Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ବିଦେଶରୁ ଅସିଲେ ପର୍ଯ୍ୟଟକଙ୍କ ଆରଟିପିସିଆର ରିପୋର୍ଟ ଜରୁରୀ
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ନେଇ କଡାକଡି ହେଲା କଟକଣା । ବିଦେଶରୁ ଆସୁଥିବା ପର୍ଯ୍ୟଟକ ଆସିଲେ ଆରଟିପିସିଆର ରିପୋର୍ଟ ଜରୁରୀ । ଚୀନ , ଜାପାନ, ହଂକଂ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡରୁ ଆସିଲେ ରିପୋର୍ଟ ଜରୁରୀ ବୋଲି ସରକାର ଧାର୍ଯ୍ୟ କରିଛନ୍ତି। ପଜିଟିଭ୍ ଆସିଲେ ସଙ୍ଗରୋଧରେ ରହିବା!-->…
ଜାମିନ ଆବେଦନ ଫେରାଇ ନେଲା ଶ୍ରଦ୍ଧା ହତ୍ୟାକାଣ୍ଡ ଅଭିଯୁକ୍ତ ଆଫତାବ୍
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଶ୍ରଦ୍ଧା ୱକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅଫତାବ ଏବେ ପୁଣି ଚାଲାକି ଆରମ୍ଭ କରିଛି । ପ୍ରଥମେ ଜାମିନ ପାଇଁ ଆବେଦନ କରିବା ପରେ ଏବେ ଜାମିନ ଚାହୁଁନଥିବା କହିଛି । ନିଜ ପ୍ରେମିକାଙ୍କୁ ଖଣ୍ଡ ଖଣ୍ଡ କାଟି ଜଂଗଲରେ ଫିଙ୍ଗିଥିବା ଏହି ନୃଶଂସ ଅଫତାବ ନିଜ ଦୋଷ!-->…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ-୧୯ ପରିସ୍ଥିତିର ସମୀକ୍ଷା
ନିକଟରେ କେତେକ ଦେଶରେ କୋଭିଡ-୧୯ ସଂକ୍ରମଣ ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ବୈଠକରେ ଅଧ୍ୟକ୍ଷତା କରି ଦେଶରେ କୋଭିଡ-୧୯ ପରିସ୍ଥିତି, ଜନସ୍ୱାସ୍ଥ୍ୟ ପଦ୍ଧତି ଉପରେ ତୀକ୍ଷ୍ଣ ନଜର, ଏହାର ପରିଚାଳନା ଓ ନିରାକରଣ !-->…
ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଏଥର ମଧ୍ୟ ସ୍ଥାନ ପାଇବ ନାହିଁ
ଭୁବନେଶ୍ବର : ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଏଥର ମଧ୍ୟ ସାଧାରଣତନ୍ତ୍ର ଦିବସରେ ଦେଖାଯିବ ନାହିଁ । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ରାଜପଥରେ ପ୍ରଦର୍ଶିତ ହେବାର ସଂଭାବନା ଥିବା ବେଳେ ବିଚାରକ ମଣ୍ଡଳୀ ସଂଗୀତ ପାଇଁ ଏହାକୁ ଗ୍ରହଣ କରିନଥିବା ଜଣାପଡିଛି । ତେଣୁ ଏଥର ବି ଦିଲ୍ଲୀରେ ଓଡ଼ିଶାର!-->…
ବାଂଲାଦେଶ ବିପକ୍ଷ ଦ୍ବିତୀୟ ଟେଷ୍ଟ୍ ଆରମ୍ଭ
ଢାକା: ଭାରତ ଓ ବାଂଲାଦେଶ ଆରମ୍ଭ ହୋଇଛି ଦ୍ବିତୀୟ ଟେଷ୍ଟ୍। ପ୍ରଥମ ଟେଷ୍ଟ୍କୁ ୧୮୮ ରନ୍ରେ ଜିତିବା ପରେ ଭାରତର ପଲା ଭାରି ରହିଛି । ପ୍ରଥମ ଟେଷ୍ଟ୍ ଭଳି ଦ୍ବିତୀୟ ଟେଷ୍ଟ୍ରେ ଭାରତର ବ୍ୟାଟସମ୍ୟାନଙ୍କର ପଲା ବି ଭାରି ରହିବ । ପ୍ରଥମ ଟେଷ୍ଟରେ ଚେତେଶ୍ବର ପୂଜାରା, ଶୁବମନ ଜିଲ୍,!-->…
ଦିନକୁ ୧୧୫ ଜଣ ଦିନ ମଜୁରିଆ ଓ ୬୩ ଜଣ ଗୃହିଣୀ ଆତ୍ମହତ୍ୟା କରୁଛନ୍ତି
ନୂଆଦିଲ୍ଲୀ: ଭାରତରେ ଆତ୍ମହତ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି ପ୍ରତିଦିନ ଭାରତରେ ୧୧୫ ଜଣ ଦିନ ମଜୁରିଆ ଓ ୬୩ ଜଣ ଗୃହିଣୀ ଆତ୍ମହତ୍ୟା କରୁଥିବା ଜଣାପଡିଛି। ଏହି ତଥ୍ୟ ଦର୍ଶାଇଛି ଗତବର୍ଷ ଦେଶରେ ମୋଟ ୧ ଲକ୍ଷ ୬୪ ହଜାର ୩୩ ଜଣ ଆତ୍ମହତ୍ୟା କରିଛନ୍ତି। ନ୍ୟାସନାଲ କ୍ରାଇମ୍!-->…
ବିଶ୍ବ ଐତିହ୍ୟ ପ୍ରାରମ୍ଭିକ ତାଲିକାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ନଗରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ନଗରୀ ଗୁଜରାଟର ଐତିହାସିକ ବଡ଼ନଗର, ମୋଢ଼େରାର ସୂର୍ଯ୍ୟ ମନ୍ଦିର ଓ ତ୍ରିପୁରାର ପାହାଡ଼କାନ୍ଥରେ ଖୋଦିତ ସ୍ଥାପତ୍ୟ ସମେତ ଭାରତର ୩ଟି ନୂତନ ସାଂସ୍କୃତିକସ୍ଥଳୀ ‘ୟୁନେସ୍କୋ ବିଶ୍ବ ଐତିହ୍ୟସ୍ଥଳୀର ପ୍ରାରମ୍ଭିକ ତାଲିକାରେ ସ୍ଥାନ!-->…
ଦିଲ୍ଲୀ ସରକାରଙ୍କୁ ଲାଗିଛି ବଡ଼ ଝଟ୍କା
ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କୁ ଲାଗିଛି ବଡ଼ ଝଟ୍କା। ଦିଲ୍ଲୀର ଉପରାଜ୍ୟପାଳ ଭି.କେ. ସକ୍ସେନା ମଙ୍ଗଳବାର ମୁଖ୍ୟ ସଚିବଙ୍କୁ ଏକ ନିର୍ଦ୍ଦେଶ ଦେଇ ରାଜ୍ୟର ଶାସକ ଦଳ ଆମ୍ ଆଦ୍ମୀ ପାର୍ଟି (ଆପ୍)ଠାରୁ ୯୭ କୋଟି ଟଙ୍କା ଆଦାୟ କରିବାକୁ କହିଛନ୍ତି। ଆପ୍ର ମୁଖିଆ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ!-->…
୩ ଲସ୍କର ଆତଙ୍କବାଦୀ ଏନକାଉଣ୍ଟରରେ ମୃତ
ଶ୍ରୀନଗର: ଭାରତୀୟ ସେନାର ଏନ୍କାଉଣ୍ଟରରେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସର୍ଚ ଅପରେସନ ପରେ ରାତିରୁ ଛକି ରହିଥିଲେ ସୁରକ୍ଷାକର୍ମୀ । ଆଜି ଭୋରୁ ଜମ୍ମୁ କଶ୍ମୀରର ସୋପିଆନ ଜିଲ୍ଲା ମଞ୍ଝା ମାର୍ଗ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ!-->…
ରାହୁଲ ଗାନ୍ଧିଙ୍କୁ କଡ଼ା ସମାଲୋଚନା କଲେ ଜୟଶଙ୍କର
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡା ସମାଲୋଚନା କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଅରୁଣାଚଳ ସୀମାରେ ଭାରତ-ଚାଇନା ସଂଘର୍ଷକୁ ନେଇ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ସେ ନିନ୍ଦା କରିଛନ୍ତି । କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦି ସରକାରଙ୍କୁ ଟାର୍ଗେଟ କରିଥିବା!-->…