Browsing Category

National

କାମକୋଟି ପୀଠ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସନ୍ଥ ତଥା ଦାର୍ଶନିକ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମସ୍ଥାନ ‘ଶ୍ରୀ କାଞ୍ଚି କାମକୋଟି ପୀଠମ୍‌’ ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି। https://twitter.com/narendramodi/status/1565380270169391105?s=20&t=Q4oNAP1zOLYgHL4oQL8g1Q

ଟ୍ୱିଟ୍‌କୁ ଏଡିଟ୍ କରିହେବ ହେଲେ ପଇସା ପଡିବ

ଆଗାମୀ ଦିନରେ ଆପଣ ଟୁଇଟ କରିଥିବା ବାକ୍ୟକୁ ଏଡିଟ କରିପାରିବେ । ଟ୍ବିଟରକୁ ବିଶିଷ୍ଟ ବ୍ୟକ୍ତି ଏବଂ ସରକାରୀ ସଂସ୍ଥା ଗୁଡ଼ିକ ମଧ୍ୟ ଏହା ମାଧ୍ୟମରେ ସୂଚନା ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଥରେ ପୋଷ୍ଟ୍ ହୋଇଥିବା ଟ୍ବିଟ୍‌କୁ ଏଡିଟ୍ କରାଯାଇ ପାରୁ ନଥିଲା। ତେବେ ଯଦି ଆପଣ

ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍ ବିକ୍ରାନ୍ତ

ଯୁଦ୍ଧପୋତ ଆଇଏନ୍‌ଏସ୍ ବିକ୍ରାନ୍ତକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୌସେନାରେ ସାମିଲ କରିଛନ୍ତି। ବିକ୍ରାନ୍ତ ହେଉଛି ଭାରତର ପ୍ରଥମ ସ୍ବଦେଶୀ ବିମାନବାହୀ ଯୁଦ୍ଧ ଜାହାଜ । ଭାରତର ନୌସେନା ଇତିହାସରେ ଏହା ସବୁଠାରୁ ବଡ଼ ଓ ଶକ୍ତିଶାଳୀ। କୋଚିନଠାରେ ପ୍ରଧାନମନ୍ତ୍ରୀ ଏହାକୁ ନୌସେନାରେ

୨ ଜୈଶ୍‌-ଏ-ମହମ୍ମଦ୍‌ ଆତଙ୍କବାଦୀ ନିହତ

ଉତ୍ତର କଶ୍ମୀରର ସୋପୋର ରେ ଆତଙ୍କବାଦୀ ସଙ୍ଗଠନ ‘ଜୈଶ୍‌-ଏ-ମହମ୍ମଦ୍‌’ର ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ‘କର୍ଡନ୍‌-ଆଣ୍ଡ୍‌-ସର୍ଚ’ ଅଭିଯାନ ଚଳାଉଥିବା ବେଳେ ଏନ୍‌କାଉଣ୍ଟର୍‌ ହୋଇଥିଲା । ଏହି ଅଭିଯାନରେ ନିରାପତ୍ତା କର୍ମଚାରୀମାନେ ୨ଜଣ ଆତଙ୍କବାଦୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି।

ଅଗଷ୍ଟ ୨୦୨୨ରେ ୧ ଲକ୍ଷ ୪୩ ହଜାର ୬୧୨ କୋଟି ଟଙ୍କା ଜିଏସଟି ରାଜସ୍ୱ ସଂଗ୍ରହ

୨୦୨୨ ଅଗଷ୍ଟ ମାସରେ ୧ ଲକ୍ଷ ୪୩ ହଜାର ୬୧୨ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗୃହିତ ହୋଇଛି । ଏଥିମଧ୍ୟରେ ସିଜିଏସଟି ପରିମାଣ ୨୪ ହଜାର ୭୧୦ କୋଟି ଟଙ୍କା ଥିବା ବେଳେ ଏସଜିଏସଟି ପରିମାଣ ୩୦ ହଜାର ୯୫୧ କୋଟି ଟଙ୍କା ରହିଛି । ସେହିପରି ଚଳିତ ବର୍ଷ ଅଗଷ୍ଟ ମାସରେ ୭୭ ହଜାର ୭୮୨ କୋଟି ଟଙ୍କାର

ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଓ ନେପାଳ ମଧ୍ୟରେ ଏମଓୟୁ ସ୍ବାକ୍ଷର

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଏବଂ ନେପାଳ ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏ ସଂକ୍ରାନ୍ତରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ

ରାଜ୍ୟମାନଙ୍କୁ ରିହାତି ଦରରେ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର

ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ରିହାତି ଦରରେ ଚଣା (ଡାଲି) ଯୋଗାଇ ଦେବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ମୂଲ୍ୟ ସମର୍ଥନ

ସୁପର-୪ରେ ଆଫ୍‌ଗାନିସ୍ତାନ

ଚଳିତ ଏସିଆ କପ୍‌ ଟି୨୦ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଦଳ ଭାବେ ସୁପର-୪ରେ  ଆଫ୍‌ଗାନିସ୍ତାନ ପ୍ରବେଶ କରିଛି। ବାଂଲାଦେଶକୁ ୭ ୱିକେଟରେ ପରାସ୍ତ କରିଛି ଆଫଗାନିସ୍ତାନ। https://twitter.com/ICC/status/1564825123529674752 ମୋସାଦେକ୍ ହୋସେନ୍‌ଙ୍କ ବିସ୍ଫୋରକ ୪୮ ରନ୍‌ ବଳରେ

ଆଜି ପବିତ୍ର ଗଣେଶ ପୂଜା

ଆଜି ପବିତ୍ର ଗଣେଶ ପୂଜା । ସାରା ଭାରତରେ ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି ଗଣେଶ ପୂଜା । ଓଡ଼ିଶାରେ ମଧ୍ୟ ବିଭିନ୍ନ ପୂଜାମଣ୍ଡପରେ ଏବଂ ଶିକ୍ଷାନୁଷ୍ଠାନରେ ଜାକଜକମରେ ପୂଜା ପାଳିତ ହେଉଛି । https://twitter.com/ani_digital/status/1564810082927292416 ବୁଦ୍ଧିର ଦେବତା