Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ଶିମିଳିପାଳ ପରିଦର୍ଶନରେ ରାଷ୍ଟ୍ରପତି
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିଛନ୍ତି । ପ୍ରାୟ ୧୦ଟା ୨୫ ମିନିଟ୍ରେ ଦ୍ରୌପଦୀ ମୁର୍ମୁ ଯଶିପୁରସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଥିଲେ। ଏହା ପରେ ସେ ସ୍ବତନ୍ତ୍ର ଗାଡ଼ି ଯୋଗେ ଶିମିଳିପାଳ ବୁଲିବାକୁ ବାହାରିଥିଲେ। ରାଷ୍ଟ୍ରପତି…
ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିବା କୁସ୍ତିଯୋଦ୍ଧାମାନଙ୍କୁ ତଳ କୋର୍ଟକୁ ଯିବାକୁ କହିଲେ ସର୍ବୋଚ୍ଚ କୋର୍ଟ
ନୂଆଦିଲ୍ଲୀ : ଡବ୍ଲୁଏଫ୍ଆଇ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକରଣ ଏବଂ ତାଙ୍କୁ ସୁରକ୍ଷା ପ୍ରଦାନ ପାଇଁ ଆବେଦନ କରିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ବିଜେପି ସାଂସଦ ତଥା ଡବ୍ଲୁଏଫ୍ଆଇ ମୁଖ୍ୟଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକୃତ ହେବା ପରେ ପୁଣି…
ଭାରତ ଗସ୍ତରେ ଆସି ଆଶାବାଦୀ କହିଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱାଲ୍ ଭୁଟ୍ଟୋ
କରାଚୀ: ଆଜି ଓ ଆସନ୍ତାକାଲି ହେବାକୁ ଥିବା ସଙ୍ଘାଇ କର୍ପୋରେସନ୍ ଅର୍ଗାନାଇଜେସନ୍’ (ଏସ୍ସିଓ) ବୈଠକରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଭାଗ ନେବାକୁ ଆସି ଗୋଆରେ ପହଁଚିଛନ୍ତି । ଭଲ ଆଲୋଚନା ହେବ ବୋଲି ପାକ ବୈଦେଶିକ ମନ୍ତ୍ରୀ ବିଲାୱାଲ୍ ଭୁଟ୍ଟୋ ଆଶା ପ୍ରକାଶ କରିଛନ୍ତି। ସେ…
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳକର୍ମଚାରୀଙ୍କୁ ଦିଆଯିବ ଶ୍ରୀ ଅନ୍ନ ପ୍ରସ୍ତୁତ ଭୋଜନ
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ (ସିଏପିଏଫ) ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନଡିଆରଏଫ)ର କର୍ମଚାରୀଙ୍କୁ ଶ୍ରୀ ଅନ୍ନ (ମିଲେଟ୍ସ)ରେ ପ୍ରସ୍ତୁତ ଭୋଜନ ପରିବେଷଣ କରାଯିବ । ଅନ୍ତର୍ଜାତୀୟ ମିଲେଟ୍ସ ବର୍ଷ-୨୦୨୩ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ…
ସେନା ହେଲିକପ୍ଟର୍ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ଆହତ
ନୂଆଦିଲ୍ଲୀ: ଆଜି ସକାଳେ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ଜିଲ୍ଲା ଅନ୍ତର୍ଗତ ମାର୍ୱା ତହସିଲ୍ ଅଞ୍ଚଳର ଗୋଟାଏ ସେନା ହେଲିକପ୍ଟର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍ରେ ପ୍ରାୟ ୩ଜଣ ଲୋକ ଥିଲେ। ସେନା ଅଧିକାରୀମାନଙ୍କ କହିବା ଅନୁସାରେ, ଏହି ହେଲିକପ୍ଟର୍…
ଜମ୍ମୁ ଓ କଶ୍ମୀରରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ
କଶ୍ମୀର: ଜମ୍ମୁ ଓ କଶ୍ମୀରର ବାରାମୂଲା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଜମ୍ମୁ ଓ କଶ୍ମୀରରେ ଏହା ହେଉଛି ଦ୍ୱିତୀୟ ଏନକାଉଣ୍ଟର। ସେମାନଙ୍କଠାରୁ ଗୋଟିଏ ଏକ-୪୭ ଓ ଗୋଟିଏ ପିସ୍ତଲ ସହିତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ରଳ ଗୁଳି ଓ କିଛି…
ଅଙ୍ଗ ଦାନ ନୀତିର ସମୀକ୍ଷା
ଅଙ୍ଗ ଦାନ ଏବଂ ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଦୂରଦୃଷ୍ଟି ସମ୍ପନ୍ନ ଗଠନମୂଳକ ସଂସ୍କାର ଆସିବ ।କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାରଙ୍କ ଉପସ୍ଥିତିରେ ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଅଙ୍ଗ…
ଲକ୍ଷ୍ନୌରେ ଏଲଏସଜି-ସିଏସକେ ଲଢ଼େଇ
ଲକ୍ଷ୍ନୌ: ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଆଜି ଅପରାହ୍ନ ସାଢ଼େ ୩ଟାରେ ମୁହାଁମୁହିଁ ହେବେ। ପଏଣ୍ଟ ଟେବୁଲରେ ଏଲଏସଜି ତୃତୀୟ ସ୍ଥାନରେ ରହିଛି। ୯ ମ୍ୟାଚରୁ ୫ ଜିତି ୪ ହାରି ଏହା ୧୦ ପଏଣ୍ଟ ହାସଲ କରିଛି। ଏହାର…
ଦ କେରଳ ଷ୍ଟୋରିକୁ ସେନ୍ସର ବୋର୍ଡ ଦେଲା ‘ଏ’ ସାର୍ଟିଫିକେଟ୍
ନୂଆଦିଲ୍ଲୀ: ରିଲିଜ ପୂର୍ବରୁ ‘ଦ କେରଳ ଷ୍ଟୋରି’କୁ ନେଇ ଜାରି ରହିଛି ଚର୍ଚା । ଟିଜର ରିଲିଜ ପରେ ବଢ଼ିବାରେ ଲାଗିଛି ବିବାଦ । ମେ ୫ ତାରିଖରେ ରିଲିଜ ହେବାକୁ ଯାଉଥିବା ବେଳେ ଅନେକ ରାଜନେତା ଏହା ଉପରେ ରୋକ ଲଗାଇବାକୁ ଦାବି କରୁଛନ୍ତି । ତେବେ ସେନସର ବୋର୍ଡ ଏହାକୁ ଦେଇଛି ‘ଏ’…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୀତିଶ କୁମାର ଭେଟି ଆଲୋଚନା କରିବେ
ଶୁକ୍ରବାର ଦିନ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓଡ଼ିଶା ଆସିବେ ବୋଲି ଚର୍ଚ୍ଚା ହେଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମେଂଟ ବିଷୟରେ ଆଲୋଚନା କରିବାର ସମ୍ଭାବନା ରହିଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତୃତୀୟ ସାମ୍ମୁଖ୍ୟ ଗଠନ ପାଇଁ ବିଭିନ୍ନ ରାଜ୍ୟ ଯାଇ ଏନଡିଏ…