Browsing Category

National

କଂଗ୍ରେସ ନେତାଙ୍କୁ ଉଠାଇନେଲା ପୋଲିସ

ପ୍ରଧାନମନ୍ତ୍ରୀଙ୍କୁ ନେଇ ବୟାନ ଦେବା ଘଟଣାରେ ମଧ୍ୟପ୍ରଦେଶର ବରିଷ୍ଠ କଂଗ୍ରେସ ନେତା ରାଜା ପଟେରିଆ ଗିରଫ । ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା କରିବାକୁ ପ୍ରସ୍ତୁତ ରହିବାକୁ ଏକ ଦଳୀୟ ସଭାରେ ରାଜା କହିଥିଲେ । ଏ ନେଇ ଗତକାଲି ତାଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ଆଜି ତାଙ୍କୁ ଉଠାଇ ନେଇଛି

ବୈଠକ ଡାକିଲେ ପ୍ରତିରକ୍ଷା ମନ୍ତ୍ରୀ

ଅରୁଣାଚଳ ପ୍ରଦେଶରେ ଭାରତ ଚୀନ ସୈନିକଙ୍କ ସଂଘର୍ଷ ପରେ ବୈଠକ ଡାକିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ସିଡିଏସ ଲେଫ୍ଟନାଣ୍ଟ ଜେନେରାଲ ଅନିଲ ଚୌହ୍ବାନ ଓ ତିନି ସେନା ମୁଖ୍ୟ ହେବେ ସାମିଲ । ଦିନକ ପୂର୍ବରୁ ତୱାଙ୍ଗରେ ଭାରତ-ଚୀନ

କର୍ଣ୍ଣାଟକରେ ଚିହ୍ନଟ ହେଲା ପ୍ରଥମ ଜିକା ଭାଇରସ୍‌

ବଢ଼ିଲା ଚିନ୍ତା। କର୍ଣ୍ଣାଟକରେ ଚିହ୍ନଟ ହେଲା ପ୍ରଥମ ଜିକା ଭାଇରସ। ପୁଣେର ଲ୍ୟାବ ରିପୋର୍ଟ ମୁତାବକ, ରାଜ୍ୟର ରାଇଚୁର ଜିଲ୍ଲାରେ ଜଣେ ୫ ବର୍ଷୀୟ ଝିଅ ଏହି ଭାଇରସରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ କେ ସୁଧାକର ସୂଚନା ଦେଇଛନ୍ତି। ଦକ୍ଷିଣାଞ୍ଚଳରେ

ଅରୁଣାଚଳ ସୀମାରେ ଭାରତ-ଚୀନ୍‌ ସେନା ମୁହାଁମୁହିଁ

ଅରୁଣାଚଳପ୍ରଦେଶର ସୀମାରେ ଭାରତ-ଚୀନ ସେନାଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିବା ଖବର ମିଳିଛି । ଏଲ୍‌ଏସି (ପ୍ରକୃତ ନିୟନ୍ତ୍ରଣ ରେଖା) ନିକଟରେ ଭାରତ ଏବଂ ଚୀନ୍‌ ସେନା ମୁହାଁମୁହିଁ ହୋଇଥିବା ବେଳେ କିଛି ସୈନିକ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।

୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ

ଆଜିଠୁ ଗୁଜରାଟରେ ଭୂପେନ୍ଦ୍ର ପଟେଲ ପୁଣି ଥରେ ମୁଖ୍ୟମନ୍ତ୍ରୀଭାବେ ଶପଥ ନେବେ । ଗାନ୍ଧୀନଗରର ହେଲିପ୍ୟାଡ୍ ଗ୍ରାଉଣ୍ଡରେ ହେବ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବାକୁ ଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଭିନ୍ନ ବିଜେପି ଶାସିତ

୬ଷ୍ଠ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନାଗପୁର: ନାଗପୁର ମେଟ୍ରୋ ରେଳ ପ୍ରକଳ୍ପର ‘ଫେଜ୍‌ ୧’ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୭୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକଶିତ କରାଯିବାକୁ ଥିବା ଉକ୍ତ ରେଳ ପ୍ରକଳ୍ପର ‘ଫେଜ୍‌ ୨’ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି। ଏହା ନାଗପୁରର

ସାରା ଭାରତର ୧୯୭ଟି ଜିଲ୍ଲାରେ ଆୟୋଜିତ ହେବ ପ୍ରଧାନମନ୍ତ୍ରୀ ଜାତୀୟ ଶିକ୍ଷାନବୀଶ ମେଳା

ନୂଆଦିଲ୍ଲୀ: ସ୍କିଲ ଇଣ୍ଡିଆ ମିଶନ ଅଧୀନରେ ଭାରତର ଯୁବକ ମାନଙ୍କ ପାଇଁ କ୍ୟାରିୟର ସୁଯୋଗ ବୃଦ୍ଧି କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିକୋଣର ଏକ ଅଂଶ ଭାବରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ (ଏମଏସ୍‌ଡିଇ) ଚଳିତ ବର୍ଷ ଡିସେମ୍ବର ୧୨ ରେ ୨୫ ଟି

ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେବେ ସୁଖଓ୍ବିନ୍ଦର ସିଂ ସୁଖୁ

ସିମଲା : ସୁଖଓ୍ବିନ୍ଦର ସିଂ ସୁଖୁଙ୍କୁ ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଚୟନ କରିଛନ୍ତି କଂଗ୍ରେସ ହାଇକମାଣ୍ଡ । ସେ ହେବେ ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ । ଶନିବାର ସଂଧ୍ୟାରେ ବସିବାକୁଥିବା କଂଗ୍ରେସ ବିଧାୟକ ଦଳର ବୈଠକରେ ତାଙ୍କ ନାମରେ ମୋହର ମରାଯିବ । ନିର୍ବାଚନ ଫଳାଫଳ

ସ୍ଥଳଭାଗ ଅତିକ୍ରମ କରିବ ‘ମେଣ୍ଡୋସ୍’

ନଭେମ୍ବର ମାସରେ ବାତ୍ୟାକୁ ନେଇ ଚାଷୀ ଚିନ୍ତିତ । ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମେଣ୍ଡୋସ୍ ଘୂର୍ଣ୍ଣିଝଡ଼ ପାଇଁ ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବାତ୍ୟା ସତର୍କତା ଜାରି କରିଛି । ଏହି ଘୂର୍ଣ୍ଣିଝଡ଼ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଉତ୍ତର ତାମିଲନାଡୁ,

ଗୁଜରାଟରେ ‘ବିଜେପି’ ବିଜେପି 150 ସିଟିରେ ଆଗୁଆ

ଗୁଜରାଟରେ ‘ବିଜେପି’ 151 ଟି ଆସନରେ ଆଗୁଆ ରହି ତା’ର ସ୍ଥିତି ସୁଦୃଢ଼ କରିଥିବା ବେଳେ କଂଗ୍ରେସ 18ଟି ଓ ‘ଆପ୍‌’ 6ଟି ଆସନରେ ଆଗୁଆ ରହିଛି। ଗୁଜରାଟରେ ନିର୍ବାଚନ ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, ଗୁଜରାଟର ୧୮୨ ଆସନ ମଧ୍ୟରୁ ବିଜେପି ରେକର୍ଡ କରିବାରେ ଲାଗିଛି । ଅରବିନ୍ଦ