Browsing Category

National

ଜ୍ଞାନବାପୀ ମସଜିଦ ଶୁଣାଣି ଆଜି ସୁପ୍ରିମ କୋର୍ଟରେ ହେବ

ଜ୍ଞାନବାପୀ ମସଜିଦ ପରିସରରେ ଶିବଲିଙ୍ଗ ପୂଜିବା ସଂକ୍ରାନ୍ତ ଆବେଦନର ଶୁଣାଣି ଆଜି ସୁପ୍ରିମ କୋର୍ଟରେ ହେବ। ଏଥିପାଇଁ ଏକ ଖଣ୍ଡପୀଠ ମଧ୍ଯ ଗଠନ ହେବ। ଆବେଦନକାରୀଙ୍କ ଦ୍ବାରା ହୋଇଥିବା ୩ଟି ମୁଖ୍ୟ ଦାବି ଉପରେ କୋର୍ଟ ରାୟ ଦେଇପାରନ୍ତି । ଜ୍ୟୋର୍ତିଲିଙ୍ଗ ଭଗବାନ ବିଶ୍ବେଶ୍ବରଙ୍କୁ ତୁରନ୍ତ ପୂଜା

ଲଞ୍ଚ ହେଲା ଟ୍ୱିଟରର ଦେୟ ଯୁକ୍ତ ସେବା

ଟ୍ୱିଟରର ନୂଆ ମାଲିକ ଏଲନ ମସ୍କ ଭାରତରେ ଆରମ୍ଭ କରିଛନ୍ତି କମ୍ପାନୀର ଦେୟ ଯୁକ୍ତ ଭେରିଫିକେସନ ବ୍ୟବସ୍ଥା। କମ୍ପାନୀର ବ୍ଲ୍ୟୁ ସର୍ଭିସ ଗୁରୁବାର ଠାରୁ ଭାରତରେ ଲଞ୍ଚ କରାଯାଇଥିବା ରିପୋର୍ଟ ପ୍ରକାଶ ପାଇଛି। ଆମେରିକାରେ ଏହି ସେବାର ଦାମ ୮ ଡଲାର ଥିବା ବେଳେ ଭାରତରେ ଏହା ଅଧିକ ମହଙ୍ଗା

ବାଲି ଯିବେ ପ୍ରଧାନମନ୍ତ୍ରୀ ମୋଦି

ଇଣ୍ଡୋନେସିଆର ବାଲିରେ ଆୟୋଜିତ ହେବାକୁ ଥିବା ୧୭ତମ ଜି-୨୦ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସେ ଆସନ୍ତା ୧୪ରୁ ୧୬ ତାରିଖ ଯାଏ ବାଲି ଗସ୍ତରେ ଯିବେ। ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।ଆସନ୍ତା ଜି-୨୦ ସମ୍ମିଳନୀ ଭାରତରେ

ଗୁଜରାଟ ବିଧାନସଭା ନିର୍ବାଚନ

ଆସନ୍ତା ଡିସେମ୍ବର ମାସ ୧ ଓ ୫ ତାରିଖ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଗୁଜରାଟ ବିଧାନସଭା ନିର୍ବାଚନ । ଏହାପରେ ୮ ତାରିଖରେ ଗୁଜରାଟ ଓ ହିମାଚଳ ପ୍ରଦେଶ ନିର୍ବାଚନର ଫଳାଫଳ ଘୋଷଣା କରାଯିବ । ତେବେ ଏନେଇ ଗତ ୪ ତାରିଖରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ବୈଠକ ବସିଥିଲା । ଉକ୍ତ

ଦାୟିତ୍ବ ନେଲେ ଜଷ୍ଟିସ ଚନ୍ଦ୍ରଚୂଡ଼

ଶପଥ ନେଲେ ଜଷ୍ଟିସ ଚନ୍ଦ୍ରଚୂଡ଼ । ଆଜି ଦାୟିତ୍ବ ନଲେ ନୂଆ ସିଜେଆଇ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ । ଦେଶର ୫୦ତମ ସିଜେଆଇ ଭାବେ ଦାୟିତ୍ବ ନେଇଛନ୍ତି ଜଷ୍ଟିସ ଚନ୍ଦ୍ରଚୂଡ଼ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ଜଷ୍ଟିସଙ୍କୁ ଶପଥ ପାଠ କରାଇଛନ୍ତି ।ପରବର୍ତ୍ତୀ ପ୍ରଧାନ ବିଚାରପତି ଚୟନ ପାଇଁ

