Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ
ଆଜିଠୁ ଗୁଜରାଟରେ ଭୂପେନ୍ଦ୍ର ପଟେଲ ପୁଣି ଥରେ ମୁଖ୍ୟମନ୍ତ୍ରୀଭାବେ ଶପଥ ନେବେ । ଗାନ୍ଧୀନଗରର ହେଲିପ୍ୟାଡ୍ ଗ୍ରାଉଣ୍ଡରେ ହେବ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବାକୁ ଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଭିନ୍ନ ବିଜେପି ଶାସିତ!-->…
୬ଷ୍ଠ ବନ୍ଦେ ଭାରତ ଟ୍ରେନ୍ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ
ନାଗପୁର: ନାଗପୁର ମେଟ୍ରୋ ରେଳ ପ୍ରକଳ୍ପର ‘ଫେଜ୍ ୧’ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୭୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକଶିତ କରାଯିବାକୁ ଥିବା ଉକ୍ତ ରେଳ ପ୍ରକଳ୍ପର ‘ଫେଜ୍ ୨’ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି। ଏହା ନାଗପୁରର!-->…
ସାରା ଭାରତର ୧୯୭ଟି ଜିଲ୍ଲାରେ ଆୟୋଜିତ ହେବ ପ୍ରଧାନମନ୍ତ୍ରୀ ଜାତୀୟ ଶିକ୍ଷାନବୀଶ ମେଳା
ନୂଆଦିଲ୍ଲୀ: ସ୍କିଲ ଇଣ୍ଡିଆ ମିଶନ ଅଧୀନରେ ଭାରତର ଯୁବକ ମାନଙ୍କ ପାଇଁ କ୍ୟାରିୟର ସୁଯୋଗ ବୃଦ୍ଧି କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିକୋଣର ଏକ ଅଂଶ ଭାବରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ (ଏମଏସ୍ଡିଇ) ଚଳିତ ବର୍ଷ ଡିସେମ୍ବର ୧୨ ରେ ୨୫ ଟି!-->…
ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେବେ ସୁଖଓ୍ବିନ୍ଦର ସିଂ ସୁଖୁ
ସିମଲା : ସୁଖଓ୍ବିନ୍ଦର ସିଂ ସୁଖୁଙ୍କୁ ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଚୟନ କରିଛନ୍ତି କଂଗ୍ରେସ ହାଇକମାଣ୍ଡ । ସେ ହେବେ ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ । ଶନିବାର ସଂଧ୍ୟାରେ ବସିବାକୁଥିବା କଂଗ୍ରେସ ବିଧାୟକ ଦଳର ବୈଠକରେ ତାଙ୍କ ନାମରେ ମୋହର ମରାଯିବ । ନିର୍ବାଚନ ଫଳାଫଳ!-->…
ସ୍ଥଳଭାଗ ଅତିକ୍ରମ କରିବ ‘ମେଣ୍ଡୋସ୍’
ନଭେମ୍ବର ମାସରେ ବାତ୍ୟାକୁ ନେଇ ଚାଷୀ ଚିନ୍ତିତ । ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମେଣ୍ଡୋସ୍ ଘୂର୍ଣ୍ଣିଝଡ଼ ପାଇଁ ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବାତ୍ୟା ସତର୍କତା ଜାରି କରିଛି । ଏହି ଘୂର୍ଣ୍ଣିଝଡ଼ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଉତ୍ତର ତାମିଲନାଡୁ,!-->…
ଗୁଜରାଟରେ ‘ବିଜେପି’ ବିଜେପି 150 ସିଟିରେ ଆଗୁଆ
ଗୁଜରାଟରେ ‘ବିଜେପି’ 151 ଟି ଆସନରେ ଆଗୁଆ ରହି ତା’ର ସ୍ଥିତି ସୁଦୃଢ଼ କରିଥିବା ବେଳେ କଂଗ୍ରେସ 18ଟି ଓ ‘ଆପ୍’ 6ଟି ଆସନରେ ଆଗୁଆ ରହିଛି।
ଗୁଜରାଟରେ ନିର୍ବାଚନ ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, ଗୁଜରାଟର ୧୮୨ ଆସନ ମଧ୍ୟରୁ ବିଜେପି ରେକର୍ଡ କରିବାରେ ଲାଗିଛି । ଅରବିନ୍ଦ!-->!-->!-->…
ଗୁଜରାଟରେ ପୁଣି ବିଜେପି ସରକାର!
ଅହମ୍ମଦାବାଦ: ଗୁଜରାଟରେ ପୁଣି ବିଜେପି ସରକାର ଗଠନ କରିବା ସଂଭାବନା ସୃଷ୍ଟି ହୋଇଛି । ବିଜେପି ଗୁଜରାଟରେ ଲଗାତାର ସପ୍ତମ ଥର ପାଇଁ କ୍ଷମତାକୁ ଫେରିବା ଲକ୍ଷ୍ୟ ରଖିଥିବା ବେଳେ ଭୋଟ ଗଣତିରେ 130 ସିଟରେ ଆଗୁଆ ଚାଲିଛି । ଗୁଜରାଟରେ ବିଜେପିର ବିପୁଳ ବିଜୟ ହେବ ବୋଲି ବିଭିନ୍ନ ସଂସ୍ଥାର!-->…
ଦିଲ୍ଲୀ ମହାନଗର ନିଗମର ନିର୍ବାଚନ ଫଳାଫଳ
ନୂଆଦିଲ୍ଲୀ: ଦିଲ୍ଲୀ ମହାନଗର ନିଗମର ନିର୍ବାଚନ ଭୋଟ ଗଣତି ଚାଲିଛି । ବିଜେପି ଏବଂ ଆପ ମଧ୍ୟରେ କଡା ଟକ୍ମର ଦେଖିବାକୁ ମିଳିଛି । 130 ଟି ଆସନରେ ଆପ ଆଗୁଆ ଥିବା ବେଳେ ବିଜେପି 105ଟି ଆସନରେ ଆଗୁଆ ଚାଲିଛି । କଂଗ୍ରେସ 10ଟି ଆସନରେ ଆଗୁଆ ଚାଲିଛି । ଆଉ କିଛି ସମୟ ପରେ ଫଳାଫଳ ସ୍ପଷ୍ଟ!-->…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚେତାବନୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଭୂମିହୀନ ହିତାଧିକାରୀଙ୍କୁ ଜମି ଯୋଗାଇବାକୁ ଓଡ଼ିଶା ସମେତ ୫ ରାଜ୍ୟକୁ ଚିଠି ଲେଖିଲା କେନ୍ଦ୍ର । ଚଳିତ ମାସ ୧୫ ସୁଦ୍ଧା ଭୂମିହୀନ ହିତାଧିକାରୀମାନଙ୍କୁ ଜମି ଯୋଗାଇ ନଦେଲେ ଅନୁଦାନ ଫେରାଇନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି କେନ୍ଦ୍ର ସରକାର ।!-->…
ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତାକାଲିଠୁ
ନୂଆଦିଲ୍ଲୀ: ଶୀତକାଳୀନ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହେବ । ଗୁଜରାଟ ନିର୍ବାଚନ ପାଇଁ ଏଥର ଏହି ଅଧିବେଶନ ଗୋଟିଏ ମାସ ବିଳମ୍ଭରେ ଆରମ୍ଭ ହେଉଛି । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଲୋକସଭା ଓ ରାଜ୍ୟସଭାର ସବୁ ଦଳର!-->…