Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ଜାତିଗତ ଜନଗଣନା ସପକ୍ଷରେ ୩ ରାଜ୍ୟ !
ନୂଆଦିଲ୍ଲୀ: ଜାତିଗତ ଜନଗଣନାକୁ ନେଇ ଏବେ ଦେଶରେ ପୁଣି ଚର୍ଚା ଆରମ୍ଭ ହୋଇଛି । ଏହି ଜନଗଣନାକୁ ନେଇ ସପକ୍ଷରେ ୩ ରାଜ୍ୟ ମତ ରଖିଛନ୍ତି । ଏସସି, ଏସଟି ଜନଗଣନା କରାଯାଉଥିବା ବେଳେ ଅନ୍ୟ ଜାତି ଜନଗଣନାରେ ସ୍ଥାନ ପାଉନାହିଁ । ଲୋକସଭାରେ ଏନେଇ ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ!-->…
ଚାଇନା ସୀମାରେ ଉତ୍ତେଜନା, ଭାରତର ଏୟାର ପ୍ୟାଟ୍ରୋଲିଂ
ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଚାଇନା ସେନା ଏବଂ ଭାରତୀୟ ସେନା ମଧ୍ୟରେ ସୀମାକୁ ନେଇ ବିବାଦ ଆରମ୍ଭ ହୋଇଛି । ଅନୁପ୍ରବେଶ ଉଦ୍ୟମ ପରେ ଦୁଇ ଦେଶ ସେନା ମଧ୍ୟରେ ତିକ୍ତତା ଆରମ୍ଭ ହୋଇଯାଇଛି। ଚାଇନା ଆକାଶ ପଥରେ ଅନୁପ୍ରବେଶ କରିବାର ଆଶଙ୍କା ଥିବାରୁ ଭାରତୀୟ ସେନା ଏହାର ମୁକାବିଲା ପାଇଁ!-->…
କଂଗ୍ରେସ ନେତାଙ୍କୁ ଉଠାଇନେଲା ପୋଲିସ
ପ୍ରଧାନମନ୍ତ୍ରୀଙ୍କୁ ନେଇ ବୟାନ ଦେବା ଘଟଣାରେ ମଧ୍ୟପ୍ରଦେଶର ବରିଷ୍ଠ କଂଗ୍ରେସ ନେତା ରାଜା ପଟେରିଆ ଗିରଫ । ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା କରିବାକୁ ପ୍ରସ୍ତୁତ ରହିବାକୁ ଏକ ଦଳୀୟ ସଭାରେ ରାଜା କହିଥିଲେ । ଏ ନେଇ ଗତକାଲି ତାଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ଆଜି ତାଙ୍କୁ ଉଠାଇ ନେଇଛି!-->…
ବୈଠକ ଡାକିଲେ ପ୍ରତିରକ୍ଷା ମନ୍ତ୍ରୀ
ଅରୁଣାଚଳ ପ୍ରଦେଶରେ ଭାରତ ଚୀନ ସୈନିକଙ୍କ ସଂଘର୍ଷ ପରେ ବୈଠକ ଡାକିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ସିଡିଏସ ଲେଫ୍ଟନାଣ୍ଟ ଜେନେରାଲ ଅନିଲ ଚୌହ୍ବାନ ଓ ତିନି ସେନା ମୁଖ୍ୟ ହେବେ ସାମିଲ ।
ଦିନକ ପୂର୍ବରୁ ତୱାଙ୍ଗରେ ଭାରତ-ଚୀନ!-->!-->!-->…
କର୍ଣ୍ଣାଟକରେ ଚିହ୍ନଟ ହେଲା ପ୍ରଥମ ଜିକା ଭାଇରସ୍
ବଢ଼ିଲା ଚିନ୍ତା। କର୍ଣ୍ଣାଟକରେ ଚିହ୍ନଟ ହେଲା ପ୍ରଥମ ଜିକା ଭାଇରସ। ପୁଣେର ଲ୍ୟାବ ରିପୋର୍ଟ ମୁତାବକ, ରାଜ୍ୟର ରାଇଚୁର ଜିଲ୍ଲାରେ ଜଣେ ୫ ବର୍ଷୀୟ ଝିଅ ଏହି ଭାଇରସରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ କେ ସୁଧାକର ସୂଚନା ଦେଇଛନ୍ତି। ଦକ୍ଷିଣାଞ୍ଚଳରେ!-->…
ଅରୁଣାଚଳ ସୀମାରେ ଭାରତ-ଚୀନ୍ ସେନା ମୁହାଁମୁହିଁ
ଅରୁଣାଚଳପ୍ରଦେଶର ସୀମାରେ ଭାରତ-ଚୀନ ସେନାଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିବା ଖବର ମିଳିଛି । ଏଲ୍ଏସି (ପ୍ରକୃତ ନିୟନ୍ତ୍ରଣ ରେଖା) ନିକଟରେ ଭାରତ ଏବଂ ଚୀନ୍ ସେନା ମୁହାଁମୁହିଁ ହୋଇଥିବା ବେଳେ କିଛି ସୈନିକ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।!-->…
୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ
ଆଜିଠୁ ଗୁଜରାଟରେ ଭୂପେନ୍ଦ୍ର ପଟେଲ ପୁଣି ଥରେ ମୁଖ୍ୟମନ୍ତ୍ରୀଭାବେ ଶପଥ ନେବେ । ଗାନ୍ଧୀନଗରର ହେଲିପ୍ୟାଡ୍ ଗ୍ରାଉଣ୍ଡରେ ହେବ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବାକୁ ଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଭିନ୍ନ ବିଜେପି ଶାସିତ!-->…
୬ଷ୍ଠ ବନ୍ଦେ ଭାରତ ଟ୍ରେନ୍ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ
ନାଗପୁର: ନାଗପୁର ମେଟ୍ରୋ ରେଳ ପ୍ରକଳ୍ପର ‘ଫେଜ୍ ୧’ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୭୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକଶିତ କରାଯିବାକୁ ଥିବା ଉକ୍ତ ରେଳ ପ୍ରକଳ୍ପର ‘ଫେଜ୍ ୨’ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି। ଏହା ନାଗପୁରର!-->…
ସାରା ଭାରତର ୧୯୭ଟି ଜିଲ୍ଲାରେ ଆୟୋଜିତ ହେବ ପ୍ରଧାନମନ୍ତ୍ରୀ ଜାତୀୟ ଶିକ୍ଷାନବୀଶ ମେଳା
ନୂଆଦିଲ୍ଲୀ: ସ୍କିଲ ଇଣ୍ଡିଆ ମିଶନ ଅଧୀନରେ ଭାରତର ଯୁବକ ମାନଙ୍କ ପାଇଁ କ୍ୟାରିୟର ସୁଯୋଗ ବୃଦ୍ଧି କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିକୋଣର ଏକ ଅଂଶ ଭାବରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ (ଏମଏସ୍ଡିଇ) ଚଳିତ ବର୍ଷ ଡିସେମ୍ବର ୧୨ ରେ ୨୫ ଟି!-->…
ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେବେ ସୁଖଓ୍ବିନ୍ଦର ସିଂ ସୁଖୁ
ସିମଲା : ସୁଖଓ୍ବିନ୍ଦର ସିଂ ସୁଖୁଙ୍କୁ ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଚୟନ କରିଛନ୍ତି କଂଗ୍ରେସ ହାଇକମାଣ୍ଡ । ସେ ହେବେ ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ । ଶନିବାର ସଂଧ୍ୟାରେ ବସିବାକୁଥିବା କଂଗ୍ରେସ ବିଧାୟକ ଦଳର ବୈଠକରେ ତାଙ୍କ ନାମରେ ମୋହର ମରାଯିବ । ନିର୍ବାଚନ ଫଳାଫଳ!-->…