Browsing Category

National

ବଡ଼ ରାଲି କରିବ ବିଜେପି

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ବେଳେ ଯେଉଁ ୧୪୪ ଲୋକସଭା ଆସନରେ ବିଜେପି ଦଳ ହାରିଥିଲା ସେହି ସବୁ ଆସନକୁ କିପରି ମଜବୁତ କରିହେବ ସେ ନେଇ ବଡ଼ ରାଲି ଆୟୋଜନ କରିବାକୁ ବିଜେପି ବରିଷ୍ଠ ନେତାମାନେ ନିଷ୍ପତ୍ତି ନେଇଛନ୍ତି ।ଏହି ଆସନ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ

ମୁଲାୟମ ସିଂ ଯାଦବଙ୍କ ପରଲୋକ

ଲକ୍ଷ୍ନୈା: ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ଆଜି ଦେହାନ୍ତ ହୋଇଛି । ମେଦାନ୍ତ ହସ୍ପିଟାଲରେ ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପୁଅ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି । ପୂର୍ବତନ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦିନିଆ

କେସିଆର୍‌ଙ୍କୁ ଟାର୍ଗେଟ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ କେସିଆର ତେଲେଙ୍ଗାନା ବାସୀଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି । ‘ତାନ୍ତ୍ରିକ’ ପରାମର୍ଶରେ ତାଙ୍କ ଦଳ ଟିଆରଏସ (ତେଲେଙ୍ଗାନା ରାଷ୍ଟ୍ର ସମିତି) ର

ଶିବସେନାର ‘ଧନୁ ଓ ତୀର’ ଚିହ୍ନ

ମହାରାଷ୍ଟ୍ର ରାଜନୈତିକ ହଟଚମଟ ଏବଂ କ୍ଷମତା ନିକଟ ଅତୀତରେ ଘଟିଥିବା ପରିବର୍ତ୍ତନ ପରଠୁ, ଶିବସେନା କାହାର ତାକୁ ନେଇ ଉଭୟ ଉଦ୍ଧବ ଠାକ୍‌ରେ ଓ ଏକନାଥ ସିନ୍ଦେ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି।ଫ୍ରିଜ୍ ହେଲା ଶିବସେନାର ‘ଧନୁ ଓ ତୀର’ ଚିହ୍ନ। ଅର୍ଥାତ୍ ନିର୍ବାଚନୀ ଚିହ୍ନ ‘ଧନୁ ଓ

ବାୟୁସେନା ପ୍ରତିଷ୍ଠା ଦିବସ

ଆଜି ୯୦ତମ ବାୟୁସେନା ପ୍ରତିଷ୍ଠା ଦିବସ । ବାୟୁସେନାର ଇତିହାସରେ ପ୍ରଥମ ଥର ପାଇଁ ହେଡକ୍ୱାର୍ଟର ଦିଲ୍ଲୀରୁ ବାହାରେ ଚଣ୍ଡିଗଡରେ ଆୟୋଜିତ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ପ୍ରତିବର୍ଷ ବାୟୁସେନା ଦିବସରେ ଦିଲ୍ଲୀ ହିଣ୍ଡନ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଚଳିତ

ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ଚିତା ଟାସ୍କ ଫୋର୍ସ ପରାମର୍ଶ ଓ ଉପଦେଶ ଦେବ

ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ଚିତା ଟାସ୍କ ଫୋର୍ସର

ଡିପିଆଇଆଇଟି ପକ୍ଷରୁ ଷ୍ଟାର୍ଟଅପ୍ ପାଇଁ ଋଣ ଗ୍ୟାରେଣ୍ଟି ଯୋଜନା ବିଜ୍ଞପ୍ତି ପ୍ରକାଶ ପାଇଲା

ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ଉଦ୍ୟୋଗ ପ୍ରୋତ୍ସାହନ ଓ ଆଭ୍ୟନ୍ତରୀଣ ବ୍ୟାପାର ବିଭାଗ (ଡିପିଆଇଆଇଟି) ପକ୍ଷରୁ ଷ୍ଟାର୍ଟ ସମୂହଙ୍କୁ ଋଣ ଗ୍ୟାରେଣ୍ଟି ପ୍ରଦାନ ଯୋଜନା ପ୍ରବର୍ତ୍ତନ ଘେନି ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ଫଳରେ ଷ୍ଟାର୍ଟ ଅପ୍‌ଗୁଡିକୁ ଯେଉଁ ସବୁ ବିତ୍ତୀୟ

ରୋଜର ବିନ୍ନି ହୋଇପାରନ୍ତି ଆଗାମୀ ବିସିସିଆଇ ଅଧ୍ୟକ୍ଷ

ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ବିସିସିଆଇ ଅଧ୍ୟକ୍ଷ ପଦ ଛାଡ଼ିପାରନ୍ତି ସୌରଭ ଗାଙ୍ଗୁଲି । ଏନେଇ ଚର୍ଚ୍ଚା ଜୋର ଧରିଛି । ଗାଙ୍ଗୁଲିଙ୍କ ସ୍ଥାନରେ ରୋଜର ବିନ୍ନି ବିସିସିଆଇ ଅଧ୍ୟକ୍ଷ ହୋଇପାରନ୍ତି । ରୋଜର ବିନ୍ନି ୧୯୮୩ ବିଶ୍ୱକପ୍ ବିଜୟୀ ଦଳର ସଦସ୍ୟ ଥିଲେ । ଏହାସହ ସେ ପୂର୍ବରୁ

ଚୀନ ବିରୋଧରେ ଭୋଟ ଦେଲାନି ଭାରତ

ଜାତିସଂଘରେ ଚୀନ ବିରୋଧରେ ଭୋଟ ଦେବାରୁ ନିବୃତ ରହିଲା ଭାରତ । ଚୀନର ଉତର-ପଶ୍ଚିମ ସିନଜାଙ୍ଗ୍ ଅଞ୍ଚଳରେ ବିଶୃଙ୍ଖଳା ଏବଂ ଅଶାନ୍ତି ଲାଗିରହିଥିବା ବେଳେ ଏହା ଉପରେ ଏକ ବିତର୍କ କରିବାକୁ ଜାତିସଂଘରେ ପ୍ରସ୍ତାବ ଆସିଥିଲା । ଚୀନର ଏହି ସ୍ୱୟଂଶାସିତ ଅଞ୍ଚଳରେ ମାନବ ଅଧିକାର ଉପରେ ବିତର୍କ

ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସର୍ତକ କରାଇବା ପରେ ଭାରତରେ ତନାଘନା

ଆଫ୍ରିକୀୟ ଦେଶ ଗାମ୍ବିଆରେ କଫ୍ ସିରଫ ଖାଇ ୬୬ରୁ ଅଧିକ ଶିଶୁଙ୍କ ମୃତ୍ୟୁକୁ ନେଇ ସାରା ବିଶ୍ୱରେ ହଇଚଇ ଖେଳି ଯାଇଛି । ଭାରତର ହରିୟାଣା ସ୍ଥିତ ମେଡେନ କମ୍ପାନୀ ପକ୍ଷରୁ ପ୍ରସ୍ତୁତ କଫ୍ ସିରଫକୁ ବ୍ୟବହାର ନକରିବା ପାଇଁ ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । କେନ୍ଦ୍ର ସ୍ୱାସ୍ଥ୍ୟ