Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
National
ଜୁଆ ବିଜ୍ଞାପନ ବିରୋଧରେ ଜାରି ହେଲା ସାନି ମାର୍ଗଦର୍ଶିକା
କେତେକ ଘରୋଇ ଟିଭି ଚାନେଲ ଏବଂ ଡିଜିଟାଲ ମିଡିଆରେ ଜୁଆ ଖେଳ ଓ ସଟ୍ଟାବାଜି ସମ୍ପର୍କରେ ପ୍ରକାଶ ପାଉଥିବା ବିଜ୍ଞାପନକୁ ନେଇ ଉଦବେଗ ପ୍ରକାଶ କରିଛି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। ଏଭଳି ବିଜ୍ଞାପନର ପ୍ରଲୋଭନରେ ପଡ଼ି ସାଧାରଣ ଉପଭୋକ୍ତା, ବିଶେଷ କରି ଯୁବବର୍ଗ ଏବଂ!-->…
ହାଲ୍କା ଲଢୁଆ ହେଲିକୋପ୍ଟର (ଏଲ୍ସିଏଚ୍)‘ପ୍ରଚଣ୍ଡ’ଭାରତୀୟ ବାୟୁସେନାରେ ସାମିଲ
ସମ୍ପୂର୍ଣ୍ଣ ସ୍ୱଦେଶୀ ଡିଜାଇନ ଓ କାରିଗରୀ ଜ୍ଞାନ କୌଶଳରେ ବିକଶିତ ହାଲ୍କା ହେଲିକୋପ୍ଟର (ଏଲ୍ସିଏଚ୍) “ପ୍ରଚଣ୍ଡ”ଆଜି ଆନୁଷ୍ଠାନିକ ଭାବେ ଭାରତୀୟ ବାୟୁସେନାରେ ସାମିଲ ହୋଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ଉତ୍ସବରେ ଅଧ୍ୟକ୍ଷତା କରି ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ କହିଛନ୍ତି!-->…
ଭାରତୀୟ ବାୟୁସେନାରେ ସାମିଲ ହେବ ଲାଇଟ କମ୍ବାଟ ହେଲିକପ୍ଟର
ଆଜି ଭାରତୀୟ ବାୟୁସେନା ପାଇଁ ଐତିହାସିକ ଦିନ । ଭାରତୀୟ ବାୟୁସେନାରେ ସାମିଲ ହେବ ସ୍ୱଦେଶୀ ହାଲୁକା ଲଢୁଆ ହେଲିକପ୍ଟର । ଏହାର ନା ରହିଛି ଲାଇଟ୍ କମ୍ବାଟ ହେଲିକପ୍ଟର ବା ଏଲସିଏଚ । ଯୋଧପୁର ଏୟାରବେସରେ ୧୦ଟି ଏଲସିଏଚ ବାୟୁସେନାରେ ସାମିଲ ହେବ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହି!-->…
ଭାରତର ପ୍ରଥମ ମଙ୍ଗଳଯାନ ଅଭିଯାନର ଅନ୍ତ
ଦୀର୍ଘ ୮ ବର୍ଷ ପରେ ଭାରତର ପ୍ରଥମ ମଙ୍ଗଳଯାନ ଅଭିଯାନର ଅନ୍ତ । ଅର୍ବିଟର ମହାକାଶଯାନରୁ ଇନ୍ଧନ ଓ ବ୍ୟାଟେରୀ ଶେଷ ହେବା ପରେ ଭୂ-ପୃଷ୍ଠରେ ଥିବା ଷ୍ଟେସନ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ୨୦୧୩ ନଭେମ୍ବର ୫ରେ ପିଏସ୍ଏଲଭି ସି-୨୫ ରକେଟ୍ ସହାୟତାରେ ୪୫୦ କୋଟି ଟଙ୍କାର ମାର୍ସ ଅର୍ବିଟର ମିଶନ!-->…
ମ୍ୟାଚ ଜିତିବାକୁ ରୋହିତ ବାହିନୀର ଲକ୍ଷ୍ୟ
ବିଶ୍ବକପ୍ ପୂର୍ବରୁ ଟିମ ଇଣ୍ଡିଆ ଆଜି ମ୍ୟାଚ ଜିତିବାକୁ ପଡ଼ିଆକୁ ଓହ୍ଲାଇବ । ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମୁକାବିଲା ଅଛି । ଏହି ମ୍ୟାଚ ଜିତିଲେ ସିରିଜ ହାତେଇବ ଟିମ ଇଣ୍ଡିଆ । ପ୍ରଥମ ମ୍ୟାଚକୁ ଯେଉଁଭଳି ଭାରତୀୟ ବ୍ୟାଟସମ୍ୟାନ ମାନେ ଖେଳିଥିଲେ ଆଜି ମଧ୍ୟ!-->…
