Browsing Category

National

ଏହା ଆତ୍ମହତ୍ୟା ନୁହେଁ , ଏହା  ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା – ରାହୁଲ ଗାନ୍ଧୀ

ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ। ସେ କହିଛନ୍ତି ଏହା ଆତ୍ମହତ୍ୟା ନୁହେଁ , ଏହା  ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା। ଯୌନ ଶୋଷଣ…

ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା

ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା । ଗତକାଲି ଅପରାହ୍ନ ୪ଟା ୪୫ ମିନିଟ ସମୟରେ ମହାକାଶ ଷ୍ଟେସନରୁ ସ୍ପେସ-ଏକ୍ସ ଡ୍ରାଗନରେ ଯାତ୍ରା ଆରମ୍ଭ କରିଛନ୍ତି।  ୨୨ ଘଣ୍ଟା ଯାତ୍ରା କରିବା ପରେ ଆଜି ଅପରାହ୍ନ ୩ଟାରେ କାର୍ଲିଫଣ୍ଣିଆ ଉପକୂଳରେ ଡ୍ରାଗନ ଅବତରଣ କରିବାର ଅଛି । ଆଇଏସଏସରେ ୧୮…

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଦିଲ୍ଲୀ ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି। ସ୍ଥାନୀୟ ୭, ଲୋକକଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ଭେଟଘାଟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର-ରାଜ୍ୟ…

ଅପରେସନ୍‌ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ

‘ଅପରେସନ୍‌ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା ନେଇ ବିଦେଶୀ ଗଣମାଧ୍ୟମରେ…

ଭାରତ ଏକ ଧର୍ମଶାଳା ନୁହେଁ

ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସାଂସଦ ମହୁଆ ମୈତ୍ରଙ୍କ ଭାଇରାଲ ଭିଡିଓ ଉପରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରତିକ୍ରିୟା ରଖିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ କହିଛନ୍ତି, ଭାରତ ଏକ ଧର୍ମଶାଳା ନୁହେଁ ଯେ, ଯିଏ ଯେମିତି ଆସିବେ ରହିବେ। ବେଆଇନ ଭାବେ ରହୁଥିବା…

୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା

ଆଜି ଭାରତ ବନ୍ଦ । ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଧର୍ମଘଟ ଡାକରା ଦିଆଯାଇଛି । ୧୦କେନ୍ଦ୍ରୀୟ ଟ୍ରେଡ୍‍ ୟୁନିୟନ ଓ ସହଯୋଗୀ ସଂଘକୁ ନେଇ ଗଠିତ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ୨୫କୋଟିରୁ ଅଧିକ ଶ୍ରମିକ, କର୍ମଚାରୀ ଏଥିରେ ଭାଗ…

ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ

କାଉଡ଼ିଆ ଯାତ୍ରାକୁ ନେଇ ନୂଆ ନିୟମ ଲାଗୁ କଲା ଦିଲ୍ଲୀ ପ୍ରଶାସନ। ପିଟିଆଇ ରିପୋର୍ଟ ଅନୁଯାୟୀ, ଜୁଲାଇ ୧୧ରୁ ୨୩ ଜୁଲାଇ ପର୍ଯ୍ୟନ୍ତ ହେବାକୁ ଥିବା କାଉଡ଼ିଆ ଯାତ୍ରା ପାଇଁ ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ ରହିବ ବୋଲି ଭାରତୀୟ ଜନତା ପାର୍ଟି ନେତା କପିଲ ମିଶ୍ରା କହିଛନ୍ତି। ତେବେ ସେ…

ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା

ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା ଆଜି ୯୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ବିଶେଷ ଅବସରରେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରିଛନ୍ତି ଏବଂ ତାଙ୍କର ପ୍ରେମ, କରୁଣା ଏବଂ…

ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର

ବିହାରରେ ଭୋଟର ତାଲିକାକୁ ନେଇ ରାଜନୀତି ସରଗରମ ରହିଛି । ଗୋଟିଏ ପଟେ ବିରୋଧୀ ଦଳ ଏହି ପ୍ରଥାକୁ ଲଗାତାର ବିରୋଧ କରୁଛନ୍ତି । କାରଣ ଏହି ପ୍ରକ୍ରିୟା ମାଧ୍ୟମରେ ଅବହେଳିତ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ଭୋଟରମାନଙ୍କୁ ତାଲିକାରୁ ବାଦ ଦିଆଯାଉଛି । ଅନ୍ୟପଟେ ଶାସକ ଦଳ ଏବଂ ନିର୍ବାଚନ କମିଶନ…

ଜୁଲାଇ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

ଚଳିତମାସ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସୂଚନା ଦେଇଛନ୍ତି। ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ତେବେ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ…