Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’
ଦୀର୍ଘ ୨୭ ବର୍ଷ ହେଲା ଗୁଜରାଟରେ ବିଜେପି କ୍ଷମତାରେ ରହିଛି। କିନ୍ତୁ ଚଳିତ ବିଧାନସଭା ନିର୍ବାଚନ ଦଳ ପାଇଁ ସମ୍ମାନର ଲଢ଼େଇ ଭାବେ ଉଭା ହୋଇଛି। ଏଥିପାଇଁ ବିଜେପି ପୂରା ଦମରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଉଦ୍ୟମ ଜାରି ରଖିଛି।ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ବିଜେପିର!-->…
ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଇ-ରୁପି ସେବା
ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଇ-ରୁପି ସେବା । ଏନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪ଟି ସହରରେ ଇ-ରୁପି ସେବା ଉପଲବ୍ଧ ହେବ । ଭୁବନେଶ୍ବର ସମେତ ମୁମ୍ବାଇ, ନୂଆଦିଲ୍ଲୀ ଓ ବେଙ୍ଗାଲୁରୁରେ ଇ-ରୁପି ମିଳିବ ।
ପ୍ରଥମ ପର୍ଯ୍ୟାୟ ପରେ ଆଉ ୯ଟି ସହର!-->!-->!-->…
ଆଜି ଗୁଜୁରାଟରେ ପ୍ରଥମ ପର୍ଯ୍ୟାୟ ମତଦାନ
ଆଜି ଗୁଜୁରାଟରେ ପ୍ରଥମ ପର୍ଯ୍ୟାୟ ମତଦାନ । ୮୯ ସିଟରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୭୮୮ ଜଣ ପ୍ରାର୍ଥୀ। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ୧୪ ହଜାର ୩୮୨ଟି ମତଦାନ କେନ୍ଦ୍ରରେ ନିଜର ମତ ସାବ୍ୟସ୍ତ କରିବେ ଜନତା । ପ୍ରଥମ ପର୍ଯ୍ୟାୟ ମତଦାନରେ ୨ କୋଟି!-->…
ଦେଶରେ ହ୍ରାସ ପାଇବ ତୈଳ ଦର
ଦେଶରେ ହ୍ରାସ ପାଇବ ତୈଳ ଦର । ଅଶୋଧିତ ତୈଳ ଦରରେ ହ୍ରାସ ହେତୁ ଦେଶରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୧୪ ଟଙ୍କା ପର୍ଯ୍ୟନ୍ତ ହ୍ରାସ ହୋଇପାରେ । ଆନ୍ତର୍ଜାତୀୟ ବଜାରରେ ଜାନୁଆରୀରୁ ଅଶୋଧିତ ତୈଳ ଦର କମ୍ ରହିଛି । ବର୍ତ୍ତମାନ ଅଶୋଧିତ ତୈଳ ଦର ୮୧ ଡଲାରକୁ ଖସି ଆସିଛି । ସେହିପରି ଆମେରିକାରେ!-->…
ଏନଡିଟିଭିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ରବିଶ କୁମାର
ଏନଡିଟିଭିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ରବିଶ କୁମାର। ଗତକାଲି ଏନଡିଟିଭିର ବୋର୍ଡରୁ ଦୁଇ ପ୍ରତିଷ୍ଠାତା ପ୍ରଣୟ ରୟ ଏବଂ ରାଧିକା ରୟ ଇସ୍ତଫା ଦେବା ପରେ ଆଜି ପ୍ରତିଷ୍ଠିତ ସାମ୍ବାଦିକ ରବିଶ କୁମାର ମଧ୍ୟ ଇସ୍ତଫା ଦେଇଛନ୍ତି । ଗତକାଲି ଏନଡିଟିଭିରୁ ପ୍ରଣୟ ରୟ ଏବଂ ତାଙ୍କ ପତ୍ନୀ!-->…
ଆଜି ବିଶ୍ୱ ଏଡସ ଦିବସ
ଡିସେମ୍ବର ୧ ତାରିଖକୁ ବିଶ୍ୱ ଏଡସ୍ ଦିବସ ରୂପେ ପାଳନ କରାଯାଇଥାଏ । ଏହି ଦିବସ ପାଳନର ପ୍ରଥମ ଲକ୍ଷ୍ୟ ହେଉଛି ଏଡ଼ସକୁ ନେଇ ଲୋକ ମାନଙ୍କୁ ଜାଗରଣ କରିବା । ଏଡ଼ସର କାରଣ ହେଉଛି ଏଚଆଇଭି ( ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ) । ଏହା ଶରୀରର ଇମ୍ୟୁନ ସିଷ୍ଟମକୁ ଆକ୍ରମଣ କରିଥାଏ । ଏବଂ!-->…
ଗ୍ୟାଙ୍ଗଷ୍ଟର ଲିଙ୍କରେ ଏନଆଇଏ ଘନଘନ ରେଡ୍, ନିଜ ଏରିଆ ଛାଡି ଚାଲିଯାଉଛନ୍ତି ଗୁଣ୍ଡା
ଦିଲ୍ଲୀ: ଗ୍ୟାଙ୍ଗଷ୍ଟର ଲିଙ୍କରେ ଏନଆଇଏ ତାବଡ ତୋଡ ରେଡ୍ କରୁଛି । ଦିଲ୍ଲୀ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ ଓ ପଞ୍ଜାବରେ ଘନଘନ ଗୁଣ୍ଡାଙ୍କ ଘରେ ଚଢ଼ାଉ କରିଛି NIA ଟିମ୍ । ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେଓ୍ବାଲା ମର୍ଡର କେସ୍, ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଓ ଗୋଲ୍ଡି ବାର ସହ!-->…
ବିଶ୍ବର ପ୍ରଥମ ନାଜାଲ ଭାକ୍ସିନ ଇନକୋଭାକ
ବିଶ୍ବର ପ୍ରଥମ ନାଜାଲ ଭାକ୍ସିନ ଭାବେ ଇନକୋଭାକକୁ ମଞ୍ଜୁରୀ ଦେଇଛି ଆମେରିକା । ପୂର୍ବରୁ ଭାରତର ପ୍ରଥମ କୋଭିଡ ନାଜାଲ ଭାକ୍ସିନ ଭାବେ ଆସିଥିଲା ଇନକୋଭାକ । ଏହି ଭ୍ୟାକ୍ସିନକୁ ମଞ୍ଜୁରୀ ଦେଇଥିଲେ ଭାରତର ଔଷଧ ମହାନିୟନ୍ତ୍ରକ ବା ଡିସିଜିଆଇ । କୋଭିଡ ସଂକ୍ରମିତ ଲୋକଙ୍କ କ୍ଷେତ୍ରରେ ଇନକୋଭାକର!-->…
ଆମ୍ ଆଦମୀ ପାର୍ଟିକୁ ଝଟକା,ଏଥର ବିଜେପି, କଂଗ୍ରେସ, ଆପ ମଧ୍ୟରେ ହେବ ଲଢ଼େଇ
ଗାନ୍ଧୀନଗର: ଆମ୍ ଆଦମୀ ପାର୍ଟିକୁ ନିର୍ବାଚନ ପୂର୍ବରୁ ଲାଗିଛି ଜୋରଦାର ଝଟକା। ଦଳରୁ ଇସ୍ତଫା ଦେଇଛନ୍ତି ଆଶାୟୀ ବିଧାୟକ ପ୍ରାର୍ଥୀ। ଗୁଜରାଟ କଚ୍ଛ ଜିଲ୍ଲା ଅବଡାସା ଆସନରୁ ଆପ୍ ଟିକେଟରେ ଲଢିଥାନ୍ତେ ବସନ୍ତ ବଲଜୀଭାଇ ଖେତାନୀ। ଟିକେଟ୍ ବି ଦେଇଥିଲା ଦଳ। ହେଲେ ହଠାତ୍ ଖେତାନୀ ଦଳରୁ ଇସ୍ତଫା!-->…
ମଦ୍ରାସାରେ କେବଳ ୯ମ ଓ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସ୍କଲାରସିପ୍ ମିଳିବ
ନୂଆଦିଲ୍ଲୀ: ମଦ୍ରାସାକୁ ଆଉ ମିଳିବନି ସ୍କଲାରସିପ୍ । ଏନେଇ କେନ୍ଦ୍ର ସରକାର ନେଇଛନ୍ତି ବଡନିଷ୍ପତ୍ତି । ଦେଶରେ ଥିବା ମଦ୍ରାସା ଗୁଡିକର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କୁ ମିଳୁଥିବା ସ୍କଲାରସିପ ଉପରେ ରୋକ୍ ଲଗାଇଛନ୍ତି କେନ୍ଦ୍ର ସରକାର । କିନ୍ତୁ ପୂର୍ବପରି ୯ମ ଓ!-->…