Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
National
ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା ଗସ୍ତ…
ବାଣ କାରଖାନାରେ ବିସ୍ଫୋରଣ, ୮ ମୃତ
ତାମିଲନାଡ଼ୁରେ ଆଜି ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇ ୮ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆହୁରି ଅନେକ ଲୋକ ଆହତ ହୋଇଛନ୍ତି। ବିରୁଧୁନଗର ଜିଲ୍ଲାର ଶିବକାଶୀ ନିକଟସ୍ଥ ଚିନ୍ନା କମନପଟ୍ଟି ଗ୍ରାମ ସ୍ଥିତ କାରଖାନାରେ ଆଜି ପୂର୍ବାହ୍ନରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ପରେ ଆଖପାଖ…
ଜୁଲାଇ ୨ ତାରିଖରୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜୁଲାଇ ୨ ତାରିଖରୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା…
ମହାକାଶରୁ ପୃଥିବୀ କିପରି ଦେଖାଯାଉଛି ତାହାର ଏକ ଫଟୋ ପଠାଇଛନ୍ତି ଶୁଭାଂଶୁ
ଭାରତୀୟ ବାୟୁସେନାର ପାଇଲଟ ଶୁଭାଂଶୁ ଶୁକ୍ଳା ମହାକାଶ ଅଭିଯାନରେ ଯାଇଛନ୍ତି। ଆମେରିକୀୟ ବାଣିଜ୍ୟିକ ମହାକାଶ କମ୍ପାନୀ ‘ଅକ୍ସିଅମ୍’ର ଅକ୍ସିଅମ୍-୪ ମହାକାଶ ଯାନରେ ଶୁଭାଂଶୁ ଅନ୍ୟ ୩ ଜଣ ମହାକାଶଚାରୀଙ୍କ ସହିତ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ(ଆଇଏସଏସ) ଅଭିମୁଖେ ଉଡ଼ାଣ ଭରିଛନ୍ତି। ନାସାର…
ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା
ଅପେକ୍ଷା ସରିଲା, ମହାକାଶ ମିଶନ ଆରମ୍ଭ ହେଲା । ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା । ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ । ନାସାର କେନେଡି ସେଣ୍ଟରରୁ ହେଲା ଉତକ୍ଷେପଣ । ଫାଲକନ୍-୯ ରକେଟ୍ ଦ୍ବାରା ହେଲା ସଫଳ ଉତକ୍ଷେପଣ । ତେବେ ଏହି ଉତକ୍ଷେପଣ ସହ ମହାକାଶକୁ ଗଲେ ଗ୍ରୁପ…
ନାଲି ଆଖି ଦେଖାଇ ପୁଣି ଥରେ ଭାରତକୁ ଯୁଦ୍ଧ ଧମକ ଦେଇଛି ପାକିସ୍ତାନ
ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ପୁଣି ଥରେ ଭାରତ ବିରୁଦ୍ଧରେ ବିଷ ଓଗାଳିଛନ୍ତି। ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ପୁଣି ଥରେ ନାଲି ଆଖି ଦେଖାଇ ଭାରତକୁ ଧମକ ଦେଇଛନ୍ତି।
ନିକଟରେ ଗୃହମନ୍ତ୍ରୀ ଅମିତ ଶାହ ସ୍ପଷ୍ଟ…
ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦୀ
ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଇରାନ ରାଷ୍ଟ୍ରପତି ମାସୌଦ ପେଜେସକିଆନଙ୍କ ସହିତ କଥା ହୋଇଛନ୍ତି। କଥାବାର୍ତ୍ତା କାଳରେ ମୋଦୀ ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ ଉଦ୍ବେଗ ପ୍ରକାଶ କରିଥିଲେ। ଏହା ସହିତ…
ବିହାରରେ ଆଜି ୫,୨୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୋଦୀ
ବିହାରର ସିୱାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୫,୨୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମୋଦୀ ଆଜି ସିୱାନରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇଛନ୍ତି ଏବଂ ଏକ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି।…
ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଜନ୍ମଦିବସ । ୧୯୫୮ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ରାଜରଙ୍ଗପୁରରେ ଜନ୍ମଗ୍ରହଣ କରିଥିଲେ ଦେଶର ପ୍ରଥମ ନାଗରିକ । ମାଟିର ମୋତି, ମାନବିକତାର ମହନୀୟ ତଥା ସ୍ନେହଶୀଳ ବ୍ୟକ୍ତିତ୍ୱ । ସୁସ୍ଥ, ସୁନ୍ଦର ସମାଜ ଗଠନ ପାଇଁ ଅସୁମାରୀ ସ୍ୱପ୍ନକୁ…
ଧ୍ୱଂସସ୍ତୁପ ପାଲଟିଛି ତେହେରାନ
ସଂଘର୍ଷଗ୍ରସ୍ତ ଇରାନରୁ ଉଦ୍ଧାର କରାଯାଇଥିବା ଭାରତୀୟ ଛାତ୍ରମାନେ ଇରାନରେ ସଙ୍କଟର ଏକ ଭୟଙ୍କର ବିବରଣୀ ଦେଇଛନ୍ତି। ଅନେକ ଛାତ୍ର ଇସ୍ରାଏଲର ଆକ୍ରମଣ ସେଠାରେ କିପରି ଧ୍ୱଂସ ଆଣିଥିଲା, ସେ ସମ୍ପର୍କରେ କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର, ଅପରେସନ ସିନ୍ଧୁ ଅଧୀନରେ,…