Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ଆଜିଠାରୁ ମହିଳା ପ୍ରିମିୟର ଲିଗ୍
ଆଜିଠାରୁ ବାଜିବ ମହିଳା ପ୍ରିମିୟର ଲିଗ୍ ବିଗୁଲ । ୨୩ ଦିନିଆ ଏହି ପ୍ରତିଯୋଗିତାରେ ଭାଗ ନେଉଥିବା ୫ ଦଳ ଗୁଜରାଟ ଜାଏଣ୍ଟସ୍, ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀ କ୍ୟାପିଟାଲ୍ସ, ୟୁପି ୱାରିୟର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପର ମଧ୍ୟରେ ୨ଟି ଲେଖାଏଁ ଲିଗ୍ ମ୍ୟାଚ୍ ଖେଳିବେ ।…
ଆଜି ସିସୋଦିଆଙ୍କ ଜାମିନ୍ ଆବେଦନ ଉପରେ କୋର୍ଟରେ ଶୁଣାଣି
ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ନେତା ତଥା ପୂର୍ବତନ ମନ୍ତ୍ରୀ ମନିଷ ସିସୋଦିଆଙ୍କ ରିମାଣ୍ଡ ଆଜି ଶେଷ ହେଉଛି । ଏହା ଦିନକ ପୂର୍ବରୁ ସିସୋଦିଆ ଜାମିନ୍ ପାଇଁ ଆବେଦନ କରିଛନ୍ତି । ଆଦି ଅପରାହ୍ଣରେ ତାଙ୍କୁ ସିବିଆଇ କୋର୍ଟରେ ହାଜର କରାଯିବ । ଅଧିକ ପଚରାଉଚରା ପାଇଁ ସିବିଆଇ ଆଉ…
ଦିଲ୍ଲୀ କୋର୍ଟରେ ଜାମିନ ଆବେଦନ କଲେ ମନୀଷ ସିସୋଦିଆ
ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଦିଲ୍ଲୀର ଏକ କୋର୍ଟରେ ଜାମିନ ଆବେଦନ କରିଛନ୍ତି । ସିସୋଦିଆଙ୍କ ପକ୍ଷରୁ ତାଙ୍କ ଓକିଲ ଦିଲ୍ଲୀର ରସ ଆଭେନ୍ୟୁ କୋର୍ଟରେ ଏହି ଜାମିନ ଆବେଦନ କରିଛନ୍ତି । ମନୀଷ ସିସୋଦିଆଙ୍କୁ ରବିବାର ସିବିଆଇ ଗିରଫ କରିଥିଲା । ଏହାପରେ…
‘ମନ୍ନତ’ରେ ପ୍ରବେଶ କଲେ ୨ ଯୁବକ
ମୁମ୍ବାଇ: ଶାହାରୁଖ୍ ଖାନ୍ ମୁମ୍ବାଇସ୍ଥିତ ବଙ୍ଗଳା ‘ମନ୍ନତ୍’ରେ ୨ଜଣ ଯୁବକ ପ୍ରବେଶ କରିଥିବା ପୁଲିସ କହିଛି। ବାନ୍ଦ୍ରା ପୁଲିସର ଜଣେ ଅଧିକାରୀଙ୍କ କହିବା ଅନୁସାରେ, ବାହାର ପାଚେରି ଚଢ଼ି ‘ମନ୍ନତ’ ପରିସରକୁ ପ୍ରବେଶ କରିଥିବା ୨ଜଣ ଯୁବକଙ୍କୁ ‘ସିକ୍ୟୁରିଟି ଗାର୍ଡ’ମାନେ ଧରି ପକାଇଥିଲେ।…
ଭାରତକୁ ପରାସ୍ତ କଲା ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୪ ଶୃଙ୍ଖଳାବିଶିଷ୍ଟ ‘ବର୍ଡର୍-ଗାଭାସ୍କର୍ ଟ୍ରଫି’ର ୩ୟ ଟେଷ୍ଟ୍ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଭାରତକୁ ୯ ୱିକେଟ୍ରେ ପରାସ୍ତ କରିଛି।ଏହି ମ୍ୟାଚ୍ ଜିଣିବା ଲାଗି ଅଷ୍ଟ୍ରେଲିଆ ମାତ୍ର ୭୬ ରନ୍ ଆବଶ୍ୟକ କରୁଥିଲା। ଆଜି ଖେଳ ଆରମ୍ଭର…
ତ୍ରିପୁରା କିମ୍ବା ନାଗାଲାଣ୍ଡ ନୁହେଁ, ମେଘାଳୟରେ ମଧ୍ୟ ସରକାର ଗଠନ କରିବ ବିଜେପି
ମେଘାଳୟରେ ମଧ୍ୟ ସରକାର ଗଠନ କରିବ ବିଜେପି। ମେଘାଳୟରେ ଦଳ ମାତ୍ର ୩ଟି ଆସନ ଜିତିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମାଙ୍କ ଏନପିପି ସହ ମିଶି ସରକାର ଗଠନରେ ସହାୟତା କରିବ। ମେଘାଳୟ ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସରକାର ଗଠନ ପାଇଁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ।…
ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ
ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟି ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ଚୟନ କରିବେ। ଏମାନଙ୍କ ସୁପାରିଶକ୍ରମେ ସିଇସି ଓ ଇସିଙ୍କୁ…
ଆଦାନୀ-ହିଣ୍ଡେନ୍ବର୍ଗ ବିବାଦକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ଆଦାନୀ-ହିଣ୍ଡେନ୍ବର୍ଗ ମାମଲାକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । ୨ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ସେବିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସେବିକୁ ଏକ ଷ୍ଟାଟସ ରିପୋର୍ଟ ଦେବାକୁ ମଧ୍ୟ କୁହାଯାଇଛି। ସେବି ପୂର୍ବରୁ ହିଣ୍ଡେନ୍ବର୍ଗ ରିପୋର୍ଟ ଓ…
ତ୍ରିପୁରା, ନାଗାଲାଣ୍ଡରେ ବିଜେପି ସରକାର
ତିନି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ତ୍ରିପୁରାରେ ବିଜେପି ପୁଣି କ୍ଷମତାକୁ ଫେରିବ । ସେହିପରି ନାଗାଲାଣ୍ଡରେ ବି ବିଜେପି ସରକାର ଗଢିବ । ମାତ୍ର ମେଘାଳୟରେ ଏବେ ବି…
ବିଶ୍ୱ ଦହିବରା ଆଳୁଦମ ଦିବସ
ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ…