Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ପଶ୍ଚିମ ଏସିଆରେ ଉତ୍ତେଜନା ଓ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଦେଖି ଟେନସନରେ ଭାରତ,ଭାରତୀୟଙ୍କୁ ସୁରକ୍ଷା ଦବା କଥା କହିଲେ…
ପଶ୍ଚିମ ଏସିଆରେ ଉତ୍ତେଜନା ଓ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଦେଖି ଟେନସନରେ ଭାରତ। ମୋଦିଙ୍କ ସୁରକ୍ଷା କ୍ୟାବିନେଟ ବୈଠକ। ମିଟିଂରେ ଭାରତର ଟପ୍ ଲିଡର। ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନାର ସମ୍ମୁଖୀନ ହେଉଥିବାରୁ ଭାରତ ଉପରେ ଏହାର ପ୍ରଭାବ ମୂଲ୍ୟାଙ୍କନ କରିବା ପାଇଁ ସୁରକ୍ଷା ସମ୍ପର୍କିତ…
ଆମେରିକା ଦୂତାବାସ ସମ୍ପତ୍ତି ଭଙ୍ଗାରୁଜା କଲେ ପ୍ରଦର୍ଶନକାରୀ,୧୨ ମୃତ ୬୦ରୁ ଅଧିକ ଆହତ
ଇସ୍ରାଏଲ୍ ଆମେରିକା ଆକ୍ରମଣରେ ଇରାନ ସର୍ବୋଚ୍ଚ ନେତା ଅୟାତୋଲ୍ଲା ଅଲୀ ଖାମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସକ ଆନ୍ଦୋଳନ ତୀବ୍ର ହୋଇଛି। ପାକିସ୍ତାନ ସିଆ ବହୁଳ ଅଞ୍ଚଳଗୁଡ଼ିକରେ ହିଂସାତ୍ମକ ସଂଘର୍ଷ,ପୋଡ଼ାଜଳା ଆକ୍ରମଣ ଏବଂ ଆମେରିକା ବିରୋଧୀ ପ୍ରଦର୍ଶନ ଜାରି ରହିଛି। ସୋସିଆଲ୍ ମିଡିଆରେ…
ଏୟାରଷ୍ଟ୍ରାଇକରେ ଇରାନର ସର୍ବୋଚ୍ଚ ନେତା ଖେମିନି ନିହତ
ପଶ୍ଚିମ ଏସିଆରେ ଯୁଦ୍ଧର ସ୍ଥିତି ଏବେ ଏକ ନୂଆ ମୋଡ଼ ନେଇଛି। ଆମେରିକା ଓ ଇସ୍ରାଏଲ ପକ୍ଷରୁ କରାଯାଇଥିବା ଏକ ଭୟଙ୍କର ଏୟାରଷ୍ଟ୍ରାଇକରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖେମିନିଙ୍କ ମୃତ୍ୟୁ ଘଟିଥିବା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ହ୍ବାଇଟ୍…
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଟିଏମସି
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ତୃଣମୂଳ କଂଗ୍ରେସ ବା ଟିଏମସି। ଦଳ ଘୋଷଣା କରିଥିବା ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ବାବୁଲ ସୁପ୍ରିୟୋ, ପଶ୍ଚିମବଙ୍ଗର ପୂର୍ବତନ ଡିଜିପି ରାଜୀବ କୁମାର, ମାନେକା ଗୁରୁସ୍ୱାମୀ ଏବଂ କୋୟଲ ମଲ୍ଲିକ। ବାବୁଲ ସୁପ୍ରିୟୋ ବର୍ତ୍ତମାନ ତୃଣମୂଳ…
କୋଲକାତାରେ ଶକ୍ତିଶାଳୀ ଭୂକମ୍ପ,ତୀବ୍ରତା ୫.୪ ରେକର୍ଡ
କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୪ ରେକର୍ଡ କରାଯାଇଛି…
ମଦ ଦୁର୍ନୀତିରେ କେଜରିୱାଲ ଓ ମନୀଷ ସିସୋଦିଆ ନିର୍ଦ୍ଦୋଷରେ ଖଲାସ
ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ନୀତି ମାମଲାରେ ରାୟ ଶୁଣାଇଛନ୍ତି ରାଉଜ୍ ଆଭେନ୍ୟୁ କୋର୍ଟ । ମଦ ଦୁର୍ନୀତିରେ କେଜରିୱାଲ ଓ ମନୀଷ ସିସୋଦିଆ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ପ୍ରମାଣ ଅଭାବରୁ ଅରବିନ୍ଦ କେଜରିୱାଲ ଏବଂ ମନୀଷ ସିସୋଦିଆ ଖଲାସ । ସିବିଆଇକୁ ଭର୍ତ୍ସନା କଲେ କୋର୍ଟ । କୋର୍ଟ ତାଙ୍କ…
ଇନଷ୍ଟାଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେକର୍ଡ ,ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ, ପଛରେ ପଡ଼ିଲେ…
ଇନଷ୍ଟାଗ୍ରାମରେ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେକର୍ଡ । ପ୍ରଥମ ବିଶ୍ୱନେତା ଭାବେ ରଚିଲେ ଇତିହାସ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଏହାସହ ସେ ବିଶ୍ୱର ଅନ୍ୟ ଟପ୍ ନେତାଙ୍କୁ ପଛରେ ପକାଇ ଦେଇଛନ୍ତି । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା…
ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ପିଏମ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ତେଲ ଅଭିଭ ପହଞ୍ଚିଛନ୍ତି। ଏଠାରେ ବିମାନ ବନ୍ଦରରେ ତାଙ୍କର ଭବ୍ୟ ସ୍ଵାଗତ କରାଯାଇଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଓ ତାଙ୍କ ପତ୍ନୀ ସାରା ବିମାନ ବନ୍ଦରରେ ପିଏମ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା…
ରାଷ୍ଟ୍ରପତି ଭବନରେ ‘ରାଜାଜୀ ଉତ୍ସବ’ରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ
ରାଷ୍ଟ୍ରପତି ଭବନ ପରିସରରେ ସୋମବାର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସିପି ରାଧାକ୍ରୀଷ୍ଣନ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗରିମାମୟ ଉପସ୍ଥିତିରେ ‘ରାଜାଜୀ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭବନ…
କେରଳ ହେଲା “କେରଳମ୍”
ଆଜି କେନ୍ଦ୍ର କ୍ୟାବିନେଟ କେରଳର ନାମ ପରିବର୍ତ୍ତନ କରି “କେରଳମ୍” କରିବାକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, “ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି ହେବା ପରଠାରୁ କେରଳର ନାମକରଣ “କେରଳମ୍” କରାଯିବାକୁ ଦାବି ହୋଇଆସୁଛି। କେନ୍ଦ୍ର କ୍ୟାବିନେଟ ଏହି ଦାବିକୁ…