Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ଯୁଦ୍ଧ ଯୋଗୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସ୍ଥିତି ଖରାପ ହେବାର ସମ୍ଭାବନା ରହିଛି,ଏକଜୁଟ ହୋଇ ସମସ୍ୟାର ସାମ୍ନା କରିବାକୁ…
ପଶ୍ଚିମ ଏସିଆରେ ଜାରି ସଙ୍କଟ ଉପରେ ସୋମବାର ଲୋକସଭାରେ ବକ୍ତବ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ସମୟରେ ପ୍ରଧାନମନ୍ତ୍ରୀ ଏକଜୁଟ ହୋଇ ସମସ୍ୟାର ସାମ୍ନା କରିବାକୁ ଦେଶବାସୀଙ୍କୁ ଅପିଲ କରିଛନ୍ତି। ଲେଭାସଭାରେ ପିଏମ କହିଛନ୍ତି, ‘‘ ଯେଉଁଭଳି ଭାବରେ କରୋନା ସମୟରେ ଆମେ…
ଆତ୍ମସମର୍ପଣ କଲେ ସୁରକ୍ଷାର ଆଶ୍ବାସନା ,ନଚେତ ଏନକାଉଣ୍ଟରର ଚେତାବନୀ
ମାର୍ଚ୍ଚ ୩୧ ଡେଡ୍ଲାଇନ୍ । ଦେଶରେ ମାଓବାଦୀ କାର୍ଯ୍ୟକଳାପ ଶେଷ ପାଇଁ ଏହି ସମୟ ଧାର୍ଯ୍ୟ କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବାରମ୍ବାର ଆହ୍ବାନ ଦେବା ସହ ଚେତାବନୀ ଦେଉଛନ୍ତି। ଏସବୁ ମଧ୍ୟରେ ବହୁ ଜଣାଶୁଣା ମାଓ ନେତା ଏନକାଉଣ୍ଟରରେ ପ୍ରାଣ ହରାଇଲେଣି କିମ୍ବା…
ମଥୁରା ଗସ୍ତରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,ସନ୍ଥ ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟି ତାଙ୍କ ଆଶୀର୍ବାଦ…
ଆଜି ମଥୁରା ଗସ୍ତରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ରହିବା ସମୟରେ ବୃନ୍ଦାବନ ସ୍ଥିତ ରାଧା କେଳି କୁଞ୍ଜ ଆଶ୍ରମରେ ପହଞ୍ଚିଛନ୍ତି । ସେ ସେଠାରେ ପହଞ୍ଚି ସନ୍ଥ ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟି ତାଙ୍କ ଆଶୀର୍ବାଦ ପ୍ରାପ୍ତ କରିଛନ୍ତି । ଆଶ୍ରମରେ ରାଷ୍ଟ୍ରପତି ପହଞ୍ଚିବା ପରେ…
ନିଜର ସଭ୍ୟତା, ସଂସ୍କୃତି ଓ ଭାଷାକୁ ସମ୍ମାନ ଦେବା ପାଇଁ ଯୁବ ସମାଜକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ…
ପ୍ରକୃତିର ନୂତନ ରୂପ ସହ ଆରମ୍ଭ ହେଉଥିବା ରାଷ୍ଟ୍ରୀୟ ନବବର୍ଷ ଆମକୁ ଗୌରବଶାଳୀ ଇତିହାସର ସ୍ମୃତି କରାଇଥାଏ । ଯେତେବେଳେ ସମାଜ ନିଜର ସଂସ୍କୃତିକୁ ସମ୍ମାନ ଦିଏ, ସେତେବେଳେ ରାଷ୍ଟ୍ର ପରମ ବୈଭବକୁ ପ୍ରାପ୍ତ ହୁଏ । ତେଣୁ ସବୁବେଳେ ନିଜର ସଭ୍ୟତା, ସଂସ୍କୃତି ଓ ଭାଷାକୁ ସମ୍ମାନ ଦେବା ପାଇଁ ଯୁବ…
ଭାରତୀୟ ରେଳପଥ ସାଧାରଣ ନାଗରିକଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେଇଛି -କେନ୍ଦ୍ର ରେଳପଥ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ
କେନ୍ଦ୍ର ରେଳପଥ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ସଂସଦରେ ଭାରତୀୟ ରେଲଓ୍ଵେକୁ ନେଇ ନିଜର ଭିଜନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଯେ ସରକାର ସୁଲଭ ମୂଲ୍ୟରେ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତାକୁ ନିରନ୍ତର ଉନ୍ନତ କରି ଗରିବ ଲୋକଙ୍କ ସେବା କରିବାକୁ ପ୍ରତିବଦ୍ଧ। କେନ୍ଦ୍ର ରେଳପଥ ମନ୍ତ୍ରୀ…
ଦିଲ୍ଲୀର ପାଲମ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ: 3 ଶିଶୁ ସମେତ ୭ ମୃତ
ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳିଲା ୫ ମହଲା କୋଠା। ଦିଲ୍ଲୀର ପାଲମ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାରେ ନିଆଁ ଲାଗିଯିବା ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଅନେକ ଗୁରତର ଆହତ ହୋଇଛନ୍ତି । ଉଦ୍ଧାର କରାଯାଇଥିବା ଲୋକଙ୍କ…
ଶେଷ ବିଦାୟ ନେଲା ହରିଶ ରାଣା ,ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ସର୍ବସ୍ଵ ହରାଇଲେ , ଶେଷରେ ପୁଅର ମୃତ୍ୟୁ ମାଗିଲେ। ୧୩ ବର୍ଷ ହେବ କୋମା ଅବସ୍ଥାରେ ରହିବା ପରେ ବିକ୍ରି ହୋଇଗଲା ପୈତୃକ ସମ୍ପତ୍ତି ଓ ଘର। ହରିଶ ରାଣାଙ୍କ ପରିବାରର ଏହି ସଂଘର୍ଷ ଆଜି ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଜୀବନ ଯେ କେତେବେଳେ କେଉଁ ମୋଡରେ ଆଣି ଛିଡା କରିଦେବ, ତାହା କେହି…
ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ…
ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିଛନ୍ତି । ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି । ତାମିଲନାଡୁ, ଆସାମ, କେରଳ, ପଡୁଚେରୀ, ପଶ୍ଚିମବଙ୍ଗ…
PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
ମଧ୍ୟପ୍ରାଚ୍ୟର ସ୍ଥିତି ଖରାପ। ଭାରତ ଟେନସନ। ଗ୍ୟାସ ସଙ୍କଟ ଯୋଗୁ ବଢ଼ୁଛି ଚିନ୍ତାରେ ଲୋକ। ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ସଙ୍କଟର ଆଶଙ୍କା ବଢ଼ିବାରେ ଲାଗିଛି। ଭାରତରେ ମଧ୍ୟ କଳାବଜାରୀ ଏବଂ ଗ୍ୟାସ ସିଲିଣ୍ଡରର ଅବୈଧ ଗଚ୍ଛିତକୁ ରୋକିବା ପାଇଁ ବିଭିନ୍ନ…
ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ ଭାରତରେ ଗ୍ୟାସ୍ ଅଭାବ ବ୍ୟାପକ ଚିନ୍ତାର କାରଣ ହୋଇଛି। ତଥାପି ପରିସ୍ଥିତି ଦ୍ରୁତ ଗତିରେ ସୁଧୁରୁଛି। ସଂଘର୍ଷ ସମୟରେ ବାଣିଜ୍ୟିକ ସିଲିଣ୍ଡର ଯୋଗାଣରେ ବାଧା ସୃଷ୍ଟି ହେବା ଫଳରେ ବ୍ୟାପକ ଅରାଜକତା ସୃଷ୍ଟି ହୋଇଥିଲା। କନ୍ତୁ ଏବେ ବାଣିଜ୍ୟିକ ସିଲିଣ୍ଡର…