Browsing Category

National

ବାଂଲାଦେଶ ବିପକ୍ଷ ଦ୍ବିତୀୟ ଟେଷ୍ଟ୍‌ ଆରମ୍ଭ

ଢାକା: ଭାରତ ଓ ବାଂଲାଦେଶ ଆରମ୍ଭ ହୋଇଛି ଦ୍ବିତୀୟ ଟେଷ୍ଟ୍‌। ପ୍ରଥମ ଟେଷ୍ଟ୍‌କୁ ୧୮୮ ରନ୍‌ରେ ଜିତିବା ପରେ ଭାରତର ପଲା ଭାରି ରହିଛି । ପ୍ରଥମ ଟେଷ୍ଟ୍‌ ଭଳି ଦ୍ବିତୀୟ ଟେଷ୍ଟ୍‌ରେ ଭାରତର ବ୍ୟାଟସମ୍ୟାନଙ୍କର ପଲା ବି ଭାରି ରହିବ । ପ୍ରଥମ ଟେଷ୍ଟରେ ଚେତେଶ୍ବର ପୂଜାରା, ଶୁବମନ ଜିଲ୍‌,

ଦିନକୁ ୧୧୫ ଜଣ ଦିନ ମଜୁରିଆ ଓ ୬୩ ଜଣ ଗୃହିଣୀ ଆତ୍ମହତ୍ୟା କରୁଛନ୍ତି

ନୂଆଦିଲ୍ଲୀ: ଭାରତରେ ଆତ୍ମହତ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି ପ୍ରତିଦିନ ଭାରତରେ ୧୧୫ ଜଣ ଦିନ ମଜୁରିଆ ଓ ୬୩ ଜଣ ଗୃହିଣୀ ଆତ୍ମହତ୍ୟା କରୁଥିବା ଜଣାପଡିଛି। ଏହି ତଥ୍ୟ ଦର୍ଶାଇଛି ଗତବର୍ଷ ଦେଶରେ ମୋଟ ୧ ଲକ୍ଷ ୬୪ ହଜାର ୩୩ ଜଣ ଆତ୍ମହତ୍ୟା କରିଛନ୍ତି। ନ୍ୟାସନାଲ କ୍ରାଇମ୍

ବିଶ୍ବ ଐତିହ୍ୟ ପ୍ରାରମ୍ଭିକ ତାଲିକାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ନଗରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ନଗରୀ ଗୁଜରାଟର ଐତିହାସିକ ବଡ଼ନଗର, ମୋଢ଼େରାର ସୂର୍ଯ୍ୟ ମନ୍ଦିର ଓ ତ୍ରିପୁରାର ପାହାଡ଼କାନ୍ଥରେ ଖୋଦିତ ସ୍ଥାପତ୍ୟ ସମେତ ଭାରତର ୩ଟି ନୂତନ ସାଂସ୍କୃତିକସ୍ଥଳୀ ‘ୟୁନେସ୍କୋ ବିଶ୍ବ ଐତିହ୍ୟସ୍ଥଳୀର ପ୍ରାରମ୍ଭିକ ତାଲିକାରେ ସ୍ଥାନ

ଦିଲ୍ଲୀ ସରକାରଙ୍କୁ ଲାଗିଛି ବଡ଼ ଝଟ୍‌କା

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କୁ ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀର ଉପରାଜ୍ୟପାଳ ଭି.କେ. ସକ୍ସେନା ମଙ୍ଗଳବାର ମୁଖ୍ୟ ସଚିବଙ୍କୁ ଏକ ନିର୍ଦ୍ଦେଶ ଦେଇ ରାଜ୍ୟର ଶାସକ ଦଳ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ଠାରୁ ୯୭ କୋଟି ଟଙ୍କା ଆଦାୟ କରିବାକୁ କହିଛନ୍ତି। ଆପ୍‌ର ମୁଖିଆ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

୩ ଲସ୍କର ଆତଙ୍କବାଦୀ ଏନକାଉଣ୍ଟରରେ ମୃତ

ଶ୍ରୀନଗର: ଭାରତୀୟ ସେନାର ଏନ୍‌କାଉଣ୍ଟରରେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସର୍ଚ ଅପରେସନ ପରେ ରାତିରୁ ଛକି ରହିଥିଲେ ସୁରକ୍ଷାକର୍ମୀ । ଆଜି ଭୋରୁ ଜମ୍ମୁ କଶ୍ମୀରର ସୋପିଆନ ଜିଲ୍ଲା ମଞ୍ଝା ମାର୍ଗ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

ରାହୁଲ ଗାନ୍ଧିଙ୍କୁ କଡ଼ା ସମାଲୋଚନା କଲେ ଜୟଶଙ୍କର

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡା ସମାଲୋଚନା କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଅରୁଣାଚଳ ସୀମାରେ  ଭାରତ-ଚାଇନା ସଂଘର୍ଷକୁ ନେଇ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ସେ ନିନ୍ଦା କରିଛନ୍ତି । କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦି ସରକାରଙ୍କୁ ଟାର୍ଗେଟ କରିଥିବା

ତେଲେଙ୍ଗାନା କଂଗ୍ରେସରେ ସଙ୍କଟ, କଂଗ୍ରେସ କମିଟିରୁ ଦେଲେ ଇସ୍ତଫା

ହାଇଦ୍ରାବାଦ: ତେଲେଙ୍ଗାନା କଂଗ୍ରେସରେ ବଡ଼ ଧରଣର ସୃଷ୍ଟିହୋଇଛି ସଙ୍କଟ। ଜୋର ଧରିଛି ଗୋଷ୍ଠୀ କନ୍ଦଳ। ରାଜ୍ୟ କଂଗ୍ରେସ କମିଟିରୁ ୧୨ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ନିକଟରେ ରାଜ୍ୟ କଂଗ୍ରେସ କମିଟିର ପୁନର୍ଗଠନ ହୋଇଥିବା ବେଳେ ବାହାର ଦଳର ନେତାଙ୍କୁ ଅଗ୍ରାଧିକାର ଦିଆଯାଉଥିବା ଅଭିଯୋଗ କରି

ଆହୁରୀ ଶକ୍ତିଶାଳୀ ହେଉଛି ଭାରତୀୟ ନୌସେନା

ସେନାରେ ସାମିଲ ହେବ ବାହୁବଳୀ ମୋର୍ମୁଗାଓ । ପି-୧୫୮ ଷ୍ଟେଲଥ ଗାଇଡେଡ ମିସାଇଲ ଡେଷ୍ଟ୍ରୟର ଭାବେ ପରିଚିତ ମୋର୍ମୁଗାଓକୁ ନୌସେନାକୁ ସମର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସମସ୍ତ ପ୍ରକାର ଆଣବିକ, ଜୈବିକ ଓ ରାସାୟନିକ ଯୁଦ୍ଧ କ୍ଷେତ୍ରରେ ବ୍ୟବହୃତ ହୋଇପାରିବ ମୋର୍ମୁଗାଓ ।

ଜିଏସଟି ଫାଙ୍କିଲେ ଦେବାକୁ ପଡିବ ସର୍ବନିମ୍ନ ୨ କୋଟି ଟଙ୍କା

ଜିଏସଟି ଫାଙ୍କିବା କ୍ଷେତ୍ରରେ ଅପରାଧିକ କାର୍ଯ୍ୟାନୁଷ୍ଠାନର ସର୍ବନିମ୍ନ ସୀମାକୁ ୨ କୋଟିକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ସୀମା ୧ କୋଟି ଟଙ୍କା ଥିଲା । ୪୮ତମ ଜିଏସଟି ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ସଚିବ ସଞ୍ଜୟ ମାଲହୋତ୍ରା । ବୈଠକରେ

ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ

ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ । ଖେଳାଯାଇଥିବା ଟି-୨୦ ବିଶ୍ୱକପ ଫାଇନାଲରେ ବାଂଲାଦେଶକୁ ହରାଇ ବିଶ୍ୱ ବିଜୟୀ ମୁକୁଟ ପିନ୍ଧିଲା ଭାରତ । ଲଗାତର ତୃତୀୟ ଥର ପାଇଁ ହାତେଇଲା ଟି-୨୦ ବିଶ୍ୱକପ ଟ୍ରଫି । ଏହା ପୂର୍ବରୁ ଭାରତ ୨୦୧୨ ଓ ୨୦୧୭ରେ ଦୃଷ୍ଟିହୀନ ବିଶ୍ୱକପ ଟ୍ରଫି ନିଜ