତାଙ୍କ ଗସ୍ତର କିଛି ଘଣ୍ଟା ପୂର୍ବରୁ ରାଜ୍ୟରେ ସାନି ହିଂସା ଉପୁଜିଛି। ହିଂସାରେ ଜଣେ ପୁଲିସ ସମେତ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି ଏବଂ ୧୨ ଜଣ ଆହତ ହୋଇଛନ୍ତି। ସାନି ହିଂସା ଯୋଗୁ…
ନାବାଳିକା ପ୍ରେମିକାକୁ ୪୦ ଥର ଛୁରୀ ମାରି ହତ୍ୟା କଲା ପ୍ରେମିକ ସାହିଲ
ଦିଲ୍ଲୀ: ଦିଲ୍ଲୀରେ ପୁଣି ଏକ ଭୟାନକ ହତ୍ୟାକ କରିଛି ପ୍ରେମିକ ସାହିଲ । ନିଜ ପ୍ରେମିକା ସହ କୈାଣସି କାରଣରୁ ମତାନ୍ତର ହେବା ପରେ ନାବାଳିକା ପ୍ରେମିକାକୁ ୪୦ ଥର ଛୁରୀ ମାରି ହତ୍ୟା କଲା ପ୍ରେମିକ ସାହିଲ । ହତ୍ୟା କରିବା ପରେ ହେଲାନି ମନ ଶାନ୍ତି । ପାଖରେ ପଡ଼ିଥିବା ପଥର ଉଠାଇ ଛେଚିଥିଲା…
‘ଏନ୍ଭିଏସ୍-୧’ ସାଟେଲାଇଟ୍ର ସଫଳ ଉତ୍କ୍ଷେପଣ
ଶ୍ରୀହରିକୋଟା: ଆନ୍ଧ୍ରପ୍ରଦେଶ ଅନ୍ତର୍ଗତ ଶ୍ରୀହରିକୋଟାସ୍ଥି ‘ସତୀଶ ଧୱନ୍ ସ୍ପେସ୍ ସେଣ୍ଟର୍’ରୁ ଇସ୍ରୋ ଦ୍ବାରା ‘ଏନ୍ଭିଏସ୍-୧’ ସାଟେଲାଇଟ୍ର ସଫଳ ଉତ୍କ୍ଷେପଣ କରାଇଛି। ଏହା ଏକ ବଡ଼ ସଫଳତା ବୋଲି କହିଛି ଇସ୍ରୋ ।…
ହିନ୍ଦୁବାଦୀ ନେତା ବିନାୟକ ସବରକରଙ୍କ ବିଷୟରେ ପାଠ ପଢ଼ିବେ ଦିଲ୍ଲୀ ୟୁନିଭରସିଟି ଛାତ୍ରଛାତ୍ରୀ
ମହାତ୍ମା ଗାନ୍ଧୀଙ୍କ ବଦଳରେ ଏଣିକି ହିନ୍ଦୁବାଦୀ ନେତା ବିନାୟକ ସବରକରଙ୍କ ବିଷୟରେ ପାଠ ପଢ଼ିବେ ଦିଲ୍ଲୀ ୟୁନିଭରସିଟି ଛାତ୍ରଛାତ୍ରୀ। ୟୁନିଭରସିଟିର ଯୁକ୍ତ ୩ ପଲଟିକାଲ ସାଇନ୍ସ ପିଲାଙ୍କୁ ସବରକରଙ୍କ ବିଷୟରେ ଦିଆଯିବ ଜ୍ଞାନ ।ଯୁକ୍ତ ୩ ର ପଞ୍ଚମ ସେମିଷ୍ଟାରରେ ମହାତ୍ମା ଗାନ୍ଧିଙ୍କ ବିଷୟରେ…