Browsing Category

National

ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ

ଆଜି ୧୫ ଦିନରେ ପହଞ୍ଚିଛି ମଧ୍ୟପ୍ରାଚ୍ୟ ଯୁଦ୍ଧ। ପ୍ରଧାନମନ୍ତ୍ରୀ ମୋଦୀ ବର୍ତ୍ତମାନ୍ ଆସାମ ଗସ୍ତରେ ଅଛନ୍ତି। ଶନିବାର ସେ ସିଲଚରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ…

ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର

ମିଳୁନି ସିଲିଣ୍ଡର । ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ସରକାର କହୁଛନ୍ତି ଯେ ଦେଶରେ ପର୍ଯ୍ୟାପ୍ତ ରହିଛି ଗ୍ୟାସ୍ ସିଲିଣ୍ଡର । କିନ୍ତୁ ହିନସ୍ତା ହେଉଛନ୍ତି ଖାଉଟି । କିଛି ଅସାଧୁ ବ୍ୟବସାୟୀ ଗ୍ୟାସର କଳାବଜାରୀ କରୁଛନ୍ତି । ଏପରିକି ବେଆଇନ ଭାବେ ଗଚ୍ଛିତ ରଖୁଛନ୍ତି ।…

ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ

ସୂତ୍ର ଅନୁସାରେ ଲୋକସଭାର ୧୩୦ ଓ ରାଜ୍ୟସଭାର ୬୩ ଜଣ ସାଂସଦ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କରିଛନ୍ତି। ଏହି ନୋଟିସ୍ ୧୩ ମାର୍ଚ୍ଚ ଶୁକ୍ରବାର ସଂସଦର କୌଣସି ସଦନରେ ଉପସ୍ଥାପିତ ହୋଇପାରେ। ତେବେ ଏହା କେଉଁ ସଦନରେ ଉପସ୍ଥାପିତ ହେବ ତାହା…

ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ  ସୁପ୍ରିମକୋର୍ଟ

ଶେଷରେ ହାରିଲା ଜୀବନ, ଜିତିଲା ମୃତ୍ୟୁ। ଦେଶରେ ପ୍ରଥମ ଇଚ୍ଛାମୃତ୍ୟୁକୁ ମିଳିଲା ମଞ୍ଜୁରୀ। ଗତ ୧୩ ବର୍ଷ ଧରି ଶଯ୍ୟାଶାୟୀ ଥିବା ଗାଜିଆବାଦ ବାସିନ୍ଦା ହରିଶ ରାଣାଙ୍କୁ 'ଇଚ୍ଛାମୃତ୍ୟୁ' ପାଇଁ ମଞ୍ଜୁରୀ ଦେଇଛନ୍ତି ସୁପ୍ରିମକୋର୍ଟ। ଆମେ ଆଉ ଏହି ଯୁବକଙ୍କୁ ଯନ୍ତ୍ରଣାରେ ରଖିପାରିବୁ ନାହିଁ…

ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ

ଇଣ୍ଡିଗୋ ଏୟାରଲାଇନ୍ସ ର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ମଙ୍ଗଳବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଡିସେମ୍ବର ମାସରେ ଏୟାରଲାଇନ୍ସର ସଞ୍ଚାଳନ ସମସ୍ୟା ଉପୁଜିବା ପରେ ଏହା ପ୍ରଥମ ବଡ଼ ପଦକ୍ଷେପ। ଏହି ସମସ୍ୟା ଯୋଗୁ ଯାତ୍ରୀ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ବେଳେ ଏହା…

ଯୁଦ୍ଧ ଯୋଗୁଁ ଏଲ୍‌ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ

ଦେଶ ଦେଶ ମଧ୍ୟରେ ଯୁଦ୍ଧ ଯୋଗୁଁ ଏଲ୍‌ପିଜି ସିଲିଣ୍ଡରର ଅଭାବ ଦେଖାଦେଇଛି। ଆଉ ଏହାର ସିଧାସଳଖ ପ୍ରଭାବ ହୋଟେଲ ଶିଳ୍ପ ଉପରେ ପଡ଼ିଛି ।  ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ରେଷ୍ଟୁରାଣ୍ଟ ବନ୍ଦ ହୋଇଯିବ । କମର୍ସିଆଲ୍ ଗ୍ୟାସ୍ ଯୋଗାଣ ଉପରେ ରୋକ୍‌ ଏବଂ ଡେଲିଭରିରେ ବିଳମ୍ବ ଯୋଗୁଁ…

ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ

ଡୋନାଲ୍ଡ ଟ୍ରମ୍ପଙ୍କୁ ଇରାନ ଦୃଢ଼ ଜବାବ। ଯଦି ଆକ୍ରମଣ ଜାରି ରହେ ତେବେ ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ ବୋଲି କହିଲା ଇରାନ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ ଷ୍ଟ୍ରେଟ୍ ଅଫ୍ ହରମୁଜକୁ କବ୍‌ଜା କରିବା ନେଇ ବୟାନ ଦେବା ପରେ ଇରାନ ପକ୍ଷରୁ…

ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ…

ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏବଂ ପୁଷ୍ପ କମଳ ଦହଲ ପ୍ରଚଣ୍ଡଙ୍କୁ ପରାସ୍ତ କରିଛି। ଏପରିକି ବାଲେନ ଶାହ ତାଙ୍କ ନିଜ…

ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

ଚଳିତ ରାଜ୍ୟସଭା ନିର୍ବାଚନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାରତୀୟ ଜନତା ପାର୍ଟି । ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପି ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତ…

ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର

ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜେଡିୟୁରେ ଯୋଗ ଦେଇଛନ୍ତି । ସେ ପାଟନା ସ୍ଥିତ ଜେଡିୟୁ ଅଫିସରେ ସଦସ୍ୟତା ପଦ ଗ୍ରହଣ କରିଛନ୍ତି । ଏହି ସମୟରେ ପାର୍ଟିର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ନୀତିଶ କୁମାର ଦୁଇ ଦଶନ୍ଧିରୁ ଅଧିକ ସମୟ…