Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
National
ପାକିସ୍ତାନୀ ପତାକାଠାରୁ ଉଚ୍ଚ ତ୍ରିରଙ୍ଗା ଉତ୍ତୋଳନ କରିବ ଭାରତ
ଅଟ୍ଟାରି ସୀମାନ୍ତରେ ଦେଶର ସର୍ବୋଚ୍ଚ ତ୍ରିରଙ୍ଗ ପତାକା (୪୧୮ ଫୁଟ୍) ଉତ୍ତୋଳନ କରିବା ଲାଗି ‘ନ୍ୟାସ୍ନାଲ୍ ହାଇୱେଜ୍ ଅଥରିଟି ଅଫ୍ ଇଣ୍ଡିଆ’ ପ୍ରସ୍ତୁତି କରୁଥିବା କଥା ଜଣେ ସରକାରୀ ଅଧିକାରୀ କହିଛନ୍ତି।‘ନ୍ୟାସ୍ନାଲ୍ ହାଇୱେଜ୍ ଅଥରିଟି ଅଫ୍ ଇଣ୍ଡିଆ’ର ଜଣେ ଅଧିକାରୀ କହିଛନ୍ତି,!-->…
କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସ ‘ଭାରତ ଯୋଡା ଯାତ୍ରା’ରେ ଯୋଗ ଦେଲେ ସୋନିଆ ଗାନ୍ଧୀ
ମାଣ୍ଡ୍ୟା: କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଛନ୍ତି ।
ସେପ୍ଟେମ୍ବର 30 ରେ ଏହି ଯାତ୍ରା କର୍ଣ୍ଣାଟକରେ ପ୍ରବେଶ କରିଥିଲା। କଂଗ୍ରେସ ସୁପ୍ରିମୋ ତାଙ୍କ ପୁଅ ତଥା କଂଗ୍ରେସ ସାଂସଦ ରାହୁଲ!-->!-->!-->!-->!-->…
ଜିଓ ଆରମ୍ଭ କରୁଛି ଫାଇଭ୍ ଜି ସେବା
ଆଜିଠୁ ଆରମ୍ଭ ହେଉଛି ଜିଓର ଫାଇଭ୍ ଜି ସେବା । ପ୍ରାଥମିକ ପର୍ଯ୍ୟାୟରେ କମ୍ପାନୀ ୪ଟି ସହରରେ ଏହି ସେବା ଯୋଗାଇ ଦେବ । ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ବାରଣାସୀର ଗ୍ରାହକଙ୍କୁ ଫାଇଭ୍ ଜିର ସୁବିଧା ମିଳିପାରିବ । ଏହା ସହ ଗ୍ରାହକଙ୍କୁ ୱେଲକମ୍ ଅଫର ଦେବ କମ୍ପାନୀ । ଏହି ଅଫର ଜରିଆରେ ଗ୍ରାହକ!-->…
ଜେଲେନସ୍କିଙ୍କ ସହ କଥାହେଲେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଟେଲିଫୋନରେ ଆଲୋଚନା କରିଥିଲେ ଓ ରୁଷ ସହିତ ଚାଲିଥିବା ବିବାଦର କୌଣସି ସାମରିକ ସମାଧାନ ହୋଇପାରିବ ନାହିଁ ବୋଲି କହିଥିଲେ ।ସେମାନଙ୍କ ଟେଲିଫୋନିକ୍ ବାର୍ତ୍ତାଳାପ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ!-->…
ଆଜି ଜାତୀୟ ଦଳ ଘୋଷଣା କରିବେ କେସିଆର
୨୦୨୪ ଲୋକସଭା ନିର୍ବାଚନକୁ ଆହୁରି ଦେଢ଼ ବର୍ଷ ଅଛି। ଏବେଠାରୁ ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତି କରିବାରେ ଲାଗିପଡ଼ିଲେଣି | ଏହି କ୍ରମରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର)ନିଜକୁ ଜାତୀୟ ନେତା ଭାବେ ପରିଚିତ କରାଇବା ପାଇଁ ବିଜେପି ବିରୋଧୀ!-->…
ଜମ୍ମୁ କଶ୍ମୀରର ଜେଲ ଡିଜି ଏଚ୍ କେ ଲୋହିଆଙ୍କୁ ହତ୍ୟା
ଜମ୍ମୁ କଶ୍ମୀରର ଜେଲ ଡିଜି ଏଚ୍ କେ ଲୋହିଆଙ୍କୁ ହତ୍ୟା। ଜମ୍ମୁ ଉଦୟିୱାଲାସ୍ଥିତ ଘରୁ ଲୋହିଆଙ୍କର ମୃତଦେହ ଉଦ୍ଧାର ହୋଇଛି । ୫୭ ବର୍ଷୀୟ ଲୋହିଆଙ୍କ ଗଳା କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଦେଖିବାକୁ ମିଳିଛି। ହତ୍ୟା ପରେ ତାଙ୍କୁ!-->…
ଜୁଆ ବିଜ୍ଞାପନ ବିରୋଧରେ ଜାରି ହେଲା ସାନି ମାର୍ଗଦର୍ଶିକା
କେତେକ ଘରୋଇ ଟିଭି ଚାନେଲ ଏବଂ ଡିଜିଟାଲ ମିଡିଆରେ ଜୁଆ ଖେଳ ଓ ସଟ୍ଟାବାଜି ସମ୍ପର୍କରେ ପ୍ରକାଶ ପାଉଥିବା ବିଜ୍ଞାପନକୁ ନେଇ ଉଦବେଗ ପ୍ରକାଶ କରିଛି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। ଏଭଳି ବିଜ୍ଞାପନର ପ୍ରଲୋଭନରେ ପଡ଼ି ସାଧାରଣ ଉପଭୋକ୍ତା, ବିଶେଷ କରି ଯୁବବର୍ଗ ଏବଂ!-->…
ହାଲ୍କା ଲଢୁଆ ହେଲିକୋପ୍ଟର (ଏଲ୍ସିଏଚ୍)‘ପ୍ରଚଣ୍ଡ’ଭାରତୀୟ ବାୟୁସେନାରେ ସାମିଲ
ସମ୍ପୂର୍ଣ୍ଣ ସ୍ୱଦେଶୀ ଡିଜାଇନ ଓ କାରିଗରୀ ଜ୍ଞାନ କୌଶଳରେ ବିକଶିତ ହାଲ୍କା ହେଲିକୋପ୍ଟର (ଏଲ୍ସିଏଚ୍) “ପ୍ରଚଣ୍ଡ”ଆଜି ଆନୁଷ୍ଠାନିକ ଭାବେ ଭାରତୀୟ ବାୟୁସେନାରେ ସାମିଲ ହୋଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ଉତ୍ସବରେ ଅଧ୍ୟକ୍ଷତା କରି ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ କହିଛନ୍ତି!-->…
ଭାରତୀୟ ବାୟୁସେନାରେ ସାମିଲ ହେବ ଲାଇଟ କମ୍ବାଟ ହେଲିକପ୍ଟର
ଆଜି ଭାରତୀୟ ବାୟୁସେନା ପାଇଁ ଐତିହାସିକ ଦିନ । ଭାରତୀୟ ବାୟୁସେନାରେ ସାମିଲ ହେବ ସ୍ୱଦେଶୀ ହାଲୁକା ଲଢୁଆ ହେଲିକପ୍ଟର । ଏହାର ନା ରହିଛି ଲାଇଟ୍ କମ୍ବାଟ ହେଲିକପ୍ଟର ବା ଏଲସିଏଚ । ଯୋଧପୁର ଏୟାରବେସରେ ୧୦ଟି ଏଲସିଏଚ ବାୟୁସେନାରେ ସାମିଲ ହେବ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହି!-->…
ଭାରତର ପ୍ରଥମ ମଙ୍ଗଳଯାନ ଅଭିଯାନର ଅନ୍ତ
ଦୀର୍ଘ ୮ ବର୍ଷ ପରେ ଭାରତର ପ୍ରଥମ ମଙ୍ଗଳଯାନ ଅଭିଯାନର ଅନ୍ତ । ଅର୍ବିଟର ମହାକାଶଯାନରୁ ଇନ୍ଧନ ଓ ବ୍ୟାଟେରୀ ଶେଷ ହେବା ପରେ ଭୂ-ପୃଷ୍ଠରେ ଥିବା ଷ୍ଟେସନ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ୨୦୧୩ ନଭେମ୍ବର ୫ରେ ପିଏସ୍ଏଲଭି ସି-୨୫ ରକେଟ୍ ସହାୟତାରେ ୪୫୦ କୋଟି ଟଙ୍କାର ମାର୍ସ ଅର୍ବିଟର ମିଶନ!-->…