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତୀ ଅବସରରେ ଦେଶବ୍ୟାପୀ ପାଳନ କରାଯାଉଛି ଗାନ୍ଧୀ ଜୟନ୍ତୀ । ବିଶେଷ କରି ରାଜଘାଟରେ ଥିବା ଗାନ୍ଧୀଜୀଙ୍କ ସମାଧିସ୍ଥଳରେ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ, ସମସ୍ତ ମନ୍ତ୍ରୀ ଓ ନେତାବୃନ୍ଦ ଉପସ୍ଥିତ ହୋଇ ମହାତ୍ମାଙ୍କୁ!-->…
ରାଜ୍ୟସଭା ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଲେ ମଲ୍ଲିକାର୍ଜୁନ ଖଡ଼ଗେ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦବୀ ଲାଗି ପ୍ରାର୍ଥୀପତ୍ର ଦାଖଲ କରିବାର ଦିନକ ପରେ ରାଜ୍ୟସଭା ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଲେ ମଲ୍ଲିକାର୍ଜୁନ ଖଡ଼ଗେ । କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। କଂଗ୍ରେସର ଉଦୟପୁର ପ୍ରସ୍ତାବ ଅନୁସାରେ!-->…
ଆଜିଠୁ ଭାରତରେ ଆରମ୍ଭ ହେଲା ୫-ଜି ଯୁଗ
ଆଜି ଠାରୁ ଭାରତରେ ଆରମ୍ଭ ହୋଇଛି ଫାଇଭ-ଜି ସେବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଡିଆ ମୋବାଇଲ୍ କଂଗ୍ରେସ କାର୍ଯ୍ୟକ୍ରମରେ ମୋଦୀ ୫ଜି ସେବାର ଶୁଭାରମ୍ଭ କରିଛନ୍ତି । ତିନି ପ୍ରମୁଖ ଟେଲିକମ ଅପରେଟର୍!-->…
ନିୟମ ପାଳନ କରିବା ମାମଲାରେ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନିୟମ ପାଳନ କରିବା ମାମଲାରେ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶୁକ୍ରବାର ରାଜସ୍ଥାନର ସିରୋହୀ ଜିଲ୍ଲାର ଆବୁ ରୋଡରେ ଏକ ସାଧାରଣ ସଭାକୁ ଉଦବୋଧନ କରିଥାନ୍ତେ ମୋଦୀ । କିନ୍ତୁ ମୋଦୀ ଶୁକ୍ରବାର ରାତି ୧୦ଟା ୨୦ରେ ଆବୁ ରୋଡରେ ପହଂଚିଥିଲେ । ରାତି ୧୦ଟା ପରେ!-->…
ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଚାର୍ଜସିଟ୍: ଶିକ୍ଷକଙ୍କ ପାଇଁ ଅଡ଼ୁଆ
କୋଲକତା: ପଶ୍ଚିମବଙ୍ଗ ସ୍କୁଲ ସେବା ଆୟୋଗ (ଏସଏସସି) ନିଯୁକ୍ତି ଦୁର୍ନୀତି ସଂକ୍ରାନ୍ତୀୟ ମାମଲାରେ ସିବିଆଇ ଦାଖଲ କଲା ଚାର୍ଜସିଟ । କେନ୍ଦ୍ରୀୟ ଏଜେନ୍ସି କୋଲକାତାର ଆଲିପୋର କୋର୍ଟରେ ଚାର୍ଜସିଟ ଦାଖଲ କରିଛି। ଚାର୍ଜସିଟରେ ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ପୂର୍ବତନ!-->…