Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
National
ଅଡ଼ୁଆରେ କଂଗ୍ରେସ ବିଧାୟକ ଏଲଡୋସ କୁନ୍ନାପ୍ପିଲ୍ଲୀ
ଅଡ଼ୁଆରେ କଂଗ୍ରେସ ବିଧାୟକ ଏଲଡୋସ କୁନ୍ନାପ୍ପିଲ୍ଲୀ। କେରଳର ପେରୁମବାଭୋରରୁ ବିଧାୟକ ଭାବେ ନିର୍ବାଚନ ଜିତିଥିବା ଏଲଡୋସଙ୍କ ନାଁରେ ରୁଜୁ ହୋଇଛି ଦୁଷ୍କର୍ମ ମାମଲା। ଜିଲ୍ଲା କ୍ରାଇମବ୍ରାଞ୍ଚ ପ୍ରଥମେ ବିଧାୟକଙ୍କ ନାଁରେ ଅପହରଣ ଓ ଦୁର୍ବ୍ୟବହାର ଅଭିଯୋଗର ତଦନ୍ତ କରୁଥିଲା। ହେଲେ!-->…
କାଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନର ମୁହଁ ବନ୍ଦ କଲା ଭାରତ
ନ୍ୟୁୟର୍କ: ଜାମ୍ମୁ କାଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନର ପୁଣି ଏକ ଚାଲକୁ ମୁହଁତୋଡା ଜବାବ ଦେଇଛି ଭାରତ । ଋଷ-ୟୁକ୍ରେନ ଯୁଦ୍ଧ ବିତର୍କ ବେଳେ କାଶ୍ମୀର ପ୍ରସଙ୍ଗ ଉପରେ କହିଥିଲା ପାକିସ୍ତାନ । ସମାନ ପ୍ରସଙ୍ଗ ଜମ୍ମୁକାଶ୍ମୀରରେ ହେଉଛି ବୋଲି ପାକିସ୍ତା କହିବା ପରେ ମିଳିତ ଜାତିସଂଘର!-->…
ଅପରାଜିତା ଷଡ଼ଙ୍ଗୀ ଆଇପିୟୁ କାର୍ଯ୍ୟନିର୍ବାହୀ କମିଟିକୁ ନିର୍ବାଚିତ
ନୂଆଦିଲ୍ଲୀ: ବିଜେପିର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସମ୍ମାନଜନକ ଇଂଟର ପାର୍ଲାମେଂଟାରୀ ୟୁନିଅନ(ଆଇପିୟୁ) କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ଜଣାପଡିବା ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ଶୂଆ ଛୁଟିଛି । ବିଜେପିର ନେତା!-->…
ହିନ୍ଦୀ ଭାଷାରେ ମେଡିକାଲ ପାଠ ପଢିବେ ଛାତ୍ରଛାତ୍ରୀ
ଛାତ୍ର ଛାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଏଣିକି ଇଂରାଜୀ ନୁହେଁ ବରଂ ରାଷ୍ଟ୍ରଭାଷା ଅର୍ଥାତ ହିନ୍ଦୀରେ ହେବ ମେଡିକାଲ ପାଠପଢା । ଯାହାକୁ ନେଇ ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି । ତେବେ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜୀରେ ପାଠ ପଢିବା ପାଇଁ ଅସୁବିଧା ହେବା ସହ!-->…
ଭାରତୀୟ ସେନା ବିମାନ MIG-29K ଦୁର୍ଘଟଣା ଗ୍ରସ୍ତ
ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ସେନା ବିମାନ। ଗୋଆରେ ଭାରତୀୟ ନେଭିର MIG-29K ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍। ତାଙ୍କ ଅବସ୍ଥା ସ୍ଥିର ରହିଛି । ଏନେଇ ଭାରତୀୟ ନୌସେନା ସୂଚନା ଦେଇଛି।ବିମାନରେ ଯାନ୍ତ୍ରିକ ତ୍ରୁଟି ହେତୁ ଏହି!-->…
ଆଜି ମୁଲାୟମ ସିଂ ଯାଦବଙ୍କ ହେବ ଅନ୍ତିମ ସଂସ୍କାର
ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମଙ୍କ ଆଜି ହେବେ ଶେଷକୃତ୍ୟ । ଉତ୍ତର ପ୍ରେଦଶ ସେଫାଇରେ ହେବ ଅନ୍ତିମ ସଂସ୍କାର । ୮୨ ବର୍ଷ ବୟସରେ ଗତକାଲି ଆଖି ବୁଜିଥିଲେ ମୁଲାୟମ ।
!-->!-->!-->…
ବଡ଼ ରାଲି କରିବ ବିଜେପି
ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ବେଳେ ଯେଉଁ ୧୪୪ ଲୋକସଭା ଆସନରେ ବିଜେପି ଦଳ ହାରିଥିଲା ସେହି ସବୁ ଆସନକୁ କିପରି ମଜବୁତ କରିହେବ ସେ ନେଇ ବଡ଼ ରାଲି ଆୟୋଜନ କରିବାକୁ ବିଜେପି ବରିଷ୍ଠ ନେତାମାନେ ନିଷ୍ପତ୍ତି ନେଇଛନ୍ତି ।ଏହି ଆସନ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ!-->…
ମୁଲାୟମ ସିଂ ଯାଦବଙ୍କ ପରଲୋକ
ଲକ୍ଷ୍ନୈା: ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ଆଜି ଦେହାନ୍ତ ହୋଇଛି । ମେଦାନ୍ତ ହସ୍ପିଟାଲରେ ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପୁଅ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି । ପୂର୍ବତନ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦିନିଆ!-->…
କେସିଆର୍ଙ୍କୁ ଟାର୍ଗେଟ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ କେସିଆର ତେଲେଙ୍ଗାନା ବାସୀଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି । ‘ତାନ୍ତ୍ରିକ’ ପରାମର୍ଶରେ ତାଙ୍କ ଦଳ ଟିଆରଏସ (ତେଲେଙ୍ଗାନା ରାଷ୍ଟ୍ର ସମିତି) ର!-->…
ଶିବସେନାର ‘ଧନୁ ଓ ତୀର’ ଚିହ୍ନ
ମହାରାଷ୍ଟ୍ର ରାଜନୈତିକ ହଟଚମଟ ଏବଂ କ୍ଷମତା ନିକଟ ଅତୀତରେ ଘଟିଥିବା ପରିବର୍ତ୍ତନ ପରଠୁ, ଶିବସେନା କାହାର ତାକୁ ନେଇ ଉଭୟ ଉଦ୍ଧବ ଠାକ୍ରେ ଓ ଏକନାଥ ସିନ୍ଦେ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି।ଫ୍ରିଜ୍ ହେଲା ଶିବସେନାର ‘ଧନୁ ଓ ତୀର’ ଚିହ୍ନ। ଅର୍ଥାତ୍ ନିର୍ବାଚନୀ ଚିହ୍ନ ‘ଧନୁ ଓ!-->…