Trending
- ନୂଆପଡ଼ା ଉପନିର୍ବାଚନ : ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ମତଦାନ
- ଭୁଟାନ ମାଟିରୁ ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି ଗର୍ଜିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
- ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ : ୧ଟା ସୁଦ୍ଧା ବିହାରରେ ୪୭.୬୨% ମତଦାନ
- ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ – ଚାରି ଡ଼ାକ୍ତରଙ୍କ ଲୋମଟାଙ୍କୁରା କାର୍ଯ୍ୟ
- ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ
- ଆଜି ଭୋଟ ଦେଉଛନ୍ତି ନୂଆପଡାବାସୀ , ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
- ଲାଲକିଲ୍ଲାରେ ଶକ୍ତିଶାଳୀ ବିସ୍ଫୋରଣ, 8 ମୃତ ଅନେକ ଲୋକ ଆହତ
- ବିହାର ବିଧାନସଭାର ନିର୍ବାଚନ : ମହିଳା ମତଦାତାଙ୍କ ଉପରେ ଧ୍ୟାନ କେନ୍ଦ୍ରିତ
- ନିରବ ଅବଧି ସମୟରେ ନୂଆପଡ଼ାରେ ନିୟମର ଉଲ୍ଲଂଘନ କରିଛି ବିଜେପି – ନବୀନ
- ଆଜି ମାଣ୍ଡିଆ ଦିବସ
Browsing Category
National
ପୁଣି କରୋନା କଟକଣା ଲାଗିଲା ଦିଲ୍ଲୀରେ
ଆଜି ଦିଲ୍ଲୀ ସରକାର ରାଜ୍ୟରେ କରୋନା କଟକଣା ଲଗାଇବା ଆରମ୍ଭ୍ କରିଛନ୍ତି ।ଗୋଟିଏ ପଟେ ସାରା ଦେଶରେ ପୁଣି କରୋନା ସଂକ୍ରମଣ ବଢିଥିବା ବେଳେ ପୂର୍ବଭଳି ଦିଲ୍ଲୀରେ ସର୍ବଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି ।ଦିଲ୍ଲୀ ସରକାର ପୁଣି ରାଜ୍ୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି ।!-->…
ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥାବସ୍ଥା ଗୁରୁତର
ହୃଦଘାତର ଶିକାର ହୋଇ ଗତକାଲିଠୁ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ଜଣାଶୁଣା ଷ୍ଟାଣ୍ଡ-ଅପ୍ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ୫୮ ବର୍ଷୀୟ ରାଜୁଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇ ଚିକିତ୍ସା କରାଯାଉଛି। ପ୍ରଥମେ ଏମ୍ସର ଜରୁରୀକାଳୀନ ମେଡିସିନ ବିଭାଗ!-->…
ନୀତୀଶ ମୁଖ୍ୟମନ୍ତ୍ରୀ, ତେଜସ୍ବୀ ହେଲେ ଉପମୁଖ୍ୟମନ୍ତ୍ରୀ
ଆଜି ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନୀତୀଶ କୁମାର । ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନୀତୀଶ । ତେବେ ସେ ୨୧ ମାସରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ଏହା ସହିତ ତେଜସ୍ୱୀ ଯାଦବ ଦ୍ୱିତୀୟ ଥର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ!-->…
ପ୍ରଧାନମନ୍ତ୍ରୀଙ୍କ ପାନିପତ ଗସ୍ତ ଆଜି
ଆଜି ହରିୟାଣାର ପାନପତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଇଣ୍ଡିଆନ୍ ଅଏଲ ପାନିପତ ରିଫାଇନାରୀରେ ୨ଜି ଇଥାନଲ ପ୍ଲାଣ୍ଟର ଲୋକାର୍ପଣ କରିବେ । ୯୦୦ କୋଟି ଟଙ୍କା ବ୍ୟୟରେ ଏହି ପ୍ଲାଣ୍ଟ ନିର୍ମାଣ କରାଯାଇଛି । ଏଠାରୁ ପ୍ରତିଦିନ ୧୦୦ କିଲୋଲିଟର ଇଥାନଲ ଉତ୍ପାଦନ ହୋଇପାରିବ ।!-->…
ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଯୋଗୀ ହେବ ଏନଏସଏଫ
ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଭାଗୀତାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଏସ୍ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନ(ଏନଏସଏଫ) ଇଚ୍ଛା ପ୍ରକାଶ କରିଛି । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଏନଏସଏଫର ନିର୍ଦ୍ଦେଶକ ଡ଼ ସେଥୁରମଣ ପଞ୍ଚନାଥନ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ!-->…
୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ
କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ କରିଛନ୍ତି । ସେ କହିଥିଲେ ଯେ, ଆଜି ‘‘ଅଗଷ୍ଟ କ୍ରାନ୍ତି’’!-->…
ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ !-->!-->!-->…
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।
!-->!-->!-->!-->!-->…
ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ସତ୍ୱିକ୍ ସାଇରାଜ ରାଙ୍କିରେଡି ଏବଂ ଚିରାଗ…
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟଜି ୨୦୨୨ ରେ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସତ୍ୱିକ ସାଇରାଜ ରାଙ୍କିରେଡି ଏବଂ ଚିରାଗ ଶେଟ୍ଟୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
!-->!-->!-->!-->!-->…
ପରିବାରବାଦ, ତୁଷ୍ଟିକରଣ ଏବଂ ଦୁର୍ନୀତି ଦେଶପାଇଁ ବିପଦ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଠାରେ ମୋଦୀ@20 : ଡ୍ରିମ୍ସ ମିଟ୍ ଡିଲିଭରୀର ଓଡ଼ିଶା ଚାପ୍ଟର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ।
ସମାରୋହକୁ ସମ୍ବୋଧିତ କରି ଶ୍ରୀ ଶାହା କହିଥିଲେ ଯେ, ଶ୍ରୀ ନରେନ୍ଦ୍ର!-->!-->!-->!-->!-->…