Trending
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
Browsing Category
National
ନବନିଯୁକ୍ତ ଜାତୀୟ ପଦାଧିକାରୀଙ୍କୁ ବିଜେପି ମୁଖ୍ୟାଳୟରେ ଭେଟିଲେ ମୋଦୀ , ଜେନେରେସନ୍-ଜେଡ୍’ଙ୍କ ସହ ଯୋଗାଯୋଗ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପହଞ୍ଚି ଦଳର ନବନିଯୁକ୍ତ ଜାତୀୟ ପଦାଧିକାରୀଙ୍କ ସହ ବୈଠକ କରିଛନ୍ତି। ନୂତନ ଟିମ୍ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏହା ପ୍ରଥମ ସାକ୍ଷାତ୍କାର।ବୈଠକ ପରେ ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ…
କଂଗ୍ରେସର ନିଷ୍ପତ୍ତି ଜାତୀୟତା ବିରୋଧୀ: ଶାହା
କଂଗ୍ରେସ କାର୍ଯ୍ୟକାରିଣୀ କମିଟି ପକ୍ଷରୁ ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍’ର କେବଳ ପ୍ରଥମ ଦୁଇଟି ପଙ୍କ୍ତି ଗାନ କରିବା ନିଷ୍ପତ୍ତିକୁ ନେଇ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସର ଏହି ନିଷ୍ପତ୍ତିକୁ କଡ଼ା ସମାଲୋଚନା…
କେନ୍ଦ୍ରଶାସିତ ଅଞ୍ଚଳରେ ଲଦାଖରେ ଜମ୍ମୁ-କଶ୍ମୀର ଓ ଲଦାଖ ହାଇକୋର୍ଟର ଏକ ବେଞ୍ଚ ସ୍ଥାପନ କରିବାକୁ କେନ୍ଦ୍ର କ୍ୟାବିନେଟ୍…
ଲଦାଖବାସୀଙ୍କ ପାଇଁ ଖୁସି ଖବର। କେନ୍ଦ୍ରଶାସିତ ଅଞ୍ଚଳରେ ଲଦାଖରେ ଜମ୍ମୁ-କଶ୍ମୀର ଓ ଲଦାଖ ହାଇକୋର୍ଟର ଏକ ବେଞ୍ଚ ସ୍ଥାପନ କରିବାକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଏହି…
ଚୀନ୍ ଭାରତର ସୀମାରେ ପଶିନି , ଅରୁଣାଚଳ ପ୍ରଦେଶର କୌଣସି ଜାଗାକୁ ଅକ୍ତିଆର କରି ନାହିଁ -କେନ୍ଦ୍ରମନ୍ତ୍ରୀ କିରନ ରିଜି
ଚୀନ୍ ଭାରତର ସୀମାରେ ପଶିନି । ଅରୁଣାଚଳ ପ୍ରଦେଶର କୌଣସି ଜାଗାକୁ ଅକ୍ତିଆର କରି ନାହିଁ । ଆଖପାଖରେ ଚୀନର ଆକ୍ଟିଭିଟି ଥିଲେ ବି ଭାରତର ଜାଗା ମାଡିନି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ । ଏହାସହ ଅରୁଣାଚଳ ସୀମାରେ ଚୀନ ଅନୁପ୍ରବେଶ ଦାବିକୁ ବୁଧବାର କେନ୍ଦ୍ରମନ୍ତ୍ରୀ କିରନ…
ପଶ୍ଚିମବଙ୍ଗ ବାର୍ କାଉନସିଲ ନିର୍ବାଚନରେ ତୃଣମୂଳ କଂଗ୍ରେସ ୨୩ରୁ ୧୫ଟି ଆସନରେ ଜବରଦସ୍ତ ବିଜୟ ହାସଲ,ବିଜେପିକୁ ମିଳିଲା…
ବିଧାନସଭା ନିର୍ବାଚନରେ ହାରିଥିଲା ତୃଣୀମୂଳ କଂଗ୍ରେସ । ବିଜେପି କରିଥିଲା ବଙ୍ଗ ଦଖଲ । ଏହାପରେ ଟିଏମସିରେ ଆରମ୍ଭ ହୋଇଯାଇଥିଲା ବିଦ୍ରୋହ । ଗୋଟିଏ ପରେ ଗୋଟିଏ ଝଟକା ଲାଗିଥିଲା ଦିଦିଙ୍କୁ । ଦଳ ଏକ ପ୍ରକାର ଭାଙ୍ଗିଥିଲା । ଅନେକ ବିଦ୍ରୋହୀ ସାଂସଦ ବିଜେପି କ୍ୟାମ୍ପରେ ଯୋଗ ଦେଇଥିଲେ ।…
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କଙ୍କ ହେଲା ଏଞ୍ଜିଓପ୍ଲାଷ୍ଟି,ସ୍ଥିର ରହିଛି ସ୍ୱାସ୍ଥ୍ୟାବସ୍ଥା
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ବିଜେପି ନେତା ଜେପି ନଡ୍ଡାଙ୍କ ଦିଲ୍ଲୀ ଏମ୍ସରେ ଏଞ୍ଜିଓପ୍ଲାଷ୍ଟି କରାଯାଇଛି । ନଡ୍ଡାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି । ତାଙ୍କୁ କାର୍ଡିଓଲୋଜି ବିଭାଗରେ ଡାକ୍ତରଙ୍କ ନିରୀକ୍ଷଣରେ ରଖାଯାଇଛି । ଅଗଷ୍ଟ ୧୭ ତାରିଖରେ ଏହି…
ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲା: ଚମ୍ପତ ରାୟ ଏବଂ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରଙ୍କୁ କ୍ଲିନ…
ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲାରେ ଏସଆଇଟି ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଛି । ଏହି ରିପୋର୍ଟରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପୂର୍ବତନ ମହାସଚିବ ଚମ୍ପତ ରାୟ ଏବଂ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରଙ୍କୁ କ୍ଲିନ ଚିଟ୍ ପ୍ରଦାନ କରିଛି SIT ।…
ଶ୍ରାବଣ ୩ୟ ସୋମବାରରେ ଅଘଟଣ, ଦଳାଚକଟାରେ 7 କାଉଡ଼ିଆଙ୍କ ମୃତ୍ୟୁ ଓ ଅନେକ ଆହତ
ଶ୍ରାବଣ ୩ୟ ସୋମବାରରେ ଉଜ୍ଜୈନ ମହାକାଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି । ଏଠାରେ ବର୍ଷକୁ ଥରେ ଖୋଲୁଥିବା ନାଗଚନ୍ଦ୍ରେଶ୍ବର ମନ୍ଦିରରେ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି । ଏହାରି ଭିତରେ ମନ୍ଦିର ପରିସରରେ ଦଳାଚକଟା ସ୍ଥିତି ଦେଖାଦେଇଛି । ହରସିଦ୍ଧି ମନ୍ଦିର…
ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ, ବିପଦରେ ୩୮ଟି ପରିବାର
ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ। ଗ୍ୟାଲସିଂ ଜିଲ୍ଲାର ୟୁକସମ୍ ସବ୍ ଡିଭିଜନ୍ ରିମ୍ବି ଓ ସିଙ୍ଗଲିତମ ଅଞ୍ଚଳରେ ବିଶାଳ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି ଓ ପଥର ଲଗାତାର ତଳକୁ ଖସୁଥିବାରୁ ଜନବସତି ସହ ଚାଷଜମି ପ୍ରତି ବିପଦ ବଢ଼ିଛି। ଗତ୧୪ ଶୁକ୍ରବାର ରାତିରୁ ଭୂସ୍ଖଳନ ଆରମ୍ଭ ହୋଇଥିଲା।…
ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ୧ କୋଟି ଯୁବକଙ୍କୁ AI ଟ୍ରେନିଂ ଓ ମାଗଣା କୋଚିଂ
ସ୍ୱାଧୀନତା ଦିବସ ଅବସରରେ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଯୁବପିଢ଼ିଙ୍କ ପାଇଁ ଏକାଧିକ ବଡ଼ ଘୋଷଣା କରିଛନ୍ତି। ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଯୁବଶକ୍ତି ହିଁ ସବୁଠାରୁ ବଡ଼ ସାରଥୀ ଓ ଏହାର ସର୍ବାଧିକ…