Browsing Category

National

ଦିଲ୍ଲୀ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଦଳକୁ ବିପଦ ନାହିଁ କହିଲେ କେଜରିଓ୍ବାଲ

ଆଜି ଦିଲ୍ଲୀ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିଥିଲା ଆପ। ଦଳକୁ ଭାଙ୍ଗିବାକୁ ବିଜେପି ଚେଷ୍ଟା କରୁଥିବା ନେଇ ଆଲୋଚନା ହୋଇଥିଲା । ଗତକାଲି କେଜ୍ରିୱାଲଙ୍କ ବାସଭବନରେ ଆୟୋଜିତ ହୋଇଥିଲା ବୈଠକ । ଏହି ବୈଠକରେ ସାମିଲ ହୋଇଥିଲେ ୫୩ ଜଣ ବିଧାୟକ । ଏହି ଲୋଟସ୍ ଅପରେସନ୍ ଫେଲ

ଅବସର ନେବେ ପ୍ରଧାନବିଚାରପତି ଜଷ୍ଟିସ୍‌ ରମଣା

ଆଜି ସୁପ୍ରିମ୍‌କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍‌.ଭି. ରମଣାଙ୍କ କାର୍ଯ୍ୟକାଳ ଶେଷ ହେଉଛି। ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ରୂପେ ୧୬ ମାସର କାର୍ଯ୍ୟକାଳରେ ସେ ଅନେକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଥିଲେ। ଓଡିଶା ସଂଦର୍ଭରେ କିଛି ମାମଲାର ସେ ଶୁଣାଣି କରିଥିବା ବେଳେ ଜୁଲାଇ

କଂଗ୍ରେସ ଛାଡିଲେ ଗୁଲାମ ନବୀ ଆଜାଦ

ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସରୁ ଦେଇଛନ୍ତି ଇସ୍ତଫା। ଗୁଲାମ ନବୀ ଆଜାଦ ଦଳର ପ୍ରାଥମିକ ସଦସ୍ୟ ଓ ସବୁ ପଦରୁ ଇସ୍ତଫା ଦେଇଛନ୍ତି। ସେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ୫ ପୃଷ୍ଠାର ଇସ୍ତଫା ପଠାଇଛନ୍ତି। ସୋନିଆ ଗାନ୍ଧିଙ୍କୁ ପଠାଯାଇଥିବା ଇସ୍ତଫାରେ ଗୁଲାମ ନବୀ ଆଜାଦ

ଦେଶରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ୫-ଜି ସେବା

ଦେଶରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ୫-ଜି ସେବା । ଆସନ୍ତା ଅକ୍ଟୋବର ୧୨ ତାରିଖରୁ ଭାରତରେ ୫ଜି ସେବାର ଶୁଭାରମ୍ଭ ହେବ । ପ୍ରାଥମିକ ପର୍ଯ୍ୟାୟରେ କିଛି ସ୍ଥାନରେ ଏହାର ସେବା ଯୋଗାଇ ଦିଆଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ପରେ ଦେଶର ବିଭିନ୍ନ ସହରକୁ ୫ଜି ସେବା ଯୋଗାଇବାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ପ୍ରସଙ୍ଗ

ଗତ ଜାନୁଆରୀରେ ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାକୁ ନେଇ ଯେଉଁ ତ୍ରୁଟି ପରିଲକ୍ଷିତ ହୋଇଥିଲା ସେ ସଂପର୍କରେ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରା ଗଠିତ କମିଟି ଫିରୋଜପୁରର ବରିଷ୍ଠ ପୁଲିସ ଅଧୀକ୍ଷକ (ଏସଏସପି)ଙ୍କ ଅବେହଳା ଯୋଗୁଁ ଏପରି ଘଟିଲା ବୋଲି

କେଜରିଓ୍ବାଲଙ୍କ ମିଟିଂରେ 9 ବିଧାୟକ ଯୋଗ ଦେଲେନି

ଦିଲ୍ଲୀରେ 'ଅପରେସନ୍ ଲୋଟସ୍' ପ୍ରସଙ୍ଗରେ ବିଜେପି ଉପରେ ଅଭିଯୋଗ ଆଣିଛି ଆପ । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ବିଧାନସଭା ଦଳର ଏକ ବୈଠକ ଡକାଯାଇଥିଲା ଯେଉଁଥିରେ ଡେପୁଟି ସିଏମ ମନୀଷ ସିସୋଦିଆଙ୍କ ସମେତ 9 ଜଣ ବିଧାୟକ ପହଞ୍ଚି ପାରିନଥିଲେ। ତେବେ ସିସୋଦିଆ ସମ୍ପର୍କରେ ଦଳ

ପେଗାସସ୍ ମାମଲାରେ ଜବତ ଫୋନରୁ ମିଳିନି ପେଗାସସ୍ ପ୍ରମାଣ !

ପେଗାସସ୍ ମାମଲାରେ ଟେକ୍ନିକାଲ୍ କମିଟି ଦ୍ୱାରା ଦାଖଲ ରିପୋର୍ଟ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଯେଉଁ ରିପୋର୍ଟରେ କୁହାଯାଇଛି, କମିଟିକୁ ୨୯ଟି ମୋବାଇଲ୍ ଫୋନ୍ ଦିଆଯାଇଥିଲା । ଯେଉଁଥିରୁ ୫ଟିରେ ମାଲୱେର୍ ରହିଛି । ତେବେ କୁହାଯାଇ ପାରିବ ନାହିଁ ପେଗାସସ ଦ୍ୱାରା ତଥ୍ୟ ଚୋରି

ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୨ର ଭବ୍ୟ ଉଦ୍‌ଯାପନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍‌ଯାପନୀ ସମାରୋହକୁ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ସମ୍ବୋଧନ କରିବେ । ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ ନିରବଚ୍ଛିନ୍ନ ଉଦ୍ୟମ ହୋଇ ରହି

ଅଗଷ୍ଟ ୨୫ତାରିଖରେ ସ୍ମାର୍ଟ ଇଣ୍ଡିଆ ହାକାଥନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍‌ଯାପନୀ ସମାରୋହକୁ ଭିଡିଓ କନଫରେନସି ମାଧ୍ୟମରେ ସମ୍ବୋଧନ କରିବେ । ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ

ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି, ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ, ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ଅନୁମୋଦନ ଦେଇଛି । ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