ଦିଲ୍ଲୀରେ ଆଜିଠୁ ଖୋଲିଲା ସ୍କୁଲ

ଆଜିଠୁ ରାଜଧାନୀ ଦିଲ୍ଲୀରେ ଖୋଲିଲା ସ୍କୁଲ । ବାୟୁ ପ୍ରଦୂଷଣର ସ୍ଥିତିରେ ସାମାନ୍ୟ ସୁଧାର ଆସୁଥିବାରୁ ସ୍କୁଲ ଖୋଲାଯାଇଛି । ଦ୍ରୁତ ଗତିରେ ପ୍ରଦୂଷଣ ବଢୁଥିବାରୁ ସ୍କୁଲ ବନ୍ଦ କରାଯାଇଥିଲା । ଏବେବି କିଛି ସ୍ଥାନରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରହିଛି । ଦିଲ୍ଲୀ ଏବଂ ଏନସିଆରରେ ଏକ୍ୟୁଆଇ ସ୍ତର

ଜି-୨୦ ବୈଠକର ଲୋଗୋ, ବିଷୟବସ୍ତୁ ଏବଂ ୱେବ୍‌ସାଇଟ୍‌ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ଣ ୪ଟା ୩୦ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଜି୨୦ ବୈଠକର ଲୋଗୋ, ବିଷୟବସ୍ତୁ ଏବଂ ୱେବ୍‌ସାଇଟ୍‌କୁ ଉନ୍ମୋଚନ କରିବେ। ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଆଧାରରେ ଭାରତର ବିଦେଶ ନୀତି ବିଶ୍ବ

ବରିଷ୍ଠ ବିଜେପି ନେତା ଲାଲ୍‌ କ୍ରିଷ୍ଣା ଆଡଭାନୀଙ୍କର ଆଜି ଜନ୍ମଦିନ

ବରିଷ୍ଠ ବିଜେପି ନେତା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲ୍‌ କ୍ରିଷ୍ଣା ଆଡଭାନୀଙ୍କର ଆଜି ଜନ୍ମଦିନ। ତାଙ୍କ ପବିତ୍ର ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ତାଙ୍କୁ ଯାଇ ଭେଟିଛନ୍ତି। ଆଡଭାନୀଙ୍କ ୯୬ ତମ ସ୍ବନକ୍ଷତ୍ର ଉତ୍ସବରେ ତାଙ୍କୁ

୧୦% ସଂରକ୍ଷଣ କାଏମ୍‌ ରଖିଲେ ସୁପ୍ରିମ୍‌ କୋର୍ଟ

ନୂଆଦିଲ୍ଲୀ: ଅଣସଂରକ୍ଷିତ ବର୍ଗର ‘ଆର୍ଥିକ ଅନଗ୍ରସର ବର୍ଗ’ଙ୍କ (ଇଡବ୍ଲୁଏସ୍‌) ନିମନ୍ତେ ୧୦% ସଂରକ୍ଷଣ ବ୍ୟବସ୍ଥା କରିଥିବା ସମ୍ବିଧାନର ୧୦୩ତମ ସଂଶୋଧନକୁ ଆଜି ସୁପ୍ରିମ୍‌ କୋର୍ଟ କାଏମ ରଖିଛନ୍ତି। ପ୍ରଧାନ ବିଚାରପତି ୟୁ. ୟୁ. ଲଳିତ, ବିଚାରପତି ଦିନେଶ ମାହେଶ୍ବରୀ, ଏସ୍. ରବୀନ୍ଦ୍ର ଭଟ୍ଟ,

ସୁକେଶ ଚନ୍ଦ୍ରଶେଖରଙ୍କ ଚିଠୁକୁ ନେଇ ଦିଲ୍ଲୀ ରାଜନୀତି ସରଗରମ

ନୂଆ ଦିଲ୍ଲୀ: ସୁକେଶ ଚନ୍ଦ୍ରଶେଖରଙ୍କ ଚିଠୁକୁ ନେଇ ଦିଲ୍ଲୀ ରାଜନୀତି ସରଗରମ ହୋଇଛି । ଦିଲ୍ଲୀ ଉପରାଜ୍ୟପାଳଙ୍କ ନିକଟରୁ ଚିଠି ଲେଖିଛି ମହାଠକ ସୁକେଶ ଚନ୍ଦ୍ରଶେଖର। ୨୦୦ କୋଟି ଟଙ୍କା ଠକେଇ ମାମଲାରେ ଜେଲ୍‌ରେ ବନ୍ଦୀ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ଦିଲ୍ଲୀ ଉପରାଜ୍ୟପାଳ ବିନୟ