Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ତେଲେଙ୍ଗାନା କଂଗ୍ରେସରେ ସଙ୍କଟ, କଂଗ୍ରେସ କମିଟିରୁ ଦେଲେ ଇସ୍ତଫା
ହାଇଦ୍ରାବାଦ: ତେଲେଙ୍ଗାନା କଂଗ୍ରେସରେ ବଡ଼ ଧରଣର ସୃଷ୍ଟିହୋଇଛି ସଙ୍କଟ। ଜୋର ଧରିଛି ଗୋଷ୍ଠୀ କନ୍ଦଳ। ରାଜ୍ୟ କଂଗ୍ରେସ କମିଟିରୁ ୧୨ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ନିକଟରେ ରାଜ୍ୟ କଂଗ୍ରେସ କମିଟିର ପୁନର୍ଗଠନ ହୋଇଥିବା ବେଳେ ବାହାର ଦଳର ନେତାଙ୍କୁ ଅଗ୍ରାଧିକାର ଦିଆଯାଉଥିବା ଅଭିଯୋଗ କରି!-->…
ଆହୁରୀ ଶକ୍ତିଶାଳୀ ହେଉଛି ଭାରତୀୟ ନୌସେନା
ସେନାରେ ସାମିଲ ହେବ ବାହୁବଳୀ ମୋର୍ମୁଗାଓ । ପି-୧୫୮ ଷ୍ଟେଲଥ ଗାଇଡେଡ ମିସାଇଲ ଡେଷ୍ଟ୍ରୟର ଭାବେ ପରିଚିତ ମୋର୍ମୁଗାଓକୁ ନୌସେନାକୁ ସମର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସମସ୍ତ ପ୍ରକାର ଆଣବିକ, ଜୈବିକ ଓ ରାସାୟନିକ ଯୁଦ୍ଧ କ୍ଷେତ୍ରରେ ବ୍ୟବହୃତ ହୋଇପାରିବ ମୋର୍ମୁଗାଓ ।!-->…
ଜିଏସଟି ଫାଙ୍କିଲେ ଦେବାକୁ ପଡିବ ସର୍ବନିମ୍ନ ୨ କୋଟି ଟଙ୍କା
ଜିଏସଟି ଫାଙ୍କିବା କ୍ଷେତ୍ରରେ ଅପରାଧିକ କାର୍ଯ୍ୟାନୁଷ୍ଠାନର ସର୍ବନିମ୍ନ ସୀମାକୁ ୨ କୋଟିକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ସୀମା ୧ କୋଟି ଟଙ୍କା ଥିଲା । ୪୮ତମ ଜିଏସଟି ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ସଚିବ ସଞ୍ଜୟ ମାଲହୋତ୍ରା । ବୈଠକରେ!-->…
ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ
ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ । ଖେଳାଯାଇଥିବା ଟି-୨୦ ବିଶ୍ୱକପ ଫାଇନାଲରେ ବାଂଲାଦେଶକୁ ହରାଇ ବିଶ୍ୱ ବିଜୟୀ ମୁକୁଟ ପିନ୍ଧିଲା ଭାରତ । ଲଗାତର ତୃତୀୟ ଥର ପାଇଁ ହାତେଇଲା ଟି-୨୦ ବିଶ୍ୱକପ ଟ୍ରଫି । ଏହା ପୂର୍ବରୁ ଭାରତ ୨୦୧୨ ଓ ୨୦୧୭ରେ ଦୃଷ୍ଟିହୀନ ବିଶ୍ୱକପ ଟ୍ରଫି ନିଜ!-->…
ଦୀପିକାଙ୍କ ବିକିନି ପାଇଁ ପଠାନ ବୟକଟ ଟ୍ରେଣ୍ଡ
ମୁମ୍ବାଇ: ଦୀପିକାଙ୍କ ବିକିନି କୁ ନେଇ ଏବେ ସୋସିଆଲ ମିଡିଆରେ ଝଡ ଉଠିଛି । ଏହି ଦୃଶ୍ୟକୁ ନେଇ ବହୁ ପ୍ରତୀକ୍ଷିତ ‘ପଠାନ’ ଚଳଚ୍ଚିତ୍ର ଏବେ ବୟକଟ ଟ୍ରେଣ୍ଟ ଚାଲିଛି । ଏହାର ‘ବେସର୍ମ ରଙ୍ଗ’ ଗୀତ କୁ ନେଇ ଅଭିଯୋଗ ହୋଇଛି । ଏଥିରେ ହିନ୍ଦୁ ଧର୍ମର ସଂସ୍କୃତିକୁ ନଷ୍ଟ କରାଯାଉଥିବା ଅଭିଯୋଗ!-->…
ଆଜି ଆସୁଛନ୍ତି ବିଜେପି ନେତା ସୁନିଲ ବଂଶଲ
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଜେପି କିଭଳି ଭଲ ପ୍ରଦର୍ଶନ କରିବ ତାହା ଉପରେ ଆଲୋଚନା ହେବ । ଏଥିପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ । ରାଜ୍ୟ ବିଜେପି ନେତାଙ୍କୁ ଜିତିବାର ମନ୍ତ୍ର ଫୁଙ୍କିବେ ବଂଶଲ । ପଦ୍ମପୁରରେ ହାରିବା!-->…
ମଦ ମୃତ୍ୟୁ ପାଇଁ ସରକାର ଦାୟୀ ନୁହଁନ୍ତି: ନୀତିଶ
ପାଟନା: ବିହାରରରେ ବିଷାକ୍ତ ମଦ ପିଇ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି । ଗୋଟିଏ ପଟେ ମଦ ମୃତ୍ୟୁକୁ ନେଇ ବିରୋଧୀମାନେ ନୀତିଶ କୁମାରଙ୍କୁ ଦୋଷା ଦେଉଥିବା ବେଳେ ନୀତିଶ କହିଛନ୍ତି ଏଥିପାଇଁ ସରକାର ଦାୟୀ ନୁହଁନ୍ତି । ବିଷାକ୍ତ ମଦ୍ୟପାନ କରି ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ!-->…
ଗୁଜରାଟରେ ଆପ୍ ପାଇଁ କଂଗ୍ରେସ କମ ଆସନ ପାଇଲା: ରାହୁଲ ଗାନ୍ଧି
ଜୟପୁର: ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ଆପକୁ ଦାୟୀ କରିଛନ୍ତି ରାହୁଲ ଗାନ୍ଧି । ସେ କହିଛନ୍ତି ଗୁଜରାଟରେ କଂଗ୍ରେସ ଭୋଟକୁ ଆପ କାଟିଲା । ଯାହା ଫଳରେ କଂଗ୍ରେସର ଭୋଟ କମିଲା । ଆସନ ବି କମିଲା । କଂଗ୍ରେସର ଦୁର୍ବଳ ପ୍ରଦର୍ଶନ ପାଇଁ ଆମ୍ ଆଦମୀ ପାର୍ଟି ଏକ ବଡ!-->…
ଦିଲ୍ଲୀ ମେୟର ନିର୍ବାଚନ ଜାନୁଆରୀ ୬ରେ
ଆସନ୍ତା ଜାନୁୟାରୀ ୬ରେ ହେବ ଦିଲ୍ଲୀ ମେୟର ପାଇଁ ନିର୍ବାଚନ । ବହୁ କଳ୍ପନାଜଳ୍ପନା ପରେ ଏନେଇ ତାରିଖ ସ୍ଥିର କରାଯାଇଛି । ଏମସିଡି କମିଶନ ମେୟର ନିର୍ବାଚନ ନେଇ ଉପରାଜ୍ୟପାଳ ବିନୟ ସକସେନା ପଠାଯାଇଥିବା ପ୍ରସ୍ତାବକୁ ସେ ମଞ୍ଜୁରି ଦେଇଛନ୍ତି ।ଗତ ଡିସେମ୍ବର ୪ରେ ଦିଲ୍ଲୀ ମହାନଗର ନିଗମ!-->…
‘ବିଜୟ ଦିବସ’ରେ ମନେ ପଡେ ପାକିସ୍ତାନର ପରାଜୟ
୧୯୭୧ ‘ବାଂଲାଦେଶ ମୁକ୍ତି ଯୁଦ୍ଧ’ । ଆଜି ବି ସ୍ମୃତି ତାଜା ହୋଇ ରହିଛି । ପାକିସ୍ତାନ ଉପରେ ବିଜୟ ହାସଲ କରିଥିବା ଭାରତ ଆଜି ୫୧ତମ ‘ବିଜୟ ଦିବସ’ ପାଳନ କରୁଛି। ସ୍ୱାଧୀନ ବାଂଲାଦେଶ ଗଠନ ପାଇଁ ହିଁ ୧୯୭୧ ମସିହାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଭୀଷଣ ଯୁଦ୍ଧ ହୋଇଥିଲା। ଏହାର ମୁଖ୍ୟ କାରଣ!-->…