Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ୟୁଟ୍ୟୁବର ନୁଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ
ୟୁଟ୍ୟୁବର ନୂଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ । ୯ ବର୍ଷ ଧରି ଏହି ପଦରେ ରହିବା ପରେ ଗତକାଲି ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିିଛି । ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ ।…
ଆଇପିସି, ସିଆରପିସି, ଫରେନସିକ ଓ ଏଭିଡେନ୍ସ ଆଇନର ସଂଶୋଧନ କରିବେ ସରକାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଗୁରୁବାର ଦିନ ଦିଲ୍ଲୀ ପୋଲିସ ସ୍ଥାପନା ଦିବସରେ ଯୋଗ ଦେଇ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି କି ଭାରତୀୟ ଦଣ୍ଡ ସଂହିତା ଆଇନ ଓ ଅପରାଧିକ ପ୍ରକ୍ରିୟା ସଂହିତା ଆଇନ ସହ ଏଭିଡେନ୍ସ ଆକ୍ଟର କିଛି ଆଇନ ସଂଶୋଧନ କରାଯିବ ।ସେ କହିଥିଲେ କି, ସ୍ୱାଧୀନତା…
ଭୁବନେଶ୍ୱର ଠାରେ ଷ୍ଟାର୍ସ କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ
ସ୍କୁଲ ଶିକ୍ଷାକୁ ମଜଭୂତ୍ କରିବା, ସମାଜର ଆର୍ଥିକ ଦୃଷ୍ଟିରୁ ପଛୁଆ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ଏବଂ ଶିକ୍ଷକଙ୍କୁ ଉତ୍ତମ ତାଲିମ ପ୍ରଦାନ କରିବା ଦିଗରେ ଭୁବନେଶ୍ୱର ଠାରେ ଷ୍ଟାର୍ସ (ଷ୍ଟ୍ରେନ୍ଦେନିଂ ଟିଚିଂ-ଲର୍ଣ୍ଣିଂ- ଆଣ୍ଡ୍ ରେଜଲ୍ଟ ଫର୍ ଷ୍ଟେଟ୍ସ) କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ…
ବିବିସି କାର୍ଯ୍ୟାଳୟରେ ଆୟକର ବିଭାଗର ଚଢାଉ ଜାରି
ଦିଲ୍ଲୀ ଓ ମୁମ୍ବାଇ ସ୍ଥିତ ବିବିସି କାର୍ଯ୍ୟାଳୟରେ ଗତ ୩ଦିନ ଧରି ଆୟକର ବିଭାଗର ଚଢାଉ ଜାରି ରହିଛି । ଏହି ଦୁଇଟି କାର୍ଯ୍ୟାଳୟରେ ଫେବୃଆରୀ ୧୪ ତାରିଖରୁ ଚଢାଉ ଜାରି ରଖିଛି ଆୟକର ବିଭାଗ । ଇଣ୍ଟରନ୍ୟାସନାଲ ଟ୍ୟାକ୍ସ ହେରଫେର ମାମଲାରେ ଏହି ଚଢାଉ କରାଯାଉଥିବା କଥା ଆୟକର ବିଭାଗ ତରଫରୁ…
କେରଳ, ତାମିଲନାଡୁ ଓ କର୍ଣ୍ଣାଟକ ସମେତ ୬ରୁ ଅଧିକ ସ୍ଥାନରେ ଏନଆଇଏ ଚଢଉ
ତାମିଲନାଡୁ କୋଏମ୍ବାଟୁରରେ କାର ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଜାତୀୟ ଯାଞ୍ଚ ଏଜେନ୍ସି (ଏନଆଇଏ) ତାମିଲନାଡୁ ସମେତ ଏକାଧିକ ରାଜ୍ୟରେ ଯାଇ ଛାନବିନ୍ କରିଛି । କେରଳ, ତାମିଲନାଡୁ ଓ କର୍ଣ୍ଣାଟକ ସମେତ ୬ରୁ ଅଧିକ ସ୍ଥାନରେ ଚଢଉ କରିଛି ।
ଗତବର୍ଷ ଅକ୍ଟୋବର ୨୩ ତାରିଖରେ କୋଏମ୍ବାଟୁରରେ ଏକ କାର…
ଲିଭ ଇନ୍ ପାର୍ଟନରକୁ ହତ୍ୟା ପରେ ଫ୍ରିିଜରେ ରଖିଥିଲା ଦିଲ୍ଲୀର ଯୁବକ
ଶ୍ରଦ୍ଧା ୱାକର ପରେ ଏବେ ଦିଲ୍ଲୀରେ ପୁଣି ଆଉ ଏକ ହତ୍ୟା କାଣ୍ଡ । ଲିଭ ଇନ୍ ପାର୍ଟନରକୁ ହତ୍ୟା ପରେ ଫ୍ରିିଜରେ ରଖିଥିଲା ଦିଲ୍ଲୀର ଯୁବକ । ଦିଲ୍ଲୀ ନଜଫଗଡର ମିତ୍ରାଓଁ ଗାଁ ନିକଟରେ ଥିବା ଏକ ଢାବାର ଫ୍ରିଜରୁ ମହିଳାଙ୍କ ଶରୀରର କଟା ଖଣ୍ଡ ଉଦ୍ଧାର କରିଛି ପୁଲିସ । ଘଟଣାରେ ସମ୍ପୃକ୍ତି ନେଇ ଜଣେ…
ବିବିସି କାର୍ଯ୍ୟାଳୟରେ ଆଇଟି ଚଢ଼ଉକୁ ନେଇ ରାଜନୀତି
ବିବିସି କାର୍ଯ୍ୟାଳୟରେ ଆଇଟି ଚଢ଼ଉ । ଆୟକର ଅଧିକାରୀମାନେ ବିବିସି ର ଦିଲ୍ଲୀ ଓ ମୁମ୍ବାଇ କାର୍ଯ୍ୟାଳୟ ଉପରେ ଚଢ଼ଉ କରିଛନ୍ତି । ଏହାକୁ ନେଇ ଏବେ ରାଜନୀତି ଜୋର ଧରିଛି । କଂଗ୍ରେସ ସହ ଅନ୍ୟ ବିରୋଧୀ ଦଳ ସରକାରଙ୍କ ଏହି ପଦକ୍ଷେପକୁ ନିନ୍ଦା କରିଛନ୍ତି । ଫୋନ୍, ଦସ୍ତାବିଜ ଓ ଲାପଟପ ଜବତ…
ଭାଲେଣ୍ଟାଇନ ଦିବସ ର ସଂଜ୍ଞା ବଦଳିଛି
ଫେବୃଆରୀ ୧୪ ତାରିଖକୁ ଭାଲେଣ୍ଟାଇନ ଦିବସ ଭାବେ ପାଳନ କରାଯାଏ । ବ୍ୟାପକ ଅର୍ଥରେ ପ୍ରେମର ପ୍ରତୀକ ରୂପେ ବିଚାର କରାଯାଉଥିବା ଭାଲେଣ୍ଟାଇନ ନାମକ ମହାପୁରୁଷଙ୍କ ନାମାନୁସାରେ ଏହା ନାମିତ ହୋଇଛି ଏହି ଦିନ । କିଛି ବର୍ଷ ହେଲା ଏହି ପ୍ରେମ ଦିବସକୁ ନେଇ ଆମ ଦେଶରେ ବିତର୍କ ହେଉଛି । ସପ୍ତାହ…
ପୁଲୱାମା ଆକ୍ରମଣରେ ସହିଦମାନଙ୍କ ବଳିଦାନକୁ କେବେ ଭୁଲିବ ନାହିଁ ଦେଶ
ପୁଲୱାମା ଆକ୍ରମଣକୁ ୪ ବର୍ଷ ପୁରିଛି । ସହିଦମାନଙ୍କ ବଳିଦାନକୁ ମନେ ପକାଉଛି ସାରା ଦେଶ । ଏହି ଉପଲକ୍ଷେ ସିଆରପିଏଫ ପକ୍ଷରୁ ସହିଦ ବୀର ଯବାନଙ୍କୁ ମନେ ପକାଇବା ପାଇଁ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ କରାଯାଇଛି । ଆଜି ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ସହିଦମାନଙ୍କୁ ଲୁହ ଛଳ ଛଳ ଆଖିରେ…
ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମାପ୍ତ
ନୂ୍ଆଦିଲ୍ଲୀ : ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମାପ୍ତ ହୋଇଛି । ଜାନୁଆରି ୩୧ ତାରିଖରୁ ଆରମ୍ଭ ହୋଇଥିବା ସଂସଦର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଦିନ ଶେଷ ହୋଇଛି। ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଉଭୟ ଲୋକସଭା ଏବଂ ରାଜ୍ୟସଭାକୁ ମୁଲତବୀ ରଖାଯାଇଛି। ମାର୍ଚ୍ଚ ୧୩ ତାରିଖରୁ…