Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ବିବିସି କାର୍ଯ୍ୟାଳୟରେ ଆଇଟି ଚଢ଼ଉକୁ ନେଇ ରାଜନୀତି
ବିବିସି କାର୍ଯ୍ୟାଳୟରେ ଆଇଟି ଚଢ଼ଉ । ଆୟକର ଅଧିକାରୀମାନେ ବିବିସି ର ଦିଲ୍ଲୀ ଓ ମୁମ୍ବାଇ କାର୍ଯ୍ୟାଳୟ ଉପରେ ଚଢ଼ଉ କରିଛନ୍ତି । ଏହାକୁ ନେଇ ଏବେ ରାଜନୀତି ଜୋର ଧରିଛି । କଂଗ୍ରେସ ସହ ଅନ୍ୟ ବିରୋଧୀ ଦଳ ସରକାରଙ୍କ ଏହି ପଦକ୍ଷେପକୁ ନିନ୍ଦା କରିଛନ୍ତି । ଫୋନ୍, ଦସ୍ତାବିଜ ଓ ଲାପଟପ ଜବତ…
ଭାଲେଣ୍ଟାଇନ ଦିବସ ର ସଂଜ୍ଞା ବଦଳିଛି
ଫେବୃଆରୀ ୧୪ ତାରିଖକୁ ଭାଲେଣ୍ଟାଇନ ଦିବସ ଭାବେ ପାଳନ କରାଯାଏ । ବ୍ୟାପକ ଅର୍ଥରେ ପ୍ରେମର ପ୍ରତୀକ ରୂପେ ବିଚାର କରାଯାଉଥିବା ଭାଲେଣ୍ଟାଇନ ନାମକ ମହାପୁରୁଷଙ୍କ ନାମାନୁସାରେ ଏହା ନାମିତ ହୋଇଛି ଏହି ଦିନ । କିଛି ବର୍ଷ ହେଲା ଏହି ପ୍ରେମ ଦିବସକୁ ନେଇ ଆମ ଦେଶରେ ବିତର୍କ ହେଉଛି । ସପ୍ତାହ…
ପୁଲୱାମା ଆକ୍ରମଣରେ ସହିଦମାନଙ୍କ ବଳିଦାନକୁ କେବେ ଭୁଲିବ ନାହିଁ ଦେଶ
ପୁଲୱାମା ଆକ୍ରମଣକୁ ୪ ବର୍ଷ ପୁରିଛି । ସହିଦମାନଙ୍କ ବଳିଦାନକୁ ମନେ ପକାଉଛି ସାରା ଦେଶ । ଏହି ଉପଲକ୍ଷେ ସିଆରପିଏଫ ପକ୍ଷରୁ ସହିଦ ବୀର ଯବାନଙ୍କୁ ମନେ ପକାଇବା ପାଇଁ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ କରାଯାଇଛି । ଆଜି ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ସହିଦମାନଙ୍କୁ ଲୁହ ଛଳ ଛଳ ଆଖିରେ…
ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମାପ୍ତ
ନୂ୍ଆଦିଲ୍ଲୀ : ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମାପ୍ତ ହୋଇଛି । ଜାନୁଆରି ୩୧ ତାରିଖରୁ ଆରମ୍ଭ ହୋଇଥିବା ସଂସଦର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଦିନ ଶେଷ ହୋଇଛି। ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଉଭୟ ଲୋକସଭା ଏବଂ ରାଜ୍ୟସଭାକୁ ମୁଲତବୀ ରଖାଯାଇଛି। ମାର୍ଚ୍ଚ ୧୩ ତାରିଖରୁ…
ପୁଲଓ୍ବାମା ଆକ୍ରମଣର 4 ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ : ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣକୁ ପୂରିଲା ୪ ବର୍ଷ । ସହିଦଙ୍କୁ ମନେ ପକାଇ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ପୁରା ଭାରତ । ଆଜି ବ୍ଲାକ ଡେ’ ପାଳୁଛନ୍ତି ଦେଶବାସୀ । ବୀରପୁତ୍ରଙ୍କୁ ବଳିଦାନକୁ ମନେ ପକାଇଲେ ଆଖିରୁ ଆପେ ଆପେ ଲୁହ ଝରିଆସୁଛି । ୧୪ ଫେବ୍ରୁଆରୀ ୨୦୧୯ରେ ସିଆରପିଏଫ୍…
ଡାକ୍ତରମାନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବାଚାରରେ ସବୁଠାରୁ ଆଗରେ ରହିବା ଓ ଚିକିତ୍ସା ଜଗତର ନୂଆ ପରିବର୍ତ୍ତନକୁ ଆପଣାଇବା ପାଇଁ ଡାକ୍ତରମାନଙ୍କୁ ପ୍ରଶଂସା କରିଛନ୍ତି । ଏମ୍ସ ଭୁବନେଶ୍ୱର ଜଣେ ଦିବ୍ୟାଙ୍ଗ ରୋଗୀଙ୍କ ଠାରେ କ୍ୱାଡ୍ରୁପଲ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରୀ ସଫଳତାର ସହ କରିଛନ୍ତି ।…
ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତ ରେଡିଓ ଶ୍ରୋତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତ ରେଡିଓ ଶ୍ରୋତା, ଆରଜେ ଓ ପ୍ରସାରଣ ଇକୋ-ସିଷ୍ଟମ ସହ ଜଡିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ଏହି ଅବସରରେ ଫେବୃୟାରୀ ୨୬, ୨୦୨୩ର ମନ କି ବାତ କାର୍ଯ୍ୟକ୍ରମ ପାଇଁ ମତାମତ ମଧ୍ୟ ଆହ୍ୱାନ କରିଛନ୍ତି । ଏକ…
ସ୍ୱାସ୍ଥ୍ୟ ଏବଂ କଲ୍ୟାଣ କେନ୍ଦ୍ରରେ ଆୟୋଜିତ ହେବ ସ୍ୱାସ୍ଥ୍ୟ ମେଳା
ସୁସ୍ଥ ଜୀବନକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଗତ ବର୍ଷ ଆରମ୍ଭ ହୋଇଥିବା "ସୁସ୍ଥ ମନ, ସୁସ୍ଥ ଘର’ ଅଭିଯାନର ଏକ ଅଂଶ ଭାବରେ ସାରା ଦେଶରେ ସ୍ୱାସ୍ଥ୍ୟ ମେଳା ଆସନ୍ତା କାଲି ୧୪ ତାରିଖ ଦିନ ୧.୫୬ ଲକ୍ଷ ଆୟୁଷ୍ମାନ ଭାରତ - ସ୍ୱାସ୍ଥ୍ୟ ଏବଂ କଲ୍ୟାଣ କେନ୍ଦ୍ର (ଏବି -ଏଚ୍ଡବ୍ଲୁସି)…
ଆଦାନୀ-ହିଣ୍ଡେନବର୍ଗ ମାମଲା
ଆଦାନୀ-ହିଣ୍ଡେନବର୍ଗ ମାମଲାକୁ ନେଇ ଚାଲିଛି ଚର୍ଚା । ଶୁକ୍ରବାର ନିବେଶକଙ୍କ କ୍ଷତିକୁ ନେଇ ଚିନ୍ତା ପ୍ରକଟ କରିଥିଲେ ସର୍ବୋଚ୍ଚ କୋର୍ଟ । ତେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱାଧୀନ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ରାୟ ଶୁଣାଣି କରି ଏହି…
ଏରୋ ଇଣ୍ଡିଆ ୨୦୨୩
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୟେଲାହାନକାର ବାୟୁସେନା ଷ୍ଟେସନରେ ଏରୋ ଇଣ୍ଡିଆ ୨୦୨୩ ର ୧୪ ତମ ସଂସ୍କରଣର ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଦେଶ ତଥା ବିଦେଶର ପ୍ରଦର୍ଶକମାନେ ଏଥିରେ ଭାଗ ନେଉଛନ୍ତି। ଏହା ଏପର୍ଯ୍ୟନ୍ତ ସମସ୍ତ ରେକର୍ଡକୁ